୫ଭାଷାରେ ଅଭିଭାଷଣ ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର: ୨୪।୬(ବ୍ୟୁରୋ): ପ୍ରଥମ ଥର କେନ୍ଦ୍ରମନ୍ତ୍ରୀ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖିଛନ୍ତି। ସେ ହିନ୍ଦୀ, ଇଂଲିଶ, ସଂସ୍କୃତ, ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ସେ ତାଙ୍କର ଅଭିଭାଷଣ ଦେଇଛନ୍ତି। ଷଡ଼ଙ୍ଗୀ…
ବାଲାକୋଟ୍ ଷ୍ଟ୍ରାଇକ୍ ପରେ ଭାରତ ସୀମାରେ ପ୍ରବେଶ କରିନି ପାକିସ୍ତାନ ବିମାନ: ଧନୋଓ୍ବା
ନୂଆଦିଲ୍ଲୀ, ୨୪।୬: ବାଲାକୋଟ ଷ୍ଟ୍ରାଇକ୍ ପରେ ଫେବୃୟାରୀ ୨୭ରେ ଭାରତୀୟ ସୀମାରେ ପାକିସ୍ତାନ ଯୁଦ୍ଧ ବିମାନ ପ୍ରବେଶ କରି ନ ଥିଲା ବୋଲି ଏୟାର ଚିଫ୍ ମାର୍ଶାଲ ବି.ଏସ୍. ଧନୋଓ୍ବା ସୂଚନା ଦେଇଛନ୍ତି। ଭାରତୀୟ ବାୟୁସେନା ସୀମାରେ ଥିବା ଆତଙ୍କବାଦୀ ଶିବିର…
ଯନ୍ତ୍ରୀଙ୍କୁ ଉଠବସ କରିବା ଘଟଣା ମହଙ୍ଗା ପଡ଼ିଲା : ଗିରଫ ହେଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର
ବଲାଙ୍ଗୀର ଅଫିସ,୨୪ା୬: ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠବସ କରିବା ଘଟଣା ପାଟଣାଗଡ଼ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଏହି ଦବଙ୍ଗଗିିରି ପାଇଁ ବିଧାୟକ ସରୋଜ ମେହେରଙ୍କୁ ସୋମବାର ପୋଲିସ ଗିରଫ କରିଛି। ଗିରଫ କରାଯିବା ପରେ ତାଙ୍କୁ ଏଡିଜେଙ୍କ କୋର୍ଟରେ…
ମସ୍ତିଷ୍କ ଜ୍ୱର ଶିଶୁମୃତ୍ୟୁ: କେନ୍ଦ୍ର ଓ ବିହାର ସରକାରଙ୍କୁ ରିପୋର୍ଟ ତଲବ୍ କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୨୪।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣାରେ ସୁପ୍ରିମ୍କୋର୍ଟ ସୋମବାର କେନ୍ଦ୍ର ସରକାରଙ୍କ ସହିତ ବିହାର ସରକାରଙ୍କୁ ଧିକ୍କାରିବା ସହିତ ଏନେଇ ରିପୋର୍ଟ ତଲବ କରିଛନ୍ତି। ୧୦ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଛି।…
ବୋଫର୍ସ ତୋପ ଦୁର୍ନୀତି: ୧୦୬ ବିରୋଧୀ ଏମ୍ପି ଦେଇଥିଲେ ଇସ୍ତଫା
ନୂଆଦିଲ୍ଲୀ,୨୪।୬: ବୋଫର୍ସ ତୋପକୁ ବିରୋଧ କରି ୩୦ ବର୍ଷ ତଳେ ୧୯୮୯ ଜୁନ୍ ୨୪ରେ ଲୋକ ସଭାର ୧୧୦ ବିରୋଧୀ ଏମ୍ପିଙ୍କ ମଧ୍ୟରୁ ୧୦୬ ଜଣ ଇସ୍ତଫା ଦେଇଥିଲେ। ଭି.ପି. ସିଂ ଙ୍କ ନେତୃତ୍ୱରେ ବିରୋଧୀ ଏକତ୍ରିତ ହୋଇଥିଲେ। ଅଟଳ ବିହାରୀ…
୪୪ ବର୍ଷ ତଳର ଜରୁରୀକାଳୀନ ପରିସ୍ଥିତି: ୨୧ ମାସର କଳା ଇତିହାସ
ନୂଆଦିଲ୍ଲୀ,୨୪।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍ ୨୪ରେ ସୁପ୍ରିମ୍କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ଏହାପରେ ଜୁନ୍ ୨୫ ମଧ୍ୟରାତ୍ରରୁ ରାଷ୍ଟ୍ରପତି ଫକରୁଦ୍ଦିନ୍ ଅଲ୍ଲୀ ଅହମ୍ମଦ୍ ସାମ୍ବିଧାନିକ ଧାରା ୩୫୨…
୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା
ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର ୬ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୭ ଜାନୁୟାରୀ ୨୩ରେ ଏହି ପଦରେ…
ଇଭିଏମ୍ ସୁରକ୍ଷାରେ ଗୁରୁତର ତ୍ରୁଟି: ଷ୍ଟୋର ରୁମ୍ରୁ ଯନ୍ତ୍ରାଂଶ ଗାଏବ
ଭୋପାଳ,୨୪ା୬(ପି.ଟି.): ମଧ୍ୟପ୍ରଦେଶର କେତେକ ଜିଲାରେ ଥିବା ସୁରକ୍ଷିତ ପ୍ରକୋଷ୍ଠରୁ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଇଭିଏମ୍)ର ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ଗାଏବ ହୋଇଯାଇଥିବା ଅନୁଧ୍ୟାନରୁ ଜଣାପଡିଛି। ଇଭିଏମ୍ର ମୁଖ୍ୟ ଯନ୍ତ୍ରାଂଶ କୁହାଯାଉଥିବା ବାଲଟ ୟୁନିଟ (ବିୟୁ) ଏବଂ ଡିଟାଚେବଲ୍ ମେରୋରି ମଡ୍ୟୁଲ (ଡିଏମ୍ଏମ୍) ମିଳୁନାହିଁ।…
ଆରମ୍ଭରୁ କମିଲା, ୨୫ରୁ ବର୍ଷିବ
ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା ପରେ ତାତି ଓ ଗୁଳୁଗୁଳିରେ ଛଟପଟ ହେଉଥିବା ଓଡ଼ିଶାବାସୀ ଆଶ୍ୱସ୍ତ ହୋଇଥିଲେ। ମୌସୁମୀ…
ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ
ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି ଯେ, ଆସନ୍ତା ଅଧିବେଶନର ବିଜେଡିର ପ୍ରତ୍ୟେକ ବିଧାୟକ ସକରାତ୍ମକଭାବେ ଗୃହ କାର୍ଯ୍ୟରେ ଅଂଶ…
‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ
ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ନାମରେ ନାମିତ ଏହି ଗ୍ୟାଲେରୀକୁ ରବିବାର ଓଡ଼ିଶା ବିଧାନସଭା ବାଚସ୍ପତି ଡ.…
ନିର୍ବାଚନ ଫଳାଫଳ ଘୋଷଣାକୁ ପୂରିଲା ମାସେ: ଭାଜପା ୨୦୨୪ ପାଇଁ କରୁଛି ଯୋଜନା; କଂଗ୍ରେସ ଅଧ୍ୟକ୍ଷ ପଦ ଏବଂ ମନ୍ଥନରେ ବ୍ୟସ୍ତ
ନୂଆଦିଲ୍ଲୀ, ୨୩।୬: ଲୋକ ସଭା ନିର୍ବାଚନ ଫଳ ପ୍ରକାଶ ପାଇବା ପରେ ଭାଜପା ନେତୃତ୍ୱରେ କେନ୍ଦ୍ରରେ ସରକାର ଗଠନ ହୋଇଛି। ମେ ୨୩ରେ ଫଳାଫଳ ପ୍ରକାଶ ପାଇଥିଲା। ଇତିମଧ୍ୟରେ ଫଳାଫଳ ଘୋଷଣାକୁ ଏକ ମାସ ପୂରିଛିି। ଏହି ସମୟ ମଧ୍ୟରେ ଭାଜପା…

