Home Middle

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ଆଧାର ସଂଶୋଧନ ବିଲ୍‌କୁ…

୪୨ ଡିଗ୍ରୀ ଖରାରେ ଦୌଡ଼ାଇଲେ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ୪୨.୪ ଡିଗ୍ରୀ ଖରାରେ ଟ୍ରେନିଂ ଚାଲିଥିଲାବେଳେ ଜଣେ ମହିଳା ପୋଲିସ ଅଫିସରଙ୍କ ସମେତ ୨୪ରୁ ଊର୍ଦ୍ଧ୍ୱ ଅଚେତ ହୋଇପଡିଥିଲେ। ଆମ୍ବୁଲାନ୍ସ ବଦଳରେ ସେମାନଙ୍କୁ ସ୍କୁଟିରେ ବୋହି…

୧୧ ବର୍ଷରେ ୨.୦୫ ଲକ୍ଷ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୧୩-୬: ଦେଶରେ ଗତ ୧୧ ବର୍ଷ ଭିତରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ୨.୦୫ ଲକ୍ଷ କୋଟି ଟଙ୍କାର ୫୦ ହଜାରରୁ ଅଧିକ ଠକେଇ ଓ ଜାଲିଆତି ମାମଲା ଦାଏର କରାଯାଇଛି। ଏ ସମ୍ପର୍କରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…

ରାହୁଲଙ୍କ ବିକଳ୍ପ: କାର୍ଯ୍ୟକାରୀ ଅଧ୍ୟକ୍ଷ ପାଇଁ ଦୌଡ଼ରେ ୪ ସଦସ୍ୟ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦରୁ ଇସ୍ତଫା ଦେବା ନେଇ ଅଡ଼ି ବସିଛନ୍ତି। ତେବେ ରାହୁଲଙ୍କ ବିକଳ୍ପ ଭାବେ କାହାକୁ ଚୟନ କରାଯିବ ସେ ନେଇ ଚିନ୍ତାରେ ପଡ଼ିଛନ୍ତି କଂଗ୍ରେସର ବରିଷ୍ଠ ନେତୃତ୍ୱ। ତେବେ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦ…

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ ପ୍ରଭାବିତ…

୨୦୧୮ରେ ଆସିଛି ଅଧିକ ସାମୁଦ୍ରିକ ଝଡ଼: ୭ ବାତ୍ୟା ନେଇଛି ୩ଶହ ୪୩ ଜୀବନ

ନୂଆଦିଲ୍ଲୀ,୧୨।୬: ଦେଶରେ ୧୯୬୭ଠାରୁ ବର୍ତ୍ତମାନ ସୁଦ୍ଧା ୫୨ ବର୍ଷ ମଧ୍ୟରେ ୧୨୧ ସାମୁଦ୍ରିକ ଝଡ଼ ଆସିଛି। ସେଥିମଧ୍ୟରୁ ୨୦୧୮ରେ ଅଧିକ ଝଡ଼ ହୋଇଛି। ଏଥିରେ ୩ ଶହ୪୩ ଲୋକଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…

ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍‌ଆର୍‌ଓ ଗଠନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ ଏଜେନ୍ସି(ଡିଏସ୍‌ଆର୍‌ଓ) ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏହି ଏଜେନ୍ସି ଅନ୍ତରୀକ୍ଷ ଯୁଦ୍ଧ ଲାଗି ଆବଶ୍ୟକ…

ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ

ସଜନାଗଡ଼, ୧୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ ପଶିଆସିଛନ୍ତି।…

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି କୁହାଯାଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକେ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳାପ ବୃଦ୍ଧି ପାଇଁ ଆଇଏସ୍‌ଆଇ ନୂଆ ବିଚ୍ଚିନ୍ନତାବାଦୀ ଦଳ ଗଠନ କରିଥିବା କୁହାଯାଉଛି। ଏହି…

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ…

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?