କୁଲଗ୍ରାମ୍ରେ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍ଆର୍, ସିଆର୍ପିଏଫ୍ ୧୮ ବାଟାଲିୟନ୍ ଏବଂ…
ଶାହଙ୍କୁ ମିଳିପାରେ ଅର୍ଥ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୯ା୫: ମେ’ ୩୦ରେ ପ୍ରଧାନମନ୍ତ୍ରୀଭାବେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଶପଥଗ୍ରହଣ କରିବେ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ, ସେନେଇ ଅଙ୍କକଷା ଚାଲିଥିବାବେଳେ ପ୍ରଥମ ଥର ଲୋକ ସଭା ନିର୍ବାଚନ ଲଢ଼ି ଗାନ୍ଧିନଗର ଆସନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ…
ସୁଭଦ୍ରାଙ୍କ ରଥ ଚକ ତୁମ୍ବରେ ଫାଟ
ପୁରୀ ଅଫିସ, ୨୯ା୫: ଆସନ୍ତା ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଚାଲିଛି। ସବୁ ରଥର ତୁମ୍ବ ନିର୍ମାଣ ଶେଷ ହୋଇ ଚକ ତିଆରି କରାଯାଉଛି । ତେବେ ମଙ୍ଗଳବାର ସୁଭଦ୍ରା ରଥର ଏକ ଚକ ନିର୍ମାଣ ସମୟରେ…
କର୍ନାଟକ ସରକାର ଟଳମଳ
ନୂଆଦିଲ୍ଲୀ/ବେଙ୍ଗାଲୁରୁ, ୨୯ା୫(ପି.ଟି.): କର୍ନାଟକରେ ଶାସକ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍) ଏବଂ କଂଗ୍ରେସ ମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ କୁମାରସ୍ବାମୀ ସରକାର ଟଳମଳ ହୋଇଛି। ଏଭଳି ସ୍ଥିତିରେ ଲୋକ ସଭା ନିର୍ବାଚନରେ ମେଣ୍ଟର ନୈରାଶ୍ୟଜନକ…
କଂଗ୍ରେସରେ ନେତୃତ୍ୱ ସଙ୍କଟ
ନୂଆଦିଲ୍ଲୀ,୨୯ା୫: ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ଦଳ ପାଇଁ ନେତୃତ୍ୱ ସଙ୍କଟର କାରଣ ପାଲଟିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେଇଥିବାବେଳେ ତାକୁ ନେଇ ଅଡୁଆ ଛିଣ୍ଡୁନାହିଁ। ରାହୁଲ କଂଗ୍ରେସ ମୁଖ୍ୟ ଭାବେ ରୁହନ୍ତୁ…
୧୧ କ୍ୟାବିନେଟ୍, ୯ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନରେ ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୧୧ଜଣଙ୍କୁ କ୍ୟାବିନେଟ୍ ପାହ୍ୟା ଓ ୯ଜଣଙ୍କୁ ରାଷ୍ଟ୍ର ପାହ୍ୟା ମନ୍ତ୍ରୀପଦ ମିଳିଛି।…
ପୁଣି ଚର୍ଚ୍ଚାରେ ସୋନା ମହାପାତ୍ର: ସଲ୍ମାନ ‘ବିଷାକ୍ତ ପୌରୁଷତ୍ୱର ପୋଷ୍ଟର ଚାଇଲ୍ଡ’
ଭୁବନେଶ୍ୱର,୨୯ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ଓଡ଼ିଶା ଜନ୍ମିତ କଣ୍ଠଶିଳ୍ପୀ ସୋନା ମହାପାତ୍ର। ସବୁବେଳେ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହିଆସିଥିବା ଏହି ବୋଲ୍ଡ ବଲିଉଡ୍ ପ୍ଲେବ୍ୟାକ୍ ସିଙ୍ଗର୍ ଏଥର ଟାର୍ଗେଟ କରିଛନ୍ତି ଭାଇଜାନ୍ ସଲମାନ୍ ଖାନ୍ଙ୍କୁ। ଗୋଟିଏ…
ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍ କଲ୍
ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍ କଲ୍ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା ବିଧାୟକ…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ
ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ
ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ…
ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ
ଭୁବନେଶ୍ୱର, ୨୮।୫(ବ୍ୟୁରୋ): ବିଜେଡି ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସ୍ଥାନୀୟ…
କଂଗ୍ରେସରେ ଇସ୍ତଫା ନାଟକ: ସଙ୍କଟରେ ୩ ରାଜ୍ୟ ସରକାର
ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପାଇଁ ଅଡି ବସିଥିଲେ। ଏହାକୁ ନେଇ ରାଜସ୍ଥାନ, ମଧ୍ୟପ୍ରଦେଶ ତଥା ଛତିଶଗଡ଼ ଆଦି ୩ ରାଜ୍ୟ ସରକାରଙ୍କ ଲାଗି ସଙ୍କଟ ସୃଷ୍ଟି ହୋଇଥିବା…

