India-Pakistan War: ଯୁଦ୍ଧବେଳେ ଫାଇଟର ଜେଟ୍ ଉଡାଇଥିଲେ ନିଜେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ସହ ଅଛି ଲିଙ୍କ୍
ନୂଆଦିଲ୍ଲୀ/ଭୁବନେଶ୍ୱର,୩।୫: ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମସ୍ଥିତ ପର୍ଯ୍ୟଟନସ୍ଥଳ ବୈସରନେରେ ଆତଙ୍କବାଦୀମାନେ ୨୬ ହିନ୍ଦୁଙ୍କୁ ଗୁଳିକରି ହତ୍ୟାକରିବା ପରେ ଭାରତ ଏହି ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି ପଡ଼ୋଶୀ ଦେଶ ବିରୋଧରେ ଅନେକ ପଦକ୍ଷେପ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ…
ଗୋଇନ୍ଦା ସୂଚନା ପରେ ସୀମାନ୍ତରେ ହାଇ ଆଲର୍ଟ, ୧୦ଟି ସ୍ଥାନରେ ୨୪ଘଣ୍ଟିଆ ନାକା ଚେକିଂ
ଭୋଗରାଇ, ୩ା୫(ପ୍ରଦୀପ ଦାସ): ପହଲଗାମରେ ୨୬ଜଣ ପର୍ଯ୍ୟଟକଙ୍କୁ ଆତଙ୍କବାଦୀ ଗୁଳି କରି ହତ୍ୟା ଘଟଣା ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଥିବା ବେଳେ ଦେଶର ପ୍ରତିରକ୍ଷା ବିଭାଗ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହେଇଛି। ଏଭଳି ସ୍ଥିତିରେ ଭାରତର ସମସ୍ତ ସୀମାନ୍ତବର୍ତ୍ତୀ ରାଜ୍ୟରେ ଜଳ,…
ମିସାଇଲ ଛାଡିବା ପରେ, ମୋଦି କହିଦେଲେ ସାଂଘାତିକ କଥା
ନୂଆଦିଲ୍ଲୀ, ୩।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଘୋଷଣା କରିଛନ୍ତି। ଏହି ଆକ୍ରମଣରେ ୨୬ ଜଣ ନିରୀହ ଲୋକ, ଯେଉଁମାନେ ଅଧିକାଂଶ ପର୍ଯ୍ୟଟକ…
ସିନ୍ଧୁ ନଦୀ ଉପରେ ବନ୍ଧ ନିର୍ମାଣ କଲେ, ଆକ୍ରମଣ କରିବୁ: ପୁଣି ଧମକ ଦେଲା ପାକିସ୍ତାନ
ଇସଲାମାବାଦ୍,୩।୫: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ସଦ୍ୟ ଟିଭି ସାକ୍ଷାତକାରରେ ପୁଣି ଥରେ ଭାରତକୁ ଏକ ଫମ୍ପା ଧମକ ଦେଇଛନ୍ତି। ଆସିଫ କହିଛନ୍ତି, ଯଦି ଭାରତ ସିନ୍ଧୁ ନଦୀ ଉପରେ କୌଣସି ବନ୍ଧ ନିର୍ମାଣ କରେ, ତେବେ ପାକିସ୍ତାନ…
India Action Against Pakistan: ପାକିସ୍ତାନ ଉପରେ ମୋଦି ସରକାର ନେଲେ ବଡ଼ କାର୍ଯ୍ୟାନୁଷ୍ଠାନ: ଏବେ ସବୁ ବନ୍ଦ
ନୂଆଦିଲ୍ଲୀ,୩।୫: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜାତୀୟ ସୁରକ୍ଷା ଏବଂ ଅର୍ଥନୈତିକ ରଣନୀତିକୁ ଧ୍ୟାନରେ ରଖି, ମୋଦି ସରକାର ପାକିସ୍ତାନରୁ ଆମଦାନୀ ଉପରେ ରୋକ ଲଗାଇଛନ୍ତି। ଭାରତ ସରକାର ପାକିସ୍ତାନରୁ ଆସୁଥିବା କିମ୍ବା…
ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ସାଙ୍ଗ: ୩ ଦିନ ଗୋଟିଏ ଘରେ ବନ୍ଦ ରଖି…
ଭୋପାଳ,୩ା୫:ମଧ୍ୟପ୍ରଦେଶର ମାଣ୍ଡଲାରେ ସପ୍ତମ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ୩ ଦିନ ଗୋଟିଏ ଘରେ ବନ୍ଦ ରଖି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଘର ଜବଲପୁର ହୋଇଥିବାବେଳେ ୬ ମାସ ପୂର୍ବରୁ ମାଣ୍ଡଲା ଅଞ୍ଚଳର ରାଜନ ନାମକ ଜଣେ ଅଭିଯୁକ୍ତଙ୍କ…
ଗଣମାଧ୍ୟମ ସ୍ବାଧୀନତା: ୧୫୧ତମ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୩ା୫: ବୈଶ୍ୱିକ ଗଣମାଧ୍ୟମ ସ୍ବାଧୀନତା ୨୦୨୫ରେ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଥିବା ରିପୋର୍ଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ପକ୍ଷରୁ ଶୁକ୍ରବାର ପ୍ରକାଶିତ ବାର୍ଷିକ ର଼୍ୟାଙ୍କିଙ୍ଗ୍ ରିପୋର୍ଟରେ କୁହାଯାଇଛି। ଇଣ୍ଟରନ୍ୟାଶନାଲ ପ୍ରେସ୍ ଫ୍ରିଡମ୍ ଡେ’ର ଦିନକ ପୂର୍ବରୁ ଫ୍ରାନ୍ସର ଅଣଲାଭଦାୟକ ସଂଗଠନ ପକ୍ଷରୁ…
ପାକ୍ରେ ଆତଙ୍କ, ପିଓକେରେ ଅନିଶ୍ଚିତତା: ସୁରକ୍ଷା ପାଇଁ ବଙ୍କର ପ୍ରସ୍ତୁତ
ନୂଆଦିଲ୍ଲୀ/ଶ୍ରୀନଗର/ ଇସ୍ଲାମାବାଦ,୩ା୫:ଏପ୍ରିଲ ୨୨ରେ ଜମ୍ମୁ-କଶ୍ମୀରର ପହଲଗାମ୍ସ୍ଥିତ ପର୍ଯ୍ୟଟନସ୍ଥଳ ବୈସରନ୍ରେ ଆତଙ୍କବାଦୀମାନେ ୨୬ ହିନ୍ଦୁଙ୍କୁ ଗୁଳିକରି ହତ୍ୟାକରିବା ପରେ ଭାରତ ଏହି ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି ପଡ଼ୋଶୀ ଦେଶ ବିରୋଧରେ ଅନେକ ପଦକ୍ଷେପ ନେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ…
ଭାରତର ବଡ଼ ଆକ୍ସନ: ପାକିସ୍ତାନ ସୂଚନା ମନ୍ତ୍ରୀଙ୍କ ‘ଏକ୍ସ’ ଆକାଉଣ୍ଟ ବ୍ୟାନ୍
ଶ୍ରୀନଗର/ଇସଲାମାବାଦ୍,୩।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଆତାଉଲ୍ଲାହ ତରାରଙ୍କ ଏକ୍ସ ଆକାଉଣ୍ଟ ଭାରତରେ ବ୍ୟାନ୍ କରାଯାଇଛି। ଏକ୍ସ ପ୍ରୋଫାଇଲଲ୍ରୁ ତରାରଙ୍କ ଫଟୋ…
ଆସୁଛି କାଳବୈଶାଖୀ: ୪ ଦିନ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୩ା୫: ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର। କାଳବୈଶାଖୀ ଅନେକ ଜିଲାରେ ତାଣ୍ଡବ ରଚିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ୮ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…
ମନ୍ଦିରରେ ଦଳାଚକଟା: ଚାଲିଗଲା ୭ ଭକ୍ତଙ୍କ ଜୀବନ, ୩୦ ଆହତ
ନୂଆଦିଲ୍ଲୀ,୨।୫: ଗୋଆର ଶିରଗାଓଁରେ ଆୟୋଜିତ ଶ୍ରୀ ଲୈରାଇ ‘ଯାତ୍ରା’ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଥିଲା। ଏଠାକାର ଲୈରାଇ ମନ୍ଦିରରେ ଦଳାଚକଟା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି…
ବିବାଦରେ ଦୀଘା ‘ଜଗନ୍ନାଥ ଧାମ’
ପୁରୀ/ଭୁବନେଶ୍ୱର,୩ା୫(ଅଜିତ୍ କୁମାର ମହାନ୍ତି/ସୁନୀତ୍ ମିଶ୍ର): ପଶ୍ଚିମବଙ୍ଗର ଦୀଘାରେ ବୁଧବାର ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି। ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେବା, ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ନାମକରଣ କରାଯିବା ଓ ବ୍ରହ୍ମସ୍ଥାପନ…
Archives


