ପିଓକେ-ଗିଲ୍ଗିଟ୍କୁ ଲୋକ ସଭା ଆସନ ଘୋଷଣା ଆବେଦନ ସୁପ୍ରିମ୍କୋର୍ଟରେ ଖାରଜ: ପୂର୍ବ ‘ର’ ଅଧିକାରୀଙ୍କୁ ୫୦ ହଜାର ଜରିମାନା
ନୂଆଦିଲ୍ଲୀ,୧।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଏବଂ ଗିଲ୍ଗିଟ୍-ବଲ୍ଟିସ୍ତାନକୁ ଲୋକ ସଭା ଆସନ ଭାବେ ଘୋଷଣା କରିବା ଆବେଦନ ସୁପ୍ରିମ୍କୋର୍ଟରେ ସୋମାବାର ଖାରଜ ହୋଇଯାଇଛି। ଏହି ମାମଲାରେ ଆବେଦନକାରୀ ପୂର୍ବ ‘ର’ ଅଧିକାରୀ ରାମ କୁମାର ଯାଦବଙ୍କୁ ୫୦ ହଜାର ଟଙ୍କା ଜରିମାନା…
ଚୋରା ସୁନା କାରବାର: ଚେର ଲମ୍ବିଛି ମ୍ୟାନ୍ମାର୍ରୁ ଦିଲ୍ଲୀ
ନୂଆଦିଲ୍ଲୀ,୧।୭: ମ୍ୟାନ୍ମାର୍-ଭାରତ ସୀମାରେ ବେଧଡ଼କ ଚୋରା ସୁନା କାରବାର ଜାରି ରହିଛି। ଏହି କାରବାରର ଚେର ସୀମାବର୍ତ୍ତୀ ଅଞ୍ଚଳରୁ ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ଇମ୍ଫାଲରେ ଚୋରା ସୁନା ପହଞ୍ଚିବା ପରେ ଏହାକୁ ନାଗାଲାଣ୍ଡର ଦିମାପୁର ଏବଂ ଆସାମର ସିଲଚର ପଠାଯାଇଥାଏ।…
ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ…
ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି
ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍ ବେସ୍ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଉପରେ ୧୪ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…
ଖାଇକୁ ଖସିଲା ବସ୍: ୩୫ ଯାତ୍ରୀ ମୃତ
ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଘଟଣାରେ ୩୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
ପହଲ୍ଗାମ୍ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ
ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍ କ୍ୟାମ୍ପ୍ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ ଜିଲା ବିକାଶ ଆୟୁକ୍ତ ଖାଲିଦ୍ ଜାହାଙ୍ଗୀର୍ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି।…
୧୦୦ ଟଙ୍କା ଶସ୍ତା ହେଲା ଏଲ୍ପିଜି ସିଲିଣ୍ଡର
ନୂଆଦିଲ୍ଲୀ,୧-୭: ଅଣ ସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି। ଜୁଲାଇ ପହିଲାରୁ ଏହା ଲାଗୁ ହୋଇଯିବ। ଫଳରେ ଦିଲ୍ଲୀରେ ଘରୋଇ ବ୍ୟବହାର ହେଉଥିବା ଅଣସବ୍ସିଡିଯୁକ୍ତ ଏଲ୍ପିଜି ସିଲିଣ୍ଡର ଦର ୬୩୭ ଟଙ୍କା ହେବ। ଇଣ୍ଡିଆନ ଅଏଲ କର୍ପୋରେଶନ…
ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ୍ର ଦ୍ୱିତୀୟ ସଂସ୍କରଣ: ଜଳ ସଂରକ୍ଷଣ ପାଇଁ ଆହ୍ବାନ
ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ ଜଳ ସଂରକ୍ଷଣ କରିବା ଲାଗି ଆହ୍ବାନ ଦେଇଛନ୍ତି। ଦେଶର ବୃହତ ଜଳଭଣ୍ଡାର ଏବଂ ନଦୀଗୁଡ଼ିକରେ…
ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ
ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି। ଷ୍ଟ୍ରମ୍ ଅଟାକା ନାମକ ଏହି କ୍ଷେପଣାସ୍ତ୍ର ଏମ୍ଆଇ-୩୫ ଲଢ଼ୁଆ ହେଲିକପ୍ଟରରେ ମୁତୟନ କରାଯିବ। ଜରୁରିକାଳୀନ…
ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’
ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ ସାମିଲ…
ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ
ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…
ଭାରତକୁ ପ୍ରାରମ୍ଭିକ ଝଟକା
ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍ ଲକ୍ଷ୍ୟ ନେଇ କ୍ରିଜ୍କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲି…

