Home Middle

ନବ ନିର୍ବାଚିତ ବିଧାୟକଙ୍କୁ ନବୀନଙ୍କ ପରାମର୍ଶ: ଗର୍ବ, ଅହଂକାରଠାରୁ ଦୂରେଇ ରୁହ; ଦାମୀ ଗାଡ଼ି ଚଢ଼ନା

ଭୁବନେଶ୍ୱର,୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ନବ ନିର୍ବାଚିତ ବିଜେଡି ବିଧାୟକମାନଙ୍କର ଏକ ବୈଠକ କରିଛନ୍ତି। ଏହି ବୈଠକରେ ବିଧାୟକମାନଙ୍କୁ ସରଳ ଜୀବନଯାପନ କରିବା ସହ ଲୋକଙ୍କ ନିକଟତର ହେବାକୁ ପରାମର୍ଶ ଦେଇଛନ୍ତି। ପୂର୍ବାହ୍ନ ୧୦ଟାରେ ଆରମ୍ଭ…

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ ଯୋଜନାରେ ବ୍ୟାଙ୍କରେ ଗରିବ ଲୋକଙ୍କ ଖାତା ଖୋଲାଯାଇ ଏଟିଏମ୍‌ କାର୍ଡ ଦିଆଯିବାର ବ୍ୟବସ୍ଥା…

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ କହିଛନ୍ତି ଯେ, ଏୟାର ଇଣ୍ଡିଆକୁ ଏବେ ଚଳାଇବା…

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା ପାଇଁ…

ତିନିବାଡ଼ରୁ ଆସି ଲାଗିଲା ଆଜ୍ଞାମାଳ: ସିଂହଦ୍ୱାରରେ ତିନି ରଥ

ପୁରୀ ଅଫିସ୍‌,୩।୭: ଗୁରୁବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁଙ୍କ ଏହି ନବଦିନାତ୍ମକ ଯାତ୍ରା ପାଇଁ ସିଂହଦ୍ୱାର ସମ୍ମୁଖରେ ପ୍ରସ୍ତୁତ ହୋଇରହିଛି ତିନି ରଥ। ମଙ୍ଗଳବାର ନବଯୌବନ ବେଶରେ ଦର୍ଶନ ଦେଇଥିଲେ ଚତୁର୍ଦ୍ଧାବିଗ୍ରହ। ବୁଧବାର ଉଭାଯାତ୍ରା। ଏହି ପବିତ୍ର ତିଥିରେ ନିର୍ଦ୍ଧାରିତ ସମୟ ପୂର୍ବାହ୍ନ…

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଶହରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଶହଙ୍କୁ ନିଲମ୍ବିତ କିମ୍ବା…

ଭାଙ୍ଗିଲା ଡ୍ୟାମ:୬ ମୃତ, ୧୭ ନିଖୋଜ

ମୁମ୍ବାଇ, ୩।୭: ମାୟାନଗରୀ ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ରତ୍ନଗିରିର ତିଓ୍ବାରେ ଡ୍ୟାମ୍‌ ଭାଙ୍ଗିଯାଇଛି। ଫଳରେ ୬ ଲୋକଙ୍କ ମୃତ ହେବା ସହ ୧୭ ଜଣ ନିଖୋଜ ଅଛନ୍ତି। ଏହି ଡ୍ୟାମ ପାର୍ଶ୍ୱରେ ଥିବା ୭ଟି…

ମହାରାଷ୍ଟ୍ରରେ ଜଳ ତାଣ୍ଡବ

ମୁମ୍ବାଇ,୩ା୭ (ପି.ଟି.): ମୁମ୍ବାଇରେ ବର୍ଷା ବିତ୍ପାତ ସଙ୍ଗିନ ରୂପ ଧାରଣ କରିଛି। ଲଗାଣ ବର୍ଷା ଯୋଗୁ ବାଣିଜି୍ୟକ ରାଜଧାନୀ ମୁମ୍ବାଇ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। କେବଳ ମୁମ୍ବାଇର ମାଲାଡ୍‌ରେ ୨୧ ଜଣଙ୍କ କାନ୍ଥ ପଡ଼ି ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରରେ ବର୍ଷାଜନିତ…

‘କାଳିଆ’କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ: ଓଡ଼ିଶା ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୩ା୭(ପି.ଟି.) : ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ‘କାଳିଆ’ ଯୋଜନାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଲାଗି କାହିଁକି ପ୍ରତ୍ୟକ୍ଷ ନଗଦ ସୁବିଧା ପ୍ରଦାନ ଯୋଜନା ଘୋଷଣା କରାଯାଇଛି…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ

ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ…

ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି

ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡ଼ି ପ୍ରସାଦ ଲାଗି ହୋଇଥିଲା।…

ସରକାରୀ ସ୍କୁଲ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବିଧାନସଭାରେ ହଟ୍ଟଗୋଳ, ଗୃହରେ ବିବୃତି ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏକ ସରକାରୀ ସ୍କୁଲ ଛାତ୍ରୀନିବାସରେ ଚାରି ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି ଘଟଣାକୁ ଚପାଇ ଦେବା ଲାଗି ସମସ୍ତ ଉଦ୍ୟମ କରାଯାଇଛି। ରାଜ୍ୟ ସରକାର ମା’କୁ ସମ୍ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?