Home Middle

ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍‌

ନୂଆଦିଲ୍ଲୀ,୨୫ା୫: ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍‌ ଶିବିରରେ ଭାରତୀୟ ବାୟୁସେନା (ଆଇଏଏଫ୍‌) ପକ୍ଷରୁ କରାଯାଇଥିବା ଏୟାର୍‌ଷ୍ଟ୍ରାଇକ୍‌ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି କରାଯାଇଥିଲା। ଏହାର ସତ୍ୟାସତ୍ୟ ଅଦ୍ୟାବଧି ସାମ୍‌ନାକୁ ଆସି ନ ଥିବାବେଳେ କେତେକ ଜାତୀୟ ଗଣମାଧ୍ୟମରେ…

ଭାରତୀୟ ବିଶ୍ୱକପ୍‌ ଦଳକୁ ଶକ୍ତ ଧକ୍କା

ଲଣ୍ଡନ,୨୫।୫(ପିଟି)- ଆଇସିସି ବିଶ୍ୱକପ୍‌କୁ ଆରମ୍ଭ ହେବାକୁ ଆଉ ମାତ୍ର କେଇଟା ଦିନ ପୂର୍ବରୁ ଭାରତୀୟ ଦଳକୁ ଏକ ଧକ୍କା ଲାଗିଛି। ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇଛନ୍ତି। ଶୁକ୍ରବାର ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରୁଥିବାବେଳେ ସେ ଏକ ପୁଲ ଶଟ୍‌ ଲଗାଇବାକୁ…

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ ମଧ୍ୟ…

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା କରାଯାଇ…

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି…

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି ଏନ୍‌ଡିଏ…

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା ହିକ୍କକା…

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର ମ୍ୟାଜିକ୍‌…

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି। ଫଳରେ ଭାଜପା ୨୦୧୪ ଫଳାଫଳର ପୁନରାବୃତ୍ତି କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା…

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ ଚାରିଆଡୁ…

ଅମେଠିରୁ ହାରିଲେ, ଓ୍ବାୟନାଡରେ ଜିତିଲେ

ନୂଆଦିଲ୍ଲୀ,୨୪-୫:ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ଅମେଠି ଓ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ଗୁରୁବାର ତାଙ୍କୁ ଶକ୍ତ ଧକ୍କା ଲାଗିଛି। ରାହୁଲଙ୍କ ପାରମ୍ପରିକ ଆସନ କୁହାଯାଉଥିବା ଅମେଠିରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?