Home Middle

ପ୍ରତିକାର ଛାଟ

ପର୍ବତାରୋହଣ ଦୁଃସାହସିକ କ୍ରୀଡ଼ା ପର୍ଯ୍ୟାୟଭୁକ୍ତ। କିନ୍ତୁ ସେଥିରେ ପ୍ରତିଦ୍ୱନ୍ଦ୍ୱିତା ଶୀର୍ଷ ଛୁଇଁଥିବାରୁ ଗିରିଶୃଙ୍ଗରେ ପହଞ୍ଚତ୍ବାର ରୋମାଞ୍ଚ ପୂର୍ବଭଳି ଆକର୍ଷଣ ସୃଷ୍ଟି କରୁନାହିଁ। ବରଂ ଏହା ଅନେକ ଅନଭିଜ୍ଞଙ୍କ କୋଳାହଳ ଯୋଗୁ ଏକ ଫ୍ୟାଶନ ପାଲଟି ଯାଇଛି। କେବଳ ସେତିକିରେ ଅଟକି ଯାଉନାହିଁ…

ହୁଟିଙ୍କ ମାଡ଼

ଇରାନ୍‌ ସମର୍ଥିତ ୟେମେନ୍‌ର ହୁଟି ଉଗ୍ରବାଦୀମାନେ ମେ ୪ ତାରିଖରେ ଇସ୍ରାଏଲର ବୃହତ୍ତମ ସହର ତେଲ୍‌ ଆଭିଭ୍‌ର ବେନ୍‌ ଗୁରିଅନ୍‌ ଏୟାରପୋର୍ଟ ନିକଟରେ ବାଲାଷ୍ଟିକ ମିଶାଇଲ ମାଡ଼ କରିଛନ୍ତି। ଏହି ମିଶାଇଲ ଇସ୍ରାଏଲର ୪ ସ୍ତରୀୟ ଏୟାର ଡିଫେନ୍ସ ସିଷ୍ଟମକୁ ଭେଦ…

ବିଦାୟ ନେଲା ସ୍କାଇପ୍‌

ଓ୍ବାଶିଂଟନ,୬।୫: ଲୋକପ୍ରିୟ ଭିଡିଓ କନ୍‌ଫରେନ୍ସିଂ ପ୍ଲାଟଫର୍ମ ସ୍କାଇପ୍‌ ଆପ୍ଲିକେଶନ ସୋମବାରଠାରୁ ବନ୍ଦ ହୋଇଛି। ପ୍ରାୟ ୨ ଦଶନ୍ଧି ଧରି ଲୋକଙ୍କୁ ଯୋଡ଼ି ରଖିଥିବା ଏହି ଆପ୍‌ ଏବେ ଇତିହାସରେ ପରିଣତ ହୋଇଛି। ନିଜର ନୂତନ ଏବଂ ଅଧିକ ଶକ୍ତିଶାଳୀ କମ୍ୟୁନିକେଶନ ଟୁଲ୍ସ ‘ମାଇକ୍ରୋସଫ୍ଟ…

ପାକିସ୍ତାନକୁ ଚେନାବ ଜଳ ରୋକିଲା ଭାରତ

ନୂଆଦିଲ୍ଲୀ,୬ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପ୍ରଥମ ପଦକ୍ଷେପ ସ୍ବରୂପ ସିନ୍ଧୁନଦୀ ଜଳ ଚୁକ୍ତିକୁ ସ୍ଥଗିତ ରଖିଥିବାବେଳେ ରବିବାର ଜମ୍ମୁର ବାଗ୍ଲିହାର ଡ୍ୟାମ୍‌ରୁ ଚେନାବ ନଦୀଜଳ ପ୍ରବାହକୁ ସାମୟିକ ଭାବେ ରୋକିଛି। ବନ୍ଦିପୋର ନିକଟ କିଶନଗଙ୍ଗା ଡ୍ୟାମ୍‌ରୁ ମଧ୍ୟ ଅନୁରୂପ ଭାବେ…

ସମ୍ପୂର୍ଣ୍ଣ ଗାଜା ଦଖଲ ପାଇଁ ଇସ୍ରାଏଲ୍‌ର ଯୋଜନା

ତେଲ୍‌ ଆଭିଭ୍‌,୬ା୫: ସମଗ୍ର ଗାଜାଷ୍ଟ୍ରିପ୍‌କୁ ଦଖଲ କରି ସେଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ରହିବା ଯୋଜନାକୁ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ କ୍ୟାବିନେଟ୍‌ ସୋମବାର ଅନୁମୋଦନ କରିଛି। ଏହା କାର୍ଯ୍ୟକାରୀ ହେଲେ ପାଲେଷ୍ଟାଇନ୍‌ ଅଞ୍ଚଳରେ ଇସ୍ରାଏଲ୍‌ର ସାମରିକ କାର୍ଯ୍ୟାନୁଷ୍ଠାନ ଆହୁରି ବଢ଼ିବ। ସୋମବାର…

ପହଲଗାମ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ କିଏ? ପାକିସ୍ତାନୀ ସେନାର ପୂର୍ବତନ ମେଜର କଲେ ସାଙ୍ଘାତିକ ଖୁଲାସା 

ଇସଲାମାବାଦ୍,୬/୫:ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରତିଦିନ ନୂଆ ନୂଆ ଖୁଲାସା ସାମ୍ନାକୁ ଆସୁଛି। ଏହି ଆତଙ୍କବାଦୀ ଆକ୍ରମଣ ସଂପର୍କରେ ଏବେ ପାକିସ୍ତାନୀ ସେନାର ଜଣେ ପୂର୍ବତନ ମେଜର ଏକ ବଡ଼ ଖୁଲାସା କରିଛନ୍ତି। ପାକିସ୍ତାନୀ ସେନାର ପୂର୍ବତନ ମେଜର ଆଦିଲ ରାଜା…

ଯୁଦ୍ଧରୁ ଦୂରେଇ ରୁହ ଭାରତ-ପାକିସ୍ତାନ…ଜାତିସଂଘ ପକ୍ଷରୁ ଆସିଲା ବଡ଼ ବୟାନ

ନୂଆଦିଲ୍ଲୀ,୫।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ ଏକ ବଡ଼ ବୟାନ ଦେଇଛନ୍ତି। ସେ ଉଭୟ ଦେଶକୁ ସଂଯମତା ଅବଲମ୍ବନ କରିବାକୁ ଆହ୍ବାନ କରିଛନ୍ତି। ଗୁଟେରେସ କହିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ସେନା ମୁହାଁମୁହିଁ ହେବାଠାରୁ ଦୂରେଇ…

ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ୱର,୫।୫: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ…

ପାକିସ୍ତାନର ଆକ୍ରମଣ କଲେ କିପରି ହେବ ମୁକାବିଲା ? ଆସନ୍ତା ୭ରେ ଅନେକ ରାଜ୍ୟକୁ ମକ୍‌ ଡ୍ରିଲ୍‌ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୫ା୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବା ବେଳେ, କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ ଆସନ୍ତା ୭ ମଇରେ ଅନେକ ରାଜ୍ୟରେ ସମସ୍ତ ରାଜ୍ୟରେ ନାଗରିକ ସୁରକ୍ଷା ପାଇଁ ମକ୍ ଡ୍ରିଲ୍ (ବିପର୍ଯ୍ୟୟ…

ଆମେରିକାରୁ ଆସିଲା ରିପୋର୍ଟ, ପାକିସ୍ତାନ ଛାନିଆ; ଭାରତ ସହ ଯୁଦ୍ଧ ହେଲେ ହୋଇଯିବ ଧ୍ୱଂସ!

ନୂଆଦିଲ୍ଲୀ,୫।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଉପରେ ସାରା ବିଶ୍ୱର ନଜର ରହିଛି। ଉଭୟ ଦେଶ ପରମାଣୁ ଶକ୍ତି ସମ୍ପନ୍ନ ଦେଶ। ଯଦି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ହୁଏ, ତେବେ କ୍ଷତି ଅଧିକ ହୋଇପାରେ। ହୁଏତ ଇସ୍ରାଏଲ-ଗାଜା ଏବଂ…

ରୁଷିଆରୁ ନବୀନଙ୍କୁ ଆସିଲା ନିମନ୍ତ୍ରଣ: ସୂଚନା ଦେଲେ ପାଣ୍ଡିଆନ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଭୁବନେଶ୍ୱର,୫ା୫: ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ସୋମବାର ଭି.କେ ପାଣ୍ଡିଆନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ଭାରତରେ…

ବିଜେଡିର ବରିଷ୍ଠଙ୍କୁ ମିଳିଲା ନୂଆ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ ବଣ୍ଟନ…

ଭୁବନେଶ୍ୱର,୫ା୫: ବିଜେଡିର ବରିଷ୍ଠ ନେତାଙ୍କୁ ସୋମବାର ବିଜେଡି ପକ୍ଷରୁ ନୂଆ ଦାୟିତ୍ୱ ବଣ୍ଟନ କରାଯାଇଛି। ବିଭିନ୍ନ ଶାଖା/ସେଲ୍‌ ପାଇଁ ଏହି ଦାୟିତ୍ୱଗୁଡ଼ିକ ବଣ୍ଟନ କରାଯାଇଛି। ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ ଥାଇ ଦଳ ଗୁରୁ ଦାୟିତ୍ୱ ପ୍ରଦାନ କରିଛି। ବିଜୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri