Home Middle

ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍‌ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଯେ, ଦେଶବାସୀଙ୍କ…

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଅଗଷ୍ଟ ୧୫ ଶ୍ରାବଣ ପୂର୍ଣ୍ଣିମାରେ ଶେଷ ହେବ। ପ୍ରଥମ ତୀର୍ଥଯାତ୍ରୀ ଦଳରେ…

ବଡଗାମ୍‌ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍‌ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…

ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ ନିଯୁକ୍ତି…

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା ଖର୍ଚ୍ଚ…

ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ

ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍‌ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା ଥିବା…

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଭାଜପା…

ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ

ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟୁଛି।…

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭ ଲୋକଙ୍କର…

ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ ଅର୍ଥନୈତିକ ବିକାଶ ଓ ସ୍ଥିରତାକୁ ବହୁଳ ଭାବେ ପ୍ରଭାବିତ କରୁଛି। ତେଣୁ ଏହାକୁ…

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା ଆଦି…

ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି

ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ ନେଟ୍‌ଓ୍ବାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?