Home Middle

ଅଗଷ୍ଟରୁ ବଦଳିବ ବ୍ରହ୍ମପୁର ଟ୍ରାଫିକ ବ୍ୟବସ୍ଥାର ଚିତ୍ର : କାର୍ଯ୍ୟକ୍ଷମ ହେବ ଇଣ୍ଟିଗ୍ରେଟେଡ ଟ୍ରାଫିକ ସିଷ୍ଟମ

ବ୍ରହ୍ମପୁର ଅଫିସ,୧୪ା୭-ବ୍ରହ୍ମପୁରରେ ସୁଧୁରିବ ଟ୍ରାଫିକ ବ୍ୟବସ୍ଥା । ଅଗଷ୍ଟରୁ ବଦଳିବ ଏହାର ଚିତ୍ର । ଅଗଷ୍ଟ ଶେଷ ସୁଦ୍ଧା ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଟିଏମଏସ) କାର୍ଯ୍ୟକ୍ଷମ ହେବ ।ଏନେଇ ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ…

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ ହୋଇଛି। ଏହାପରେ ଅପରାହ୍ନରେ ତିନି ଠାକୁରଙ୍କ ସୁନାବେଶ କରାଯାଇଛି। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ…

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ ବଣ୍ଟନକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ। ବିରୋଧୀ ଦଳ ଆସନକୁ ନେଇ ଦଳର ଦୁଇ…

ରବିବାର ସକାଳ ୬ଟା ୫୧ରୁ ଚନ୍ଦ୍ରାୟନ-୨ର ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌

ନୂଆଦିଲ୍ଲୀ,୧୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ ଜୁଲାଇ ୧୫ ଭୋର୍‌ ୨ଟା ୫୧ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯିବ। ଏଥିପାଇଁ ରବିବାର ସକାଳ ୬ଟା ୫୧ରୁ ୨୦ ଘଣ୍ଟିଆ କାଉଣ୍ଟ୍‌ ଡାଉନ୍‌ ଆରମ୍ଭ ହେବ…

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି…

ମୋଦି ସରକାରଙ୍କ ଶହେ ଦିନର ବଡ଼ ଯୋଜନା: ୧୬୭ କାର୍ଯ୍ୟକୁ ଗୁୁରୁତ୍ୱ; ୩ ଲକ୍ଷ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ଇନିଂସ୍‌ର ପ୍ରଥମ ଶହେ ଦିନ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ ସରକାର ୧୬୭ କାର୍ଯ୍ୟକୁ ଗୁରୁତ୍ୱଦେବା ସହିତ ୩ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ଲାଗି ଯୋଜନା କରିଛନ୍ତି।…

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯିବା ସହିତ ଜୋର୍‌ରେ ଶବ୍ଦ କରିଥିଲା। ଏହାଦ୍ୱାରା ସ୍ଥାନୀୟ…

ଆଇଏସ୍‌ଆଇ ଏଜେଣ୍ଟ୍‌ ହନିଟ୍ରାପ୍‌ ମାୟାରେ ଭାରତୀୟ ସେନା କର୍ମଚାରୀ

ନୂଆଦିଲ୍ଲୀ,୧୩।୭: ଫେସ୍‌ବୁକ୍‌ରେ ହାଏ ହାଲୋ ପରେ ଭାରତୀୟ ସେନା କର୍ମଚାରୀଙ୍କ ସହିତ ବନ୍ଧୁତା କରି ପରେ ସେମାନଙ୍କ ମୁଭମେଣ୍ଟ୍‌ ସମ୍ପର୍କରେ ତଥ୍ୟ ଚୋରାଇ ନେଉଛି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ସୁନ୍ଦରୀ ଏଜେଣ୍ଟ୍‌। ଇତିମଧ୍ୟରେ କିଛି ସେନା କର୍ମଚାରୀ ଏହି ଏଜେଣ୍ଟର…

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି…

ଶୈଳଶ୍ରୀକ୍ଷେତ୍ର ବାହୁଡ଼ିଲେ ମହାବାହୁ: ଆଜି ରଥ ଉପରେ ସୁନାବେଶ

ଅନୁଗୋଳ ଅଫିସ, ୧୩।୭ – ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ୯ ଦିନର ଲୀଳାଖେଳ ଶେଷ କରି ଶୈଳଶ୍ରୀକ୍ଷେତ୍ର ବାହୁଡ଼ି ଆସିଛନ୍ତି ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ଭଉଣୀ ଭାଇଙ୍କୁ ଧରି ମହାପ୍ରଭୁ ଫେରିବା ବେଳେ ଥାନା ଛକରେ ପୋଡ଼ପିଠା ଓ…

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର…

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?