Home Middle

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼: ଭୂପେନ୍ଦ୍ରଙ୍କ ତୁଳନାରେ ନଡ୍ଡା ଆଗରେ

ନୂଆଦିଲ୍ଲୀ,୨।୬: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନେଇ ଦଳରେ ବିଚାର ବିମର୍ଷ ଆରମ୍ଭ ହୋଇଛି । ପୂର୍ବତନ ଅଧ୍ୟକ୍ଷ ଅମିତ ଶାହ ଏବେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାର ଗ୍ରହଣ କରିଛନ୍ତି। ତେଣୁ ଖୁବ୍‌ ଶୀଘ୍ର ଏହି ପଦବୀ ପୂରଣ ପାଇଁ ଉଦ୍ୟମ ଆରମ୍ଭ…

ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ରାଞ୍ଚି, ୨।୬: ଝାଡ଼ଖଣ୍ଡ ଦୁମ୍‌କାରେ ମିଳିତ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଏସଏସ୍‌ବି ଯବାନ ଶହୀଦ୍‌ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ…

ଡି କମ୍ପାନୀ ବିଛାଇଛି ଜାଲ୍‌ନୋଟ ଜାଲ

ନୂଆଦିଲ୍ଲୀ,୨ା୬(ଆଇଏଏନ୍‌ଏସ୍‌): କିଛିଦିନର ବ୍ୟବଧାନ ପରେ ଭାରତକୁ ପୁଣି ଆସିବାରେ ଲାଗିଛି ଉଚ୍ଚ ମୂଲ୍ୟର ଭାରତୀୟ ଜାଲ ନୋଟ (ଏଫ୍‌ଆଇସିଏନ୍‌) ଆସିବାରେ ଲାଗିଛି। ଦେଶର ପୂର୍ବାଞ୍ଚଳ ସୀମାରେ ଏହା ଛପାଯାଉଛି। ପାକିସ୍ତାନରେ ଆମତ୍ଗୋପନ କରିଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଡି କମ୍ପାନୀ…

କଂଗ୍ରେସ ପାଇଁ ଆତ୍ମସମୀକ୍ଷାର ବେଳ

ନୂଆଦିଲ୍ଲୀ,୨ା୬: ୨୦୦୪ରୁ ୨୦୧୪ ଉପା ସରକାରର ମଙ୍ଗ ଧରିଥିବା କଂଗ୍ରେସ ଏବେ ବିପର୍ଯ୍ୟସ୍ତ। ଦୀର୍ଘଦିନ କ୍ଷମତାରୁ ଦୂରେଇ ରହି ସତେ ଯେପରି ଏହି ସର୍ବପୁରାତନ ଦଳ ସ୍ଥାଣୁ ପାଲଟିଯାଇଛି। କଂଗ୍ରେସ ପାଖରେ ନା ଅସଲ ପ୍ରସଙ୍ଗ ଅଛି ନା ନିର୍ଣ୍ଣାୟକ ନେତୃତ୍ୱ…

ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର…

ଯୁକ୍ତ୨ ନାମଲେଖା: ୬ରୁ ଆବେଦନ

ଭୁବନେଶ୍ୱର, ୨ା୬(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨ କଲେଜ) ସମେତ ସେଲ୍‌ଫ ଫାଇନାନ୍ସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ…

୧୦ ମାସ ହେଲା ମିଳୁନି ନୂଆ କାର୍ଡ

ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର ସରକାରଙ୍କ ଏନ୍‌ଏଫ୍‌ଏସ୍‌ଏ ଯୋଜନାରେ ହିତାଧିକାରୀ ନୂତନ ରାଶନ କାର୍ଡ ପାଇବାରୁ ବଞ୍ଚିତ ହେଉଛନ୍ତି। ରାଜ୍ୟ…

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୬ ଲାଞ୍ଜିପଲ୍ଲୀ ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ଗୁଳିମାଡ଼ ଓ ତଣ୍ଟି କାଟି…

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ କରିଛନ୍ତି।…

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା ଦାୟିତ୍ୱ…

ସୂର୍ଯ୍ୟ ନାରାୟଣ ପାତ୍ର ହେଲେ ବାଚସ୍ପତି

ଭୁବନେଶ୍ୱର,୧।୬(ବ୍ୟୁରୋ): ଷୋଡ଼ଶ ବିଧାନସଭା ଲାଗି ଶନିବାର ପୂର୍ବାହ୍ନରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ତେବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ…

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୦୧ ଆତଙ୍କବାଦୀ ନିହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?