India Pakistan: ଆରବ ସାଗରରେ ମୁହାଁମୁହିଁ ହୋଇଗଲେ ଭାରତ-ପାକିସ୍ତାନ, ହେବ କି ଯୁଦ୍ଧ?
ନୂଆଦିଲ୍ଲୀ, ୧।୫: ଜାମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ ଅରବ ସାଗରରେ ଉଭୟ ଦେଶର ନୌସେନା ଏକକାଳୀନ ଭାବେ ଅଭ୍ୟାସ ଆରମ୍ଭ କରିଛି। ଭାରତୀୟ…
ଜନଗଣନା ସହ ହେବ ଜାତିଗଣନା
ପହଲଗାମ୍ ଆକ୍ରମଣ ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଥିବା ସମୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ୨୦୨୬ରେ ଆରମ୍ଭ ହେବାକୁ ଥିବା ଜନଗଣନା ସହ ଜାତିଗଣନାକୁ ସାମିଲ କରାଯିବାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି।…
ଜବାବ ଦେଉଛି INDIA! ପାକିସ୍ତାନ ପାଇଁ ବନ୍ଦ କଲା ଏୟାରସ୍ପେସ୍, ଟିକିଏ ଭୁଲ୍ କଲେ ଫସିବ…
ନୂଆଦିଲ୍ଲୀ,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ଗୋଟିଏ ସପ୍ତାହ ପରେ ଭାରତ ଏକ NOTAM (ବିମାନ କର୍ମଚାରୀଙ୍କୁ ନୋଟିସ) ଜାରି କରିଛି। ଏଥିରେ ପାକିସ୍ତାନ ଦ୍ୱାରା ପଞ୍ଜିକୃତ, ପରିଚାଳିତ କିମ୍ବା ଲିଜ୍ ନେଇଥିବା ସମସ୍ତ ବିମାନ, ବାଣିଜି୍ୟକ ବିମାନ ଏବଂ ସାମରିକ ବିମାନ…
ସରକାରଙ୍କୁ ୧୦୦% ସମର୍ଥନ, ଆତଙ୍କବାଦୀଙ୍କୁ ଏହାର ମୂଲ୍ୟ ଦେବାକୁ ପଡ଼ିବ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୩୦।୪: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ପାହାଲଗାମ ଆତଙ୍କବାଦୀ ଆକ୍ରମଣ ନେଇ କେନ୍ଦ୍ର ସରକାରଙ୍କୁ ସମର୍ଥନ କରିବାର କଥା ପୁନର୍ବାର କହିଛନ୍ତି। ସେ କହିଛନ୍ତି ଯେ ଯିଏ ଏହା କରିଛି, ତାକୁ ଏହାର ମୂଲ୍ୟ ଦେବାକୁ ପଡ଼ିବ।…
ଚେନ୍ନାଇକୁ ବ୍ୟାକଫୁଟରେ ପକାଇଲା ଚହଲଙ୍କ ହ୍ୟାଟ୍ରିକ୍, ଗୋଟିଏ ଓଭରରେ ନେଲେ ୪ ୱିକେଟ୍
ଚେନ୍ନାଇ, ୩୦।୪: ଆଇପିଏଲ୍ ୨୦୨୫ରେ ପଞ୍ଜାବ କିଙ୍ଗ୍ସର ସ୍ପିନ୍ ମାଷ୍ଟର ଯୁଜବେନ୍ଦ୍ର ଚହଲ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ଭୟଙ୍କର ପ୍ରଦର୍ଶନ କରି ମ୍ୟାଚକୁ ଓଲଟପାଲଟ କରିଦେଇଛନ୍ତି। ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଚହଲ ଗୋଟିଏ ଓଭରରେ ହ୍ୟାଟ୍ରିକ୍ ସହିତ ମୋଟ…
ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲା: ସୁପ୍ରିମକୋର୍ଟରେ ଆସନ୍ତାକାଲି ଶୁଣାଣି
ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ନେଇ ସୁପ୍ରିମକୋର୍ଟ ଆସନ୍ତାକାଲି (ଗୁରୁବାର) ଏକ ଜନସ୍ବାର୍ଥ ମାମଲା (ପିଆଇଏଲ) ଉପରେ ଶୁଣାଣି କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ…
ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି
ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ ସ୍ତର ବୋଲି ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଖାଦ୍ୟ…
ସାନି ପରୀକ୍ଷା ନେଇ OPSC ପକ୍ଷରୁ ବିଜ୍ଞପ୍ତି, ଜାଣନ୍ତୁ ପୁରା ଖବର
କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି…
LoCରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା
ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ ସୀମା…
ନୂଆ ଷଡ଼ଯନ୍ତ୍ର ରଚୁଛି ପାକିସ୍ତାନ! କୁଆଡ଼େ ଗାଏବ ହୋଇଗଲେ ପାକିସ୍ତାନ ସେନାମୁଖ୍ୟ
ଇସଲାମାବାଦ,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର କିଛି ଦିନ ପରେ ଗାଏବ ହୋଇଯାଇଛନ୍ତି ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର। ତାଙ୍କ ବିଷୟରେ ଗଣମାଧ୍ୟମରେ ଏକ ଗରମ ଖବର ଆସିଛି ଯେ ବ୍ୟକ୍ତିଗତ ଜେଟ୍ ବ୍ୟବହାର କରି ତାଙ୍କ ପରିବାର ଦେଶ…
ବିରୋଧୀଙ୍କୁ ଚକମା ଦେଲେ ମୋଦି, କରିଦେଲେ ବଡ଼ ଘୋଷଣା
ପାଟନା/ନୂଆଦିଲ୍ଲୀ,୩୦।୪: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦି ସରକାର ଏକ ବଡ଼ ରାଜନୈତିକ ପଦକ୍ଷେପ ନେଇଛନ୍ତି। ମୋଦି କ୍ୟାବିନେଟ ଆଗାମୀ ଜନଗଣନାରେ ଜାତି ଆଧାରିତ ଜନଗଣନା (Caste Census) କରାଇବାକୁ ନିଷ୍ପତ୍ତି ନେଇଛି, ଯାହା ବିହାରରେ ରାଜନୈତିକ…
ପ୍ରତ୍ୟେକଙ୍କ ଘରେ ପହଞ୍ଚିବ ପ୍ରଭୁ ଜଗନ୍ନାଥଙ୍କ ଫଟୋ, ପ୍ରସାଦ: ମମତା ବାନାର୍ଜୀ
କୋଲକାତା,୩୦ା୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ପୂର୍ବ ମେଦିନୀପୁର ଜିଲାର ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନ କରିଛନ୍ତି। ମନ୍ଦିର ଉଦଘାଟନ ଅବସରରେ ମମତା କହିଛନ୍ତି ଯେ, ପ୍ରତ୍ୟେକ ଘରେ ପ୍ରଭୁ ଜଗନ୍ନାଥଙ୍କ ପ୍ରସାଦ ଏବଂ ଫଟୋ ପହଞ୍ଚାଯିବ। ଆସନ୍ତା ବର୍ଷ…
Archives


