Home Middle

ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ ପ୍ରବକ୍ତାଙ୍କୁ ଟିଭି ତର୍କ-ବିତର୍କରେ ଯୋଗ ଦେବାକୁ ମନା କରାଯାଇଛି। ଏତେ ଶୀଘ୍ର ମୋଦି ସରକାର…

ଶପଥ ଗ୍ରହଣ ପୂର୍ବରୁ ମହାତ୍ମା-ଅଟଳ-ଶହୀଦ୍‌ଙ୍କୁ ମୋଦି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୩୦।୫: ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ନରେନ୍ଦ୍ର ମୋଦି ଗୁରୁବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ରାଜଘାଟରେ ପହଞ୍ଚି ସକାଳ ୭ଟାରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହାପରେ…

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବିଶେଷ କରି ୪ ପ୍ରମୁଖ ବିଭାଗ ପ୍ରତିରକ୍ଷା, ଅର୍ଥ, ସ୍ବରାଷ୍ଟ୍ର ଏବଂ…

ଶୁଭିବନି ଏମାନଙ୍କ ସ୍ବର

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାରତର ନିର୍ବାଚନୀ ଇତିହାସରେ ବିଗତ ୩ ଦଶନ୍ଧି ଧରି ସେମାନେ ନିଜ ନିଜ ଦଳର ଦୃଢ଼ ସ୍ବର ପାଲଟିଥିଲେ। ନିଜ ନିର୍ବାଚନମଣ୍ଡଳୀ ତଥା ରାଜ୍ୟର ସ୍ବାର୍ଥ ପାଇଁ ସ୍ବର ଉଠାଉଥିଲେ। କିନ୍ତୁ ନରେନ୍ଦ୍ର ମୋଦି ସରକାରଙ୍କୁ ଏକ ନିର୍ଣ୍ଣାୟକ ଜନାଦେଶ…

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ 

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର ଅପରାହ୍ନରେ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ ୪…

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦ ମନ୍ତ୍ରୀଙ୍କୁ…

ମୋଦିଙ୍କୁ ପ୍ରଶଂସା କଲା ଟାଇମ୍‌ ମାଗାଜିନ୍‌

ନୂଆଦିଲ୍ଲୀ,୨୯।୫: ଟାଇମ୍‌ ମାଗାଜିନ୍‌ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ ସଭା ନିର୍ବାଚନ ସମୟରେ ମେ ୧୦ରେ ଟାଇମ୍‌ ମାଗାଜିନ୍‌ ମୋଦିଙ୍କୁ ଭାରତର ମୁଖ୍ୟ ବିଭାଜନକାରୀ(ଇଣ୍ଡିଆସ୍‌…

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫: ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ ମଧ୍ୟ…

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ଜଣଙ୍କ…

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?