ପୁଣି ହାଣ ମୁହଁରେ ୧୫ ବରିଷ୍ଠ ଅଧିକାରୀ: ନେଲେ ବାଧ୍ୟତାମୂଳକ ଅବସର
ନୂଆଦିଲ୍ଲୀ,୧୮।୬: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ମଙ୍ଗଳବାର ନେଇଛନ୍ତି ଦୃଢ଼ ପଦକ୍ଷେପ। ଏଥର ଦୁର୍ନୀତି ତଥା ନିର୍ଯାତନା ଅଭିଯୋଗରେ ୧୫ ବରିଷ୍ଠ ଅଧିକାରୀ ହାଣ ମୁହଁରେ ପଡ଼ିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍ ପର୍ସନାଲ୍ ଆଣ୍ଡ୍ ଆଡମିନିଷ୍ଟ୍ରେଟିଭ୍ ରିଫର୍ମ…
ମସ୍ତିଷ୍କ ଜ୍ୱର ୮ ବର୍ଷରେ ନେଇଛି ଦେଶର ୧୧ ହଜାର ଶିଶୁଙ୍କ ଜୀବନ: ରିପୋର୍ଟ
ନୂଆଦିଲ୍ଲୀ/ଜେନେଭା,୧୮।୬: ମସ୍ତିଷ୍କ ଜ୍ୱରରେ ପୃଥିବୀର ୨୪ଟି ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏସବୁ ଦେଶର ୩ ଶହ କୋଟି ଲୋକ ଏହି ଜ୍ୱରରେ ସଂକ୍ରମିତ ହେବାର ଆଶଙ୍କ ରହିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାର ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ରହିଛି।…
ମୋଦି ପୁଣି ଦେଲେ ଝଟ୍କା: ଲୋକ ସଭା ବାଚସ୍ପତି ହେବେ ଓମ୍ ବିର୍ଲା
ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଝଟ୍କା ଦେଇଛନ୍ତି। ଲୋକ ସଭା ବାଚସ୍ପତି ପଦ ପାଇଁ ବହୁ ଚର୍ଚ୍ଚା ଲାଗି ରହିଥିଲା। ତେବେ ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍ ବିର୍ଲାଙ୍କୁ ବାଚସ୍ପତି ପଦ ପାଇଁ ଚୟନ…
ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍: ୨ ଜୈଶ୍ ଆତଙ୍କବାଦୀ ନିହତ
ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍ ଆରମ୍ଭ ହୋଇଛି। ଏଥିରେ ୨ ଜୈଶ୍-ଇ-ମହମ୍ମଦ୍ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ…
ହାତୀବେଶରେ ମହାପ୍ରଭୁ: ମଙ୍ଗଳବାରଠୁ ପଟିଦିଅଁଙ୍କ ଦର୍ଶନ
ପୁରୀ ଅଫିସ,୧୮ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଦୁଲର୍ଲଭ ହାତୀବେଶରେ ଦର୍ଶନ ଦେଇଛନ୍ତି ଦାରୁଦିଅଁ। ସ୍ନାନବେଦିରେ ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ କରି କୃତାର୍ଥ ହୋଇଛନ୍ତି ଲକ୍ଷାଧିକ ଭକ୍ତ। ସ୍ନାନମଣ୍ଡପରେ ୧୦୮ ଗଡ଼ୁ ଅଭିମନ୍ତ୍ରିତ ଜଳରେ ସ୍ନାନ କରି ବିଳମ୍ବିତ ରାତିରେ ଅଣସର…
୧.୩୫ ଲକ୍ଷ କୋଟି ଟପିପାରେ ରାଜ୍ୟ ବଜେଟ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ବଜେଟ ଉପସ୍ଥାପନ କରାଯିବ। ଏ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ଆସନ୍ତା ବଜେଟ ୧ ଲକ୍ଷ ୩୫ ହଜାର କୋଟି ଟଙ୍କାକୁ ଟପିଯିବ ବୋଲି ଅନୁମାନ କରାଯାଇଛି। ବଜେଟକୁ…
ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି
କୋଲକାତା,୧୭ା୬(ପି.ଟି.) ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ ନୂଆ ସୁରକ୍ଷା ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମମତାଙ୍କ ସହ ଆଲୋଚନା ପରେ…
ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ
ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏଥିସହ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି।…
୧୩୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କଂଗ୍ରେସର ଅସ୍ଥିତ୍ୱ ସଙ୍କଟଗ୍ରସ୍ତ!
ନୂଆଦିଲ୍ଲୀ,୧୭।୬: ସୋମବାରଠାରୁ ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଚଳିତ ଥର ଲୋକସଭାରେ କଂଗ୍ରେସ ଦଳର ୫୨ ଜଣ ସଦସ୍ୟ ରହିଛନ୍ତି। ଏହା ପୂର୍ବରୁ ୨୦୧୪ରେ ଦଳର ସଦସ୍ୟ ସଂଖ୍ୟା ୪୪ ଥିଲା। ଲୋକ ସଭାରେ ବିରୋଧୀ ଆସନରେ ବସିବା…
ଏମ୍ପି ଭାବେ ଶପଥ ନେଲେ ମୋଦି
ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ ସିଂ…
ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ
ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ମାନେକା ଗାନ୍ଧୀ, ରାଧାମୋହନ ସିଂ, ଏସ୍ଏସ୍ ଆଲୁଓ୍ବାଲିଆ, ବୀରେନ୍ଦ୍ର…
ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି
ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି କହିଛନ୍ତି। ଲୋକ ସଭାରେ ବିପକ୍ଷ ଦଳ ସେମାନଙ୍କ ସଦସ୍ୟ ସଂଖ୍ୟାକୁ ଧ୍ୟାନ ନ ଦେଇ…

