Home Middle

ଆହୁରି ୨୪ ଘଣ୍ଟା ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ ବି ରହି ହେଉନି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ତେବେ…

ବିଭାଜିତ ସଂସଦୀୟ ଜନମତ

ଭୁବନେଶ୍ୱର,୨୮।୫: ‘ଉତ୍କଳରେ ନେତା ନାହିଁ ପ୍ରୟୋଜନ, ଉତ୍କଳର ନେତା ସ୍ବୟଂ ନାରାୟଣ’। ୨୦୧୯ ସଂସଦୀୟ ନିର୍ବାଚନର ଫଳାଫଳକୁ ଦେଖିଲେ କୌଣସି ଜଣେ ବି ସମଗ୍ର ଓଡ଼ିଶାର ସର୍ବମାନ୍ୟ ନେତା ହେବାର ଦାବିଦାର ହୋଇପାରି ନାହାନ୍ତି। ଚଳିତ ନିର୍ବାଚନରେ ଅଧିକାଂଶ ଆସନରେ ବିଜେଡି…

କେମେଷ୍ଟ୍ରୀ ସାମ୍ନାରେ ହାରିଗଲା ପାଟିଗଣିତ: ମୋଦି

ବାରାଣସୀ,୨୭।୫: ଭାଜପାର ବିପୁଳ ବିଜୟ ପରେ ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ଦଳର ଏହି ବିଜୟ ପାଇଁ ଭାଜପାକର୍ମୀଙ୍କ ଲୋକ ସମ୍ପର୍କ, ଲୋକ ଶିକ୍ଷା, ଲୋକ ସଂଗ୍ରହ ତଥା ଲୋକ ସମର୍ପଣ ଦାୟୀ ବୋଲି…

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି ସିଧା ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସନି ଦେଓଲ, ତେଜସ୍ବୀ ସୂର୍ଯ୍ୟା, ଗୌତମ…

ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?

ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ କିଏ ସ୍ଥାନ ପାଇବେ ସେ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା। ନବରତ୍ନଙ୍କ…

ସୁଇସ୍‌ ବ୍ୟାଙ୍କରେ କଳାଧନ: ୧୧ ଭାରତୀୟଙ୍କୁ ଜାରି ହେଲା ନୋଟିସ୍‌

ନୂଆଦିଲ୍ଲୀ,୨୭-୫: ବ୍ୟାଙ୍କିଙ୍ଗ୍‌ ଗୋପନୀୟତାକୁ ନେଇ ବିଶ୍ୱରେ ସମାଲୋଚନାର ଶିକାର ହୋଇଆସୁଥିବା ସୁଇଜରଲାଣ୍ଡ ଏବେ ନିଜର ମତ ପରିବର୍ତ୍ତନ କରିଛି। ନିକଟ ଅତୀତରେ ଏହା ଭାରତୀୟଙ୍କ କଳାଧନ ସମ୍ପର୍କିତ ତଥ୍ୟ ପ୍ରଦାନ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ସୁଇଜରଲାଣ୍ଡ ୧୧…

ଅର୍ଥ, କ୍ଷମତା ବଳରେ ମନ୍ତ୍ରୀପଦ ଆଶା

ଭୁବନେଶ୍ୱର,୨୭।୫: ସାରା ଦେଶରେ ସାଧାରଣ ନିର୍ବାଚନ ସମାପ୍ତ ହୋଇଛି। ସେହିଭଳି ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ସମାପ୍ତ ହୋଇଛି। ଲଗାତର ୫ମ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ୨୯ ତାରିଖ ଅର୍ଥାତ୍‌…

ସରକାର ଗଠନ ଦାବି ଜଣାଇଲେ ନବୀନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛନ୍ତି। ରବିବାର ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତ କ୍ରମେ ନେତା ନିର୍ବାଚିତ ହେବା ପରେ ରାଜଭବନ ଗସ୍ତ କରି ନବୀନ ରାଜ୍ୟପାଳଙ୍କୁ ଭେଟି ସରକାର…

ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର…

୨୫ ରାଜ୍ୟ ସରକାର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଦେବେ ମାସକୁ ଏକ କୋଟି କ୍ଷତିପୂରଣ: ଏନଜିଟି

ନୂଆଦିଲ୍ଲୀ,୨୬।୫: ବର୍ଜ୍ୟ ପ୍ଲାଷ୍ଟିକ୍‌ ନିଷ୍କାସନ ଯୋଜନା ସମ୍ପର୍କରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ତଥ୍ୟ ଦାଖଲ କରି ନ ଥିବାରୁ ୨୫ ରାଜ୍ୟ ସରକାରଙ୍କୁ ମାସିକ ଏକ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିବ। ଏନେଇ ନ୍ୟାସନାଲ ଗ୍ରୀନ୍‌…

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଜଗନ୍‌ ମୋହନଙ୍କ ଦଳ ରାଜ୍ୟର ୧୭୫ ବିଧାନସଭା ଆସନରୁ ୧୫୧ରେ…

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ ହରାଇ ବେଘର ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାରଠାରୁ ଏଠାରେ ବର୍ଷା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?