Home Middle

ମୁଖ୍ୟ ଚିକିତ୍ସାଳୟରେ ଦଲାଲ ସକ୍ରିୟ: ରୋଗୀଙ୍କଠାରୁ ନେଇଗଲେ ୪ ହଜାର

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଦଲାଲ ଜନୈକା ବୃଦ୍ଧାଙ୍କଠାରୁ ୪ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଜରପଡ଼ା ଥାନା କତଡ଼ା ଗ୍ରାମର ଖଗେଶ୍ୱର ପ୍ରଧାନଙ୍କୁ ତାଙ୍କ ସ୍ତ୍ରୀ ସୁଲୋଚନା ପ୍ରଧାନ…

ବିଶ୍ୱକପ୍‌ ‘ସବୁଠୁ ଚ୍ୟାଲେଞ୍ଜିଂ’ ରହିବ: କୋହଲି

ମୁମ୍ବାଇ, ୨୨।୫(ପି.ଟି.)- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଚଳିତ ମାସ ଶେଷ ଭାଗରେ ଗ୍ରେଟ୍‌ ବ୍ରିଟେନରେ ଆରମ୍ଭ ହେବାକୁ ଯାଉଛି। ରାଉଣ୍ଡ ରବିନ ଫର୍ମାଟ୍‌ ଭିତ୍ତିକ ଏହି ଟୁର୍ନାମେଣ୍ଟରେ ଭାରତ ବିଶ୍ୱର ଶ୍ରେଷ୍ଠ ଦଳ ଗୁଡ଼ିକୁ ଭେଟିବାର କାର୍ଯ୍ୟକ୍ରମ ରହିଥିବାରୁ ଆଗାମୀ…

ଧୋନୀଙ୍କ ପ୍ରମୁଖ ଭୂମିକା ରହିବ

ମୁମ୍ବାଇ, ୨୨ା୫ (ପି.ଟି.)- ଆଇସିସି ବିଶ୍ୱକପ୍‌ରେ ମହେନ୍ଦ୍ର ସିଂ ଧୋନୀ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି। ଜଣେ କିପର ହିସାବରେ ସେ ବର୍ଷ ବର୍ଷ ଧରି ତାଙ୍କର ଦକ୍ଷତା…

ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ

ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍‌ ଶୋ’ ଉପସ୍ଥାପିକା ଏଲେନ ଡିଜେନେରେସ। ଦୂତୀଙ୍କୁ ନେଇ ମୁଁ ଗର୍ବିତ ବୋଲି ସେ ଟୁଇଟ୍‌ କରିଛନ୍ତି। ଭାରତର…

ବିମାନ ଯାତ୍ରା ବେଳେ ମୁହଁ ହେବ ବୋର୍ଡିଂ ପାସ୍‌;ଡିଜି ଯାତ୍ରା ନାମରେ ଆରମ୍ଭ ହେବ ପ୍ରକଳ୍ପ

ନୂଆଦିଲ୍ଲୀ,୨୨-୫: ଏଣିକି ଦେଶର ସମସ୍ତ ବିମାନ ବନ୍ଦରରେ ଖୁବ୍‌ଶୀଘ୍ର ଯାତ୍ରୀଙ୍କୁ ବୋର୍ଡିଂ ପାସ୍‌ ଓ ଲମ୍ବା ଲାଇନରୁ ମୁକ୍ତି ମିଳିବାକୁ ଯାଉଛି। ବେଙ୍ଗାଲୁରୁ ବିମାନ ବନ୍ଦରରୁ ନୂତନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଇଲେକ୍ଟ୍ରୋନିକ ମାଧ୍ୟମରେ ଯାତ୍ରୀମାନେ ମୁହଁକୁ ଯାଞ୍ଚ କରି…

ଏହି ଦୁର୍ଗରେ ରହିଛି ଚମତ୍କାର ପାରସ ପଥର: ଯାହା ଲୁହାକୁ କରେ ସୁନା

ଦୁନିଆରେ ଏପରି କିଛି ଚମତ୍କାର ଜିନିଷ ଅଛି, ଯାହା ବିଷୟରେ ଲୋକେ କାହାଣୀରେ ପଢ଼ିଥିବେ। ଏପରି ଏକ ଚମତ୍କାର ପଥର ହେଉଛି ପାରସ ପଥର। ପାରସ ପଥର ଲୁହାକୁ ସୁନା କରିଥାଏ। ଏହି ପଥର ବିଷୟରେ ଆପଣ ଅନେକ ପଢ଼ିଥିବେ ମାତ୍ର…

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୫…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ ପ୍ରାସ୍‌…

ସ୍ବତନ୍ତ୍ର ବୋଲିଂ ଶୈଳୀଯୋଗୁ ବୁମ୍‌ରା ଭିନ୍ନ : ଥମ୍ପସନ

ନୂଆଦିଲ୍ଲୀ, ୨୧।୫(ପି.ଟି.)-ଦ୍ରୁତ ବୋଲିଂ ମାଧ୍ୟମରେ ନିଜ ସମୟରେ ବିଶ୍ୱର ବ୍ୟାଟ୍ସମ୍ୟାନମାନଙ୍କୁ ଭୟଭୀତ କରାଇ ପାରିଥିବା ଇଂଲଣ୍ଡର ଜେଫ୍‌ ଥମ୍ପସନ ଏବେ ଭାରତର ଯଶପ୍ରୀତ ବୁମ୍‌ରାଙ୍କ ପ୍ରଦର୍ଶନରେ ବେଶ୍‌ ପ୍ରଭାବିତ। ନିଜ ପେସ୍‌ ମାଧ୍ୟମରେ ବିପକ୍ଷ ଦଳକୁ କ୍ଷତି ପହଞ୍ଚାଇବାର ଦକ୍ଷତା ବୁମ୍‌ରାଙ୍କ…

ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ। ଏହି…

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି। ବିପୁଳ…

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?