Home Middle

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍‌ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ କରାଚି…

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା : ପୋଲିସକୁ ତଥ୍ୟ ମାଗିଲେ ଶ୍ରମ ଅଧିକାରୀ

ପୁରୀ ଅଫିସ, ୯।୮: ରଥଯାତ୍ରା ସମୟରେ ଗତ ଜୁଲାଇ ୮ତାରିଖ ରାତିରେ ପୁରୀ ବସ୍‌ଷ୍ଟାଣ୍ଡରେ ଏକ ଯାତ୍ରୀବାହୀ ବସ୍‌ରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ କୁମ୍ଭାରପଡ଼ା ଥାନା ପୋଲିସ ସମ୍ପୃକ୍ତ ବସ୍‌ ହେଲ୍‌ପରଙ୍କୁ ଗିରଫ…

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି, ମାଲାକାନାଗିରି, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର ଜିଲା ବନ୍ୟାରେ ପ୍ରଭାବିତ ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ…

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି। ଗିରୀଶ ବାଙ୍ଗାଲୋରସ୍ଥିତ ଷ୍ଟାଫ୍‌ ସିଲେକ୍ସନ କମିଶନର ପ୍ରାନ୍ତୀୟ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ସମ୍ଭାଳିବେ।…

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଗତ ୨୪ ଘଣ୍ଟା…

୩୭୦ ମୃତ୍ୟୁରେ କଶ୍ମୀରୀଙ୍କ ଆଶାର ଜନ୍ମ

ନୂଆଦିଲ୍ଲୀ,୯।୮(ଆଇଏଏନ୍‌ଏସ୍‌):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ କଶ୍ମୀରୀଙ୍କ ପାଇଁ ନୂଆ ଆଶାକୁ ଜନ୍ମ ଦେଇଛି। କାରଣ ଏବେ କଶ୍ମୀରବାସୀଙ୍କୁ ନିଜକୁ କଶ୍ମୀରୀ…

ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: ଉପତ୍ୟକା ଓ ଲଦାଖର ବିକାଶରେ ସହାୟକ ହୁଅନ୍ତୁ

ନୂଆଦିଲ୍ଲୀ,୮।୮(ପି.ଟି./ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଉପତ୍ୟକାବାସୀ ସେମାନଙ୍କ ମତାଧିକାର ସାବ୍ୟସ୍ତ କରି ନିଜ ନିଜ ପ୍ରତିନିଧି ବାଛିବାର ସୁଯୋଗ ପାଇବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସ୍ପଷ୍ଟ କରିବା ସହ ଏହାକୁ ନେଇ ରହିଥିବା ଅନିଶ୍ଚିତତା…

ବନ୍ଦ ହୋଇନି ସମ୍‌ଝୋତା ଏକ୍ସପ୍ରେସ୍‌: ଭାରତ

ଇସଲାମାବାଦ,୮।୮: ଖବର ଆସିଥିଲା କି ଭାରତ ପାକିସ୍ତାନ ମଧ୍ୟରେ ଚାଲୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌ ବା ଫ୍ରେଣ୍ଡସିପ୍‌ ଏକ୍ସପ୍ରେସକୁ ପାକିସ୍ତାନ ବନ୍ଦ କରି ଦେଇଛି। ହେଲେ ଭାରତ କହିଛି ସମ୍‌ଝୋତା ଏକ୍ସପ୍ରେସ୍‌ ସେବା ବନ୍ଦ ହୋଇନାହିଁ। ପାକିସ୍ତାନ ସୁରକ୍ଷାର ଆଳ ଦେଖାଇ ତା’ର…

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌କୁ…

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ। ଏଭଳି ପଡ଼ୋଶୀ ରାଷ୍ଟ୍ର…

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷକ ମଧ୍ୟରେ…

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?