୨୦ରେ ପାଟକୁରା ନିର୍ବାଚନ: ୨୪ରେ ଭୋଟଗଣତି
ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ଲାଗି ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା…
ଶ୍ରୀଜୀଉଙ୍କୁ ଦର୍ଶନ କଲେ ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୪।୭: ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଗୁରୁବାର ରଥରେ ଚତୁର୍ଦ୍ଧାମୁର୍ତ୍ତିଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନରେ ପହଞ୍ଚିବା ପରେ ଶଙ୍କରାଚର୍ଯ୍ୟ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ରଥ ପରିକ୍ରମା କରିଛନ୍ତି। ତେବେ ପୂର୍ବାହ୍ନରେ ବିଗ୍ରହମାନଙ୍କୁ ଧାଡ଼ି ପହଣ୍ଡିରେ ଅଣାଯାଇ ରଥାରୂଢ଼ କରାଯାଇଛି। ଏହା…
ଆର୍ଥିକ ସର୍ଭେ ରିପୋର୍ଟ: ୨୦୨୫ ସୁଦ୍ଧା ୫ ଲକ୍ଷ କୋଟି ଅର୍ଥବ୍ୟବସ୍ଥା ଲକ୍ଷ୍ୟ
ନୂଆଦିଲ୍ଲୀ,୪।୭: ସଂସଦରେ ଶୁକ୍ରବାର ବଜେଟ୍ ଉପସ୍ଥାପନା କରାଯିବ। ତେବେ ଏହା ପୂର୍ବରୁ ଗୁରୁବାର ସରକାରଙ୍କ ପକ୍ଷରୁ ଆର୍ଥିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯାଇଛି। ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଏହି ରିପୋର୍ଟ ଉପସ୍ଥାପିତ ହୋଇଛି। ରିପୋର୍ଟ ଅନୁସାରେ ୨୦୧୯-୨୦ରେ…
ହେବ ଛେରାପହଁରା: ପାଲିଙ୍କି ପ୍ରସ୍ତୁତ, ଗଜପତିଙ୍କୁ ଅପେକ୍ଷା
ପୁରୀ ଅଫିସ,୪।୭: ଶେଷ ହୋଇଛି ଧାଡ଼ି ପହଣ୍ଡି। ରଥରେ ବିରାଜମାନ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହାପରେ ମଦନମୋହନ ବିଜେ କରିବା ପରେ ଛେରାପହଁରା ନୀତି ଅନୁଷ୍ଠିତ ହେବ। ଏହାକୁ ନେଇ ଗଜପତିଙ୍କ ରାଜଉଆସରେ ପାଲିଙ୍କି ପ୍ରସ୍ତୁତ ହୋଇ ରହିଛି। ତେବେ କେବଳ ଅପେକ୍ଷା…
ଭାରତୀୟ ସେନାରେ ନାରୀଶକ୍ତି: ଶହେ ଯବାନ ପଦବୀ ପାଇଁ ଆବେଦନ କଲେ ୨ ଲକ୍ଷ ମହିଳା
ନୂଆଦିଲ୍ଲୀ,୪।୭: ଭାରତୀୟ ସେନାରେ ମହିଳାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି। ଏବେ ସେନାର ଶହେଟି ଯବାନ ପଦବୀ ପାଇଁ ଅନ୍ଲାଇନ୍ରେ ୨ ଲକ୍ଷରୁ ଅଧିକ ମହିଳା ଆବେଦନ କରିଥିବା ଜଣାପଡ଼ିଛି। ଏହି ପଦବୀଗୁଡ଼ିକ ମିଲିଟାରୀ ପୋଲିସ ବିଭାଗରେ ଖାଲି ପଡ଼ିଛି। ସେନାରେ ୧୯୯୦ଠାରୁ…
ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୪।୭: ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା। ଦାରୁବ୍ରହ୍ମଙ୍କ ଏହି ଅପୂର୍ବ ଲୀଳା ଦେଖିବା ଲାଗି ବଡ଼ଦାଣ୍ଡ ହୋଇଛି ଭକ୍ତମୟ। ଏହାସହ ପାଗ ଅନୁକୂଳ ରହିଥିବାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ଚତୁର୍ଦ୍ଧାମୂର୍ତ୍ତିଙ୍କ…
ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ
ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି ପ୍ରଭୁ ଜଗନ୍ନାଥ। ଗୁରୁବାର ପହଣ୍ଡି ବିଜେ ନୀତି ଆରମ୍ଭ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି…
ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ
ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି। ଦୁଇ ପରସ୍ପର ବିରୋଧୀ ନେତାଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋଦି…
ଜନ୍ମବେଦି ଯିବେ ଦାରୁଦିଅଁ
ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ। ଦାରୁବ୍ରହ୍ମଙ୍କ…
୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ
ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି ଆଲୋଚନା ହେଉଛି। ପି.ଭି. ନରସିଂହ ରାଓ ଏବଂ ସୀତାରାମ କେଶରୀଙ୍କ ପରେ ତୃତୀୟ…
ଧାନର ଏମ୍ଏସ୍ପି ୬୫ ଟଙ୍କା ବଢ଼ିଲା
ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଧାନ ସମେତ ୧୪…
କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ। ଗତ ନିର୍ବାଚନରେ ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି। ଦଳର…

