Home Middle

ହଠାତ୍‌ ନୂଆପଡାରେ ହେଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ ଯାଞ୍ଚ, ଜାଣନ୍ତୁ କାହିଁକି…

ନୂଆପଡା,୭।୧୧: ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ ଯାଞ୍ଚ କରାଯାଇଛି। ଉପନିର୍ବାଚନ ସୁରକ୍ଷା ଦୃଷ୍ଟିରୁ  ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଛି। ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ୍‌ ତରଫରୁ ଯାଞ୍ଚ କରାଯାଇଛି। ଏନେଇ...

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଏସବୁ ସ୍ଥାନରୁ ବୁଲା କୁକୁର ହଟାଅ

ନୂଆଦିଲ୍ଲୀ,୭ା୧୧: ଦେଶରେ ବୁଲା କୁକୁରଙ୍କ ଉପଦ୍ରବ ବଢ଼ୁଥିବା ନେଇ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାନୁଷ୍ଠାନ, ବସ୍ ଷ୍ଟାଣ୍ଡ, ରେଳ ଷ୍ଟେସନ ଏବଂ କ୍ରୀଡ଼ା କେନ୍ଦ୍ର ପରିସରରୁ ବୁଲା କୁକୁରଙ୍କୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ ସର୍ବୋଚ୍ଚ ନ୍ୟାୟାଳୟ...

ଓଡ଼ିଶା ପାଳୁଛି ଛାଡ଼ଖାଇ: ଆମିଷ ବଜାରରେ ଭିଡ଼, ଦର ଆକାଶଛୁଆଁ

ଭୁବନେଶ୍ୱର,୭ା୧୧: ପବିତ୍ର କାର୍ତ୍ତିକ ମାସର ମାସବ୍ୟାପୀ ନିରାମିଷ ଭୋଜନ ପରେ ମାର୍ଗଶିର ମାସର ପ୍ରଥମ ଗୁରୁବାର ଯିବା ପରେ ଶୁକ୍ରବାର ଛାଡ଼ଖାଇ ପାଳନ କରୁଥିବା ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ରାଜ୍ୟର ମାଂସ ଓ ମାଛ ବଜାରରେ...

ଆଜି ହେଉଛି ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୭।୧୧: ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି। ୧୫୦...

ପାରଦ ତଳମୁହାଁ: ଦୁଇଦିନ ପରେ ବଢ଼ିବ ଶୀତ, ଥରିବ ଓଡ଼ିଶା

ଭୁବନେଶ୍ୱର, ୭ା୧୧ (ବନ୍ଦନା ସେଠୀ): ରାଜ୍ୟରେ ଧିରେ ଧିରେ ପାରଦ ତଳମୁହାଁ ହେଉଥିବାବେଳେ ଶୀତ ଅନୁଭୂତ ହେବାରେ ଲାଗିଛି। ଆଉ ୨ଦିନ ପରେ ଶୀତ ଆହୁରି ବଢିବ। ଆଗାମୀ ୪୮ଘଣ୍ଟା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସହ...

ଉଦାହରଣ ସୃଷ୍ଟି କଲେ ଜୁଆଙ୍ଗ ଆଦିବାସୀ, ପୁରୁଷଙ୍କ ତୁଳନାରେ ମହିଳା ଅଧିକ

ଭୁବନେଶ୍ୱର,୭ା୧୧: ଓଡ଼ିଶାର ସାମଗ୍ରିକ ଲିଙ୍ଗ ଅନୁପାତ ପୁରୁଷଙ୍କ ସପକ୍ଷରେ ଥିବାବେଳେ, କେନ୍ଦୁଝର ଜିଲାର ଜୁଆଙ୍ଗ୍ ଆଦିବାସୀ ସମ୍ପ୍ରଦାୟ ଏକ ଭିନ୍ନ ଚିତ୍ର ପ୍ରସ୍ତୁତ କରିଛି। ତଥ୍ୟ ଅନୁଯାୟୀ, ଏହି ଆଦିବାସୀ ଗୋଷ୍ଠୀରେ ମହିଳାମାନେ ପୁରୁଷଙ୍କ ସଂଖ୍ୟାକୁ ଟପି ଯାଇଛନ୍ତି, ଯାହା...

ଦିଲ୍ଲୀ ବିମାନ ବନ୍ଦରରେ ବିମାନ ସେବା ବ୍ୟାହତ; ଏହି କାରଣରୁ ଅନେକ ଫ୍ଲାଇଟ୍ ବାତିଲ

ନୂଆଦିଲ୍ଲୀ,୭ା୧୧: ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନ ବନ୍ଦର (IGIA) ର ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ବ୍ୟବସ୍ଥାରେ ଏକ ବୈଷୟିକ ତ୍ରୁଟି ଯୋଗୁଁ ଶୁକ୍ରବାର ସକାଳେ ବିମାନ ସେବା ବ୍ୟାପକ ଭାବରେ ବ୍ୟାହତ ହୋଇଛି। ଏହି ସମସ୍ୟା ଫଳରେ ବିମାନ...

ବାଲିଯାତ୍ରାରେ ଓଡ଼ିଆ ବହି ମାଗଣା ବଣ୍ଟାକୁ ନେଇ ବିବାଦ

କଟକ,୭ା୧୧: ଡିଜିଟାଲ୍ ଯୁଗରେ ଓଡ଼ିଆ କ୍ଲାସିକ୍ ପୁସ୍ତକର ପ୍ରଚାର ପ୍ରସାର ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ବାଲିଯାତ୍ରାରେ ମାଗଣାରେ ବହି ବଣ୍ଟନ ପାଇଁ ଯେଉଁ ଯୋଜନା କରାଯାଇଥିଲା, ଯାହା ଏବେ ବିବାଦ ଘେରରେ ଫସିଯାଇଛି। ବହୁ...

ଆମେରିକାକୁ ଫେରି ସି ଜିନପିଙ୍ଗଙ୍କ ଏପରି ଫଟୋ ରିଲିଜ କଲେ ଟ୍ରମ୍ପ, ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୭ା୧୧: ଦକ୍ଷିଣ କୋରିଆରେ ଅନୁଷ୍ଠିତ ଏସିଆ-ପାସିଫିକ୍ ଅର୍ଥନୈତିକ ସହଯୋଗ (APEC) ଶିଖର ସମ୍ମିଳନୀ ଅବସରରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି ଦ୍ୱିପାକ୍ଷିକ ବୈଠକର କିଛି ଫଟୋ ହ୍ୱାଇଟ ହାଉସ୍ ପକ୍ଷରୁ ପ୍ରକାଶ...

ଆଫଗାନିସ୍ତାନ-ପାକିସ୍ତାନ ସୀମାରେ ପୁଣି ସଂଘର୍ଷ, ୫ ମୃତ

ନୂଆଦିଲ୍ଲୀ,୭ା୧୧: ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ ଗୁରୁବାର ହୋଇଥିବା ସୀମାପାର ଗୁଳି ବିନିମୟରେ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଛି ଏବଂ ୬ ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନ ପଟରୁ ଜଣେ ଡାକ୍ତରୀ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଉଭୟ...

ଭାରତ ଗସ୍ତ ପାଇଁ ଟ୍ରମ୍ପଙ୍କ ସଙ୍କେତ: ବାଣିଜ୍ୟ ବିବାଦ ମଧ୍ୟରେ ମୋଦିଙ୍କୁ କହିଲେ ଏପରି

ନୂଆଦିଲ୍ଲୀ,୭ା୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ “ଜଣେ ମହାନ ବ୍ୟକ୍ତି” ଏବଂ “ବନ୍ଧୁ” ବୋଲି ପ୍ରଶଂସା କରିବା ସହ ଆସନ୍ତା ବର୍ଷ ସେ ଭାରତ ଗସ୍ତ କରିପାରନ୍ତି ବୋଲି ସଙ୍କେତ ଦେଇଛନ୍ତି। ଦୁଇ ଦେଶ...

JNU ଛାତ୍ର ସଂସଦ ନିର୍ବାଚନ ୨୦୨୫: ‘ବାମ ମେଣ୍ଟ’ର କ୍ଲିନ୍ ସୁଇପ୍

ନୂଆଦିଲ୍ଲୀ,୬।୧୧: ଦେଶର ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (JNU) ଛାତ୍ର ସଂସଦ (JNUSU) ନିର୍ବାଚନ ୨୦୨୫ର ଫଳାଫଳ ଘୋଷଣା ହୋଇଛି। ଏଥିରେ ବାମପନ୍ଥୀ ଛାତ୍ର ସଂଗଠନର ମେଣ୍ଟ ‘ଲେଫ୍ଟ ୟୁନିଟି’ (Left Unity) ବିଜୟର ପତାକା ଉଡ଼ାଇ ସମସ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri