Home Middle

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଉଭୟ…

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ…

ପରଲୋକରେ ଆଧୁନିକ ଦିଲ୍ଲୀର ବିନ୍ଧାଣି

ନୂଆଦିଲ୍ଲୀ,୨୧ା୭(ପି.ଟି.): ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ଶନିବାର ଅପରାହ୍ଣରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ହୃତ୍‌ଘାତ ହେବାରୁ ଶୀଲାଙ୍କୁ ସକାଳେ ଫର୍ଟିସ ଏସ୍‌କଟର୍‌ସ ହାର୍ଟ ଇନ୍‌ଷ୍ଟିଚ୍ୟୁଟରେ…

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ ହୋଇ ପାରିନାହିଁ। ଅପରପକ୍ଷରେ ଜୁନ ଓ ଜୁଲାଇ ମାସରେ ସ୍ବଳ୍ପ ବୃଷ୍ଟିପାତ ପରେ…

କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାର…

ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ ବିଧାନସଭାରେ…

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨%…

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି।…

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ମାଓବାଦୀ। ଏନେଇ ଗୋଇନ୍ଦା ସୂଚନା ମିଳିଥିବା କୁହାଯାଉଛି।…

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି। ତେବେ…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଡାର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଶନିବାର ପୂର୍ବାହ୍ନ ୯ଟାରେ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ସେଲିଂ ମାଡ଼ କରାଯାଇଛି। ଏହାର ଜବାବ୍‌ରେ…

କର୍ନାଟକ ସଙ୍କଟ: ମୋଦି ସରକାରଙ୍କ ପାଇଁ ୩୫୬ ଧାରା ଜାରି ଲାଗି ପୁଣି ଏକ ସୁଯୋଗ

ନୂଆଦିଲ୍ଲୀ,୨୦।୭: କର୍ନାଟକରେ ସଙ୍କଟ ଲାଗି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ ସାମ୍ବିଧାନିକ ଧାରା ୩୫୬ର ଉପଯୋଗ କରିବା ଲାଗି ଦ୍ୱିତୀୟ ଇନିଂସ୍‌ରେ ପୁଣି ଏକ ସୁଯୋଗ ଆଣିଦେଇଛି। ତେବେ ଏହା ପୂର୍ବରୁ ଦୁଇ ରାଜ୍ୟରେ ୩୫୬ ଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?