Home Middle

ସୂର୍ଯ୍ୟ ପାତ୍ରଙ୍କ ପ୍ରସ୍ତାବକୁ ନେଇ ଚର୍ଚ୍ଚା: ନବୀନ ପ୍ରଧାନମନ୍ତ୍ରୀ ହେବା ଯୋଗ୍ୟ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଲୋକ ସଭାର ୫୪୨ରୁ ୪୮୩ ଆସନରେ ଭୋଟ ଗ୍ରହଣ ଶେଷ ହୋଇଛି। ଅବଶିଷ୍ଟ ୮ ରାଜ୍ୟର ୫୯ ଆସନରେ ରବିବାର ମତଦାନ ଅନୁଷ୍ଠିତ ହେବ। ୬ଷ୍ଠ ପର୍ଯ୍ୟାୟ ସୁଦ୍ଧା ଭୋଟ ଶେଷ ହୋଇଥିବା ଲୋକ ସଭା ଆସନଗୁଡିକରୁ ସର୍ବାଧିକ…

୫ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: କ୍ଷମତାକୁ ଫେରିବାର ଦମ୍ଭୋକ୍ତି

ନୂଆଦିଲ୍ଲୀ,୧୮ା୫(ପି.ଟି./ଆଇଏଏନ୍‌ଏସ୍‌): ଚଳିତ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ ପୂର୍ଣ୍ଣସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବ। ପୂରା ୫ ବର୍ଷ ଶାସନ କରିବା ପରେ ପ୍ରଥମଥର ପାଇଁ ବହୁମତ ସହ ଏକ ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆସିକା ଲୋକ ସଭା ଆସନ :ଭୋଟ ଗଣତି ପାଇଁ ପ୍ରାର୍ଥୀ ପ୍ରତିନିଧିଙ୍କୁ ନେଇ ବୈଠକ

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.) -ଆସିକା ଲୋକସଭା ପାଇଁ ହୋଇଥିବା ଭୋଟର ଗଣତି ଚଳିତ ମାସ ୨୩ ତାରିଖରେ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସିକା ଲୋକ ସଭା ଆସନ ପାଇଁ ରିଟର୍ନିଂ ଅଫିସର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଛନ୍ତି। ଏହି…

ଆଇସିସି ବିଶ୍ୱକପ୍‌ ଗୀତ ରିଲିଜ୍‌ ହେଲା

ଲଣ୍ଡନ, ୧୮ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି)ର ପୁରୁଷ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ କରାଯାଇଥିବା ଗୀତ ଶୁକ୍ରବାର ରିଲିଜ ହୋଇଛି। ଏହାର ଶୀର୍ଷକ ‘ଷ୍ଟାଣ୍ଡ ବାଏ’ ରହିଛି। ନୂତନ କଣ୍ଠଶିଳ୍ପୀ ଲୋରିନ୍‌ ଏଥିରେ କଣ୍ଠଦାନ କରିଥିବାବେଳେ ଇଂଲଣ୍ଡର ସୁପ୍ରସିଦ୍ଧ ଡ୍ରମ୍‌ ଓ…

କଣ୍ଟାପଡା, ନିଆଳି ବ୍ଲକ ସମ୍ପୂର୍ଣ୍ଣ ବାତ୍ୟା ପ୍ରଭାବିତ ନେଇ ଘୋଷଣା: ରାଶନ କାର୍ଡ ନ ଥିବା ବିପନ୍ନଙ୍କୁ ମିଳିବ ୫୦ କିଲୋ ଚାଉଳ

କଣ୍ଟାପଡା,୧୭।୫(ଡି.ଏନ୍‌.ଏ.): ଜନପ୍ରତିନିଧିଙ୍କ ଆନ୍ଦୋଳନ ଓ ସ୍ଥାନୀୟ ବାତ୍ୟା ପ୍ରଭାବିତଙ୍କ ଦାବି ପରେ ଗୁରୁବାର ରାଜ୍ୟସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର କଣ୍ଟାପଡା ଓ ନିଆଳି ବ୍ଲକକୁ ସମ୍ପୂର୍ଣ୍ଣ ଫନୀ ପ୍ରଭାବିତ ବୋଲି ଘୋଷଣା କରିଛନ୍ତି। ଉଭୟ ବ୍ଲକର ବାତ୍ୟା ପ୍ରଭାବିତଙ୍କୁ ରିଲିଫ କୋଡ୍‌…

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ ଭାଜପା…

ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି

କୋଲ୍‌କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ ଅବଶିଷ୍ଟ ୯ ଆସନ ଲାଗି ଭୋଟଗ୍ରହଣ କରାଯିବ। ଏଥିସକାଶେ ଗୁରୁବାର ରାତି ୧୦ଟାରେ ପ୍ରଚାର…

ଅଧିକ ସୁବିଧାଜନକ ହେବ ଡିଜିଟାଲ ନେଣଦେଣ;ଆର୍‌ବିଆଇ ଜାରି କଲା ଭିଜନ ୨୦୨୧ ଡକ୍ୟୁମେଣ୍ଟ

ମୁମ୍ବାଇ,୧୭-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସୁରକ୍ଷିତ, ସୁବିଧାଜନକ, ଦ୍ରୁତ ଏବଂ ଶସ୍ତା ଡିଜିଟାଲ ଦେୟ ପ୍ରଣାଳୀକୁ ନେଇ ଏକ ଭିଜନ ଡକ୍ୟୁମେଣ୍ଟ ଜାରି କରିଛି। ଆସନ୍ତା ୨ ବର୍ଷ ଭିତରେ ଅନ୍‌ଲାଇନ ଦେୟ ବ୍ୟବସ୍ଥାରେ ଆସିବାକୁ ଥିବା ବୃଦ୍ଧିକୁ ଦୃଷ୍ଟିରେ ରଖି…

ଆଜିକୁ ପୁରିଲା ମୋଦି ସରକାରଙ୍କ ୫ ବର୍ଷ: ବିଜୁଳି, ସ୍ବଚ୍ଛ ଭାରତ ଯୋଜନା ଆଣି ଦେଇଛି ସଫଳତା; କଳାଧନ, ବିମୁଦ୍ରିକରଣକୁ ନେଇ ବିରୋଧୀ ଉଠାଇଛନ୍ତି ପ୍ରଶ୍ନ

ନୂଆଦିଲ୍ଲୀ,୧୬।୫: ୨୦୧୪ ମସିହା ଆଜିର ଦିନରେ ପ୍ରକାଶ ପାଇଥିଲା ଲୋକ ସଭା ନିର୍ବାଚନର ଫଳାଫଳ। ଏଥିରେ ଭାଜପା ବହୁମତ ସାବ୍ୟସ୍ତ କରିବା ସହ କେନ୍ଦ୍ରରେ ସରକାର ଗଢ଼ିଥିଲା। ଗୁରୁବାର ଏହାକୁ ୫ ବର୍ଷ ପୂରିଛି। ଇତିମଧ୍ୟରେ କେନ୍ଦ୍ର ସରକାର ଅନେକ ଉପଲବ୍ଧି…

ଆଧାର ଭଳି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମିଳିବ ବ୍ୟକ୍ତିଗତ ପରିଚୟ ନମ୍ବର: ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ବ୍ଲୁପ୍ରିଣ୍ଟ୍‌ ଦାଖଲ

ନୂଆଦିଲ୍ଲୀ,୧୬।୫: ଦେଶର ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଆଧାର ଭଳି ବ୍ୟକ୍ତିଗତ ପରିଚୟ ନମ୍ବର ପ୍ରଦାନ ପାଇଁ ସରକାର ଯୋଜନା କରିଛନ୍ତି। ଏ ସମ୍ପର୍କିତ ବ୍ଲୁପ୍ରିଣ୍ଟ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ପର୍ସନାଲ ହେଲଥ୍‌ ଆଇଡେଣ୍ଟିଫାୟାର…

ମମତାଙ୍କୁ ମୋଦିଙ୍କ ଚ୍ୟାଲେଞ୍ଜ୍‌: ଆଜି ପଶ୍ଚିମବଙ୍ଗ ଯିବି, ଦେଖିବା କ’ଣ ହେଉଛି

ଲକ୍ଷ୍ନୌ, ୧୬।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ କୋଲକାତାରେ ସୃଷ୍ଟି ହୋଇଥିବା ବ୍ୟାପକ ହିଂସାକାଣ୍ଡକୁ ନେଇ ଏବେ ସମଗ୍ର ଦେଶରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। କୋଲକାତାରେ ମଙ୍ଗଳବାର ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’ ବେଳେ ସୃଷ୍ଟି…

ମୋଦି-ଶାହଙ୍କ ସହିତ ମୁହାଁମୁହିଁ: ମମତା ସାଜିଲେ ନମ୍ବର ଓ୍ବାନ୍‌ ବିପକ୍ଷ ନେତା !

କୋଲକାତା,୧୬।୫: ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ଜୋର୍‌ଦାର୍‌ ଲଢ଼େଇ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ଟକ୍କର ଦେଇ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri