Home Middle

୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍‌କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍‌ କଲେ ସ୍ବାଗତ

ବେଙ୍ଗାଲୁର୍‌,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍‌ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା ପରେ ରବିବାର ୧୪ ବିଧାୟକଙ୍କୁ ମଧ୍ୟ ସମଦଶା ଭୋଗିବାକୁ ପଡ଼ିଛି। ତେବେ ପୂର୍ବରୁ…

କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ ଆଣିବାର ଯୋଜନା କରୁଛନ୍ତି। ତେବେ ଏଭଳି ଦୁଃସାହସ କରିବା ଭୟଙ୍କର ପରିସ୍ଥିତି ସୃଷ୍ଟି କରିପାରେ।…

କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି

ବେଙ୍ଗାଲୁର୍‌,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍‌.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍‌.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍‌. ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ତେବେ ରବିବାର ରମେଶ ପୁଣି…

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟ ନେଇ କାର୍ଯ୍ୟ ଜାରି ରଖିଛନ୍ତି। ଜଳ ସଂରକ୍ଷଣ…

୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସହିତ ଏସବୁ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଁ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ବ୍ୟବସାୟୀ ଆଶିଫ୍‌ ଲୋନ୍‌, ତନବୀର୍‌ ଅହମ୍ମଦ୍‌, ତାରିକ୍‌ ଅହମ୍ମଦ୍‌ ଏବଂ…

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା ଉମରକୋଟ…

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି କ୍ଷେତ୍ରରେ ବିଶେଷ ସହାକ ହେବ। ଆଗାମୀ ସପ୍ତାହରେ ପୁଣି ୪ଟି ଏଭଳି ହେଲିକପ୍ଟର ଆମେରିକା…

‘ଫନୀ’ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର: ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ

ପୁରୀ ଅଫିସ, ୨୮ା୭: ଆଉ ୬ ଦିନ ପରେ ‘ଫନୀ’କୁ ପୂରିବ ୩ମାସ। ହେଲେ ଏ ଯାଏ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର। ବାତ୍ୟାରେ ଭାଙ୍ଗିଯାଇଥିବା ଶାଳଘର ଏବେ ବି ମାଟି କାମୁଡ଼ି ପଡ଼ିରହିଛି। ନିଜ କୌଳିକ ବୃତ୍ତିର ଭବିଷ୍ୟତକୁ ନେଇ…

ଶ୍ରେଷ୍ଠ-୫୦ ପ୍ରଭାବଶାଳୀ ଭାରତୀୟ ତାଲିକାରେ ଦୂତୀ

ନୂଆଦିଲ୍ଲୀ,୨୮।୭(ପି.ଟି.): ଦେଶର ଦ୍ରୁତତମ ଧାବିକା ତଥା ଓଡ଼ିଆ ମହିଳା ଆଥଲେଟ୍‌ ଦୂତୀ ଚାନ୍ଦ ଆଉ ଏକ ସମ୍ମାନର ଅଧିକାରୀ ହୋଇଛନ୍ତି। ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଦେଶର ଶ୍ରେଷ୍ଠ ଶକ୍ତିଶାଳୀ ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ନେଇ ପ୍ରକାଶିତ ହୋଇଥିବା ତାଲିକାରେ ସ୍ଥାନ ପାଇଛନ୍ତି।…

୧,୦୭,୪୦୮ ଧର୍ତ୍ତବ୍ୟ ଅପରାଧ ପଞ୍ଜୀକୃତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ହତ୍ୟା, ବଳାତ୍କାର ଓ ଯୌତୁକଜନିତ ଅପରାଧ ଚିନ୍ତାର କାରଣ ହୋଇଛି। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଶ୍ୱେତପତ୍ର-୨୦୧୮ରୁ ଏହା ଜଣାପଡିଛି। ୨୦୧୮ରେ ୧୩୭୮ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ୨୫୦୨ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଏହି…

ରାଜ୍ୟରେ ୯ଲକ୍ଷ ୩୭ହଜାର ପଞ୍ଜୀକୃତ ବେକାରି, ୨୧୦ ନିଯୁକ୍ତିମେଳାରେ ୧ ଲକ୍ଷ ୧୩ ହଜାରଙ୍କୁ ଦିଆଯାଇଛି ନିଯୁକ୍ତି

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ ୯ ଲକ୍ଷ ୩୭ ହଜାର ୨୫୧ଜଣ ବେକାର ଯୁବତୀଯୁବକ ରାଜ୍ୟ ସରକାରଙ୍କ ବିଭିନ୍ନ ନିୟୋଜନ କାର୍ଯ୍ୟାଳୟରେ ନାମ ପଞ୍ଜୀକରଣ କରିଛନ୍ତି। ୨୧୦ ନିଯୁକ୍ତିମେଳା ଆୟୋଜନ କରାଯାଇ ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୧୩ ହଜାର ୨୫୧ ଜଣଙ୍କୁ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?