ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ
ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର ନିର୍ମାଣ…
ପୋଲାଭରମ୍ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍ବେଗ: ଗୃହ କମିଟି ଗଠନ କରିବାକୁ ଦାବି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ ବନ୍ଦ…
୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍ସ କମ୍ପ୍ଲେକ୍ସ: ଅଲିମ୍ପିକ୍, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।…
ମାଲକାନଗିରି ପରେ ଏବେ ଏସ୍ସିବି: ଟିକ୍ଟକ୍ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ
କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ କରୁଥିବା ଖବର ଏସ୍ସିବି ମେଡିକାଲକୁ ଯଥେଷ୍ଟ ବଦନାମ କରିଛି। ଏବେ ଅସହାୟ ରୋଗୀଙ୍କ ସେବାରେ…
ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ…
ଓଡ଼ିଶାରେ ଏବେ ବି ୩୨% ଗରିବ ଅଛନ୍ତି; ୨୦୧୧ ପରଠାରୁ ଗରିବ ଆକଳନ ହୋଇନାହିଁ: ପଦ୍ମନାଭ ବେହେରା
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗରିବ ବଢ଼ିଛି ନା କମିଛି। ଗରିବ ମାପିବାର ମାନଦଣ୍ଡ କ’ଣ। ଏହାକୁ କେନ୍ଦ୍ର ସରକାର କିମ୍ବା ରାଜ୍ୟ ସରକାର ସ୍ଥିର କରନ୍ତି। ଏବେ ରାଜ୍ୟରେ କେତେ ବ୍ୟକ୍ତି ଦାରିଦ୍ର୍ୟ ସୀମାରେଖା ତଳେ ରହିଛନ୍ତି। ଦାରିଦ୍ର୍ୟ ଦୂର କରିବାକୁ ରାଜ୍ୟରେ…
ଓଡ଼ିଶାରେ ୫୦୩ ଆର୍ଆଇ, ଅମିନ ପଦବୀ ଖାଲି
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଆର୍ଆଇ ଏବଂ ଅମିନ ପଦବୀ ଖାଲିପଡ଼ିଥିବା ନେଇ ବିଧାନସଭାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆର୍ଆଇ ନ ଥିବାରୁ ଡିମାର୍କେଶନ କାମ କରିହେଉନି। ବାତ୍ୟା ‘ଫନୀ’ରେ ଗରିବ ଲୋକଙ୍କ ଘର…
କୋହଲିଙ୍କ ବିଶ୍ୱ ରେକର୍ଡ
ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍ର ଏକ ମ୍ୟାଚ୍ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍ ପୂରଣ…
ଅତ୍ୟଧିକ ଶାରୀରିକ ଶ୍ରମ ଭାରତୀୟ ଗ୍ରାମୀଣ ମହିଳାଙ୍କୁ କରୁଛି ରୁଗ୍ଣ: ସର୍ଭେ ରିପୋର୍ଟ
ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରିଟେନ୍ର ଇଷ୍ଟ୍ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା…
ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ
ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ…
ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍: ଜଣେ ମୃତ
ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍ବେହାରଠାରେ ହିଜ୍ବୁଲ୍ ମୁଜାହିଦ୍ଦିନ୍ର ୫ରୁ ୬ ଜଣ ଏବଂ ଅସାଂର୍ ଗଜବନ୍ ଉଲ୍ ହିନ୍ଦ୍ ଆତଙ୍କବାଦୀ ସଂଗଠନର ୩…
ଭାରତ ସପକ୍ଷରେ ୫୫ ରାଷ୍ଟ୍ର
ଜାତିସଂଘ,୨୭ା୬: ଅନ୍ତର୍ଜାତୀୟସ୍ତରରେ ଭାରତର ପ୍ରଭାବ ବୃଦ୍ଧି ପାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ର ଅସ୍ଥାୟୀ ଆସନରେ ଭାରତର ସଦସ୍ୟତାକୁ ଚାଇନା, ପାକିସ୍ତାନ ସମେତ ୫୫ଟି ରାଷ୍ଟ୍ର ସମର୍ଥନ ଜଣାଇଛନ୍ତି। ଏହି ଆସନ ଲାଗି ସଦସ୍ୟତା ଅବଧି ୨ ବର୍ଷ। ଆସନ୍ତାବର୍ଷ ଜୁନ୍ରେ…

