୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ
ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ ହୋଇଥାଏ। ଗତ ୧୪ ବର୍ଷ ମଧ୍ୟରେ ଏହା ଯୋଗୁ ଏଠାରେ ୨ ହଜାରରୁ ଅଧିକ…
୩ ବର୍ଷରେ ନିର୍ବାଚନରେ ଖର୍ଚ୍ଚ ହୋଇଛି ୯ ହଜାର କୋଟି; ୬୦ ପ୍ରତିଶତ କେବଳ ଇଭିଏମ୍ରେ
ନୂଆଦିଲ୍ଲୀ,୭।୭: ଗତ ୩ ବର୍ଷ ମଧ୍ୟରେ ୯ ହଜାର କୋଟି ଟଙ୍କା ଲୋକ ସଭା ନିର୍ବାଚନରେ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୬୦ ପ୍ରତିଶତ କେବଳ ଇଭିଏମ୍ରେ ଖର୍ଚ୍ଚ ହୋଇଛି। ସଂସଦରେ ଉପସ୍ଥାପିତ ରିପୋର୍ଟରେ ଏହା ଦର୍ଶାଯାଇଛି। ଏହି ସମୟ ମଧ୍ୟରେ ୮…
ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ
କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…
କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ
ନୂଆଦିଲ୍ଲୀ,୭ା୭(ଆଇଏଏନ୍ଏସ୍): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଷଡ଼ଯନ୍ତ୍ର ଚଳାଇଥିବା କଂଗ୍ରେସ ମୁଖପାତ୍ର ରଣଦୀପ ସିଂ ସୁର୍ଜଓ୍ବୋଲା କହିଛନ୍ତି। ଭାଜପା ଆମ ବିଧାୟକମାନଙ୍କୁ…
ଆଧାର ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ନଗଦ କାରବାର
ନୂଆଦିଲ୍ଲୀ,୭-୭: ଏଣିକି ପାନ୍ ବଦଳରେ ଆଧାର କାର୍ଡ ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନଗଦ କାରବାର କରିହେବ। ଏହାଛଡ଼ା ଯେଉଁଠି ପାନ୍ ବ୍ୟବହାର ଅନିବାର୍ଯ୍ୟ ଥିଲା ସେଠାରେ ଆଧାର କାର୍ଡ ବ୍ୟବହାର କରିହେବ ବୋଲି ରାଜସ୍ବ ସଚିବ ଅଜୟ ଭୁଷଣ…
ଭାଜପା ସଦସ୍ୟ ସଂଗ୍ରହ ଅଭିଯାନ: ‘ସମାଲୋଚକ ପେସାଦାର ନିରାଶାବାଦୀ’
ବାରାଣସୀ,୭ା୭(ଆଇଏଏନ୍ଏସ୍); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ନିଜ ନିର୍ବାଚନମଣ୍ଡଳୀ ବାରାଣସୀରୁ ଶାସକ ଦଳ ଭାଜପାର ସଭ୍ୟସଂଗ୍ରହ ଅଭିଯାନ ଶୁଭାରମ୍ଭ କରିଛନ୍ତି। ସବୁ ବର୍ଗର ଲୋକଙ୍କୁ ଗୈରିକ ଦଳ ସହ ଯୋଡିବା ଲାଗି ଏହି ଅଭିଯାନ ଆରମ୍ଭ ହୋଇଛି। ଏହି ଅବସରରେ…
ରୋହିତ୍ଙ୍କ ବିଶ୍ୱରେକର୍ଡ
ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍ ରୋହିତ୍ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ…
ଭାରତର ସହଜ ବିଜୟ
ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍ରେ ଭାରତ ତା’ର ଅନ୍ତିମ ଲିଗ୍ ମ୍ୟାଚ୍ରେ ଶ୍ରୀଲଙ୍କାକୁ ୩୯ଟି ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି। ଏଥିସହ…
ବନ୍ୟଜନ୍ତୁ ଶିକାର ରୋକିବାକୁ ହେଉନି ପାଟ୍ରୋଲିଂ: ରାତିରେ ବିଦ୍ୟୁତ୍ କାଟ, ଲୋକେ ହଇରାଣ
ଭଞ୍ଜନଗର,୬।୭(ଡି.ଏନ.ଏ.)-ବନ୍ୟଜନ୍ତୁ ସୁରକ୍ଷା ପାଇଁ ସାଉଥ୍କୋ ଏବଂ ଜଙ୍ଗଲ ବିଭାଗ ମଧ୍ୟରେ ବିଭିନ୍ନ ସମୟରେ ସମନ୍ବୟ ବୈଠକ ହେଉଛି। ମିଳିତ ପାଟ୍ରୋଲିଂ କରିବାକୁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଏହା କାଗଜ କଲମରେ ରହିଯାଉଛି । ଯାହାର ଫାଇଦା ନେଉଛନ୍ତି ବନ୍ୟଜନ୍ତୁ ଶିକାରୀ। ସେମାନେ…
ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ
ମାଲକାନଗିରି,୬ା୭(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଏସ୍ଟିଏଫ୍ ଓ ଡିଏଫ୍ ଯବାନମାନେ ପ୍ରତିଦିନ…
ନୌସେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ୨ ଭାରତୀୟ ଯବାନ ଆହତ
ଶ୍ରୀନଗର,୬।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଚୌରୀ ଜିଲାର ରୋମାଲି ଧାରାସ୍ଥିତ ନୌସେରା ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ଶୁକ୍ରବାର ରାତ୍ର ୯ଟା ପରେ ମୋର୍ଟାର ସେଲିଂ ମାଡ଼ କରାଯାଇଥିତ୍ଲା।…
କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ
ଭୁବନେଶ୍ୱର, ୬।୭(ବ୍ୟୁରୋ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍ବସ୍ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ବିଧାୟକଙ୍କୁ ଶନିବାର ଜାମିନ ପ୍ରଦାନ କରିଛନ୍ତି। ୨ ଜଣ ଜାମିନଦାର ଏବଂ…

