Home Middle

ବିଧାନସଭାର ପ୍ରଥମ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପରଲୋକଗତ ସଦସ୍ୟ ତଥା ପୂର୍ବତନ ସିଆର୍‌ପିଏଫ୍‌ କନଷ୍ଟେବଳଙ୍କ ବିୟୋଗରେ ଗୃହରେ ଶୋକ କରାଯାଇଛି। ଅଧିବେଶନ ଆରମ୍ଭରେ ରାଜ୍ୟପାଳ ଅଭିଭାଷଣ ରଖିଥିଲେ। ଏହାପରେ ପୂର୍ବାହ୍ନ ୧୧ଟା ୨୫…

ମୋଦି ସରକାରଙ୍କ ବିଦେଶ ନୀତି: ୨ ବର୍ଷରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା

ନୂଆଦିଲ୍ଲୀ,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ ସମୟରେ ଗତ ୨ ବର୍ଷ ମଧ୍ୟରେ ୮୭ ହଜାର ପାକିସ୍ତାନୀ ଏବଂ ୨୩ ଲକ୍ଷ ବାଂଲାଦେଶୀଙ୍କୁ ଭିଜା ଦିଆଯାଇଛି। ଏନେଇ ଲୋକ ସଭାରେ ଆଗତ ହୋଇଥିବା ଏକ ପ୍ରଶ୍ନର ଉତ୍ତରରେ ସରକାରଙ୍କ ପକ୍ଷରୁ ଏହି…

ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ: ଅଭିଭାଷଣ ରଖିଲେ ରାଜ୍ୟପାଳ; ଭୁବନେଶ୍ୱର-କଟକ ମେଟ୍ରୋ ରେଳ ଦ୍ୱାରା ସଂଯୋଗ ଉଦ୍ୟମ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନ୍ତି। ଦିବଂଗତ ପୂର୍ବତନ ଏମ୍‌ପି, ବିଧାୟକ ଏବଂ ଶହୀଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ବାତ୍ୟା…

ବିଚ୍ଛିନ୍ନତାବାଦୀଙ୍କ ସହିତ ହେବନି କୌଣସି ବୁଝାମଣା: ଶାହ

ନୂଆଦିଲ୍ଲୀ,୨୫।୬: ଜମ୍ମୁ-କଶ୍ମୀର ବିଚ୍ଛିନ୍ନତାବାଦୀ ନେତାଙ୍କ ସହିତ କୌଣସି ବୁଝାମଣା ହେବନି। ଯାହା ପୂର୍ବରୁ ହୋଇ ଆସୁଥିଲା ଏବେ ଆଉ ସେପରି କରାଯିବ ନାହିଁ। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସମ୍ବିଧାନ ତଥା ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ପିଓକେରେ ୩ ଶହ ଆତଙ୍କବାଦୀଙ୍କୁ ଏକତ୍ରିତ କରିଛି ପାକିସ୍ତାନ ସୈନ୍ୟ ବାହିନୀ: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୨୫।୬: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ପୁଣି ପାକିସ୍ତାନ ସୈନ୍ୟ ବାହିନୀ ଆରମ୍ଭ କରିଛି ଆତଙ୍କବାଦୀ ଅନୁପ୍ରବେଶ ପ୍ରସ୍ତୁତି। ଏଠାରେଥିବା ୧୧ଟି ଲଞ୍ଚ୍‌ପ୍ୟାଡ୍‌ରେ ୩ ଶହରୁ ଅଧିକ ଆତଙ୍କବାଦୀଙ୍କୁ ଏକତ୍ରିତ କରାଯାଇଛି। ସୁଯୋଗ ଦେଖି ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ଯୋଜନା କରୁଛନ୍ତି।…

ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ

ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ ବୋଲି କେତେକ ଗବେଷକଙ୍କ ମତ ଦେଇଛନ୍ତି। ଏନେଇ ନ୍ୟାସନାଲ୍‌ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଡ.…

୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା ରେଳ ଷ୍ଟେଶନର ପାର୍କିଂ ଅଞ୍ଚଳରେ ଚଢ଼ାଉ କରାଯାଇ ୪ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି।…

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ ସଙ୍ଗଠନକୁ ଦୃଢ କରିବାକୁ ଲାଗି ପଡିଥିବା କୁହାଯାଉଛି। ପୂର୍ବରୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ…

ଲୋକ ସଭାରେ ଆଧାର ବିଲ୍‌ ଆଗତ

ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍‌ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଗତ ମାର୍ଚ୍ଚରେ ଜାରି ହୋଇଥିବା ଅଧ୍ୟାଦେଶ ସ୍ଥାନରେ…

ଅପରେଶନ୍‌ ଅଲ୍‌ ଆଉଟ୍‌: ୬ ମାସରେ ୧୧୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୪।୬: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଅପରେଶନ ଅଲ୍‌ ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଗତ ୬ ମାସ ମଧ୍ୟରେ ୧୪୪ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌…

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଓଡ଼ିଶାର ୩ ପ୍ରାର୍ଥୀ

ଭୁବନେଶ୍ୱର, ୨୪।୬: ଓଡ଼ିଶାରେ ହେବାକୁ ଥିବା ୩ଟି ରାଜ୍ୟସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୩ ପ୍ରାର୍ଥୀ। ଅଚ୍ୟୁତ ସାମନ୍ତଙ୍କ ସ୍ଥାନରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ସ୍ଥାନରେ ସସ୍ମିତ୍‌ ପାତ୍ର ଏବଂ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ ଅଶ୍ୱିନୀ…

ଅଧିବେଶନ ପୂର୍ବରୁ ପ୍ରଥମ ଥର ପାଇଁ ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ: ଏଥର ବିଧାନସଭାରେ ୨ମୁଲତବୀ ପ୍ରସ୍ତାବ ଆସିବ

ଭୁବନେଶ୍ୱର: ୨୪।୬(ବ୍ୟୁରୋ): ଏଣିକି ବିଧାନସଭା ଅଧିବେଶନ ଚାଲିବା ସମୟରେ ଗୃହରେ ୨ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରତ୍ୟେକ ମୁଲତବୀ ଆଲୋଚନା ୧ ଘଣ୍ଟା ଭିତରେ ସୀମିତ ରଖାଯିବ। ଉଭୟ ବିରୋଧୀ ଓ ଶାସକ ଦଳ ପକ୍ଷରୁ ସୋମବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?