Home Middle

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ ଏକ ଦଶନ୍ଧି ଧରି ରାଜପଥ ନିର୍ମାଣ କ୍ଷେତ୍ରରୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍‌ଲାମୀ ଏକାକୀ ୬୮ ସିଟ୍‌ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୬ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇଥିବାବେଳେ କିଛି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧% ହୋଇଥିଲେ ମଧ୍ୟ ସେସବୁ ତରଳିବା ଯୋଗୁ ଏକ-ପଞ୍ଚମାଂଶ (୧୬-୨୦%) ହିମବାହ ଅଞ୍ଚଳ ଜଳମଗ୍ନ…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ ଆମେରିକା ବିଦେଶ ମନ୍ତ୍ରୀ ମାର୍କୋ ରୁବିଓଙ୍କ ଦାବିକୁ ଖଣ୍ଡନ କରି ଭାରତୀୟ ବିଦେଶ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍ କ୍ୟାରିୟରର ଏହି ସଫଳତା ପଛରେ ରହିଛି ଜଣେ ଭାରତୀୟ ଦିଗ୍ଗଜଙ୍କ ହାତ। ସେ…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ ସମନ୍ୱୟ ଯୋଗୁଁ ନିର୍ଦ୍ଧାରିତ ସମୟ ପୂର୍ବରୁ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିଛି। ପୂର୍ବରୁ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ ଦୁଇଦିନ ତଳେ ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri