Home Middle

ସକାଳେ ସ୍ପାଏ କ୍ୟାମେରା, ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ସୁରକ୍ଷା ନେଇ ପ୍ରଶ୍ନବାଚୀ

ପୁରୀ,୨୭ା୮(ଅଜିତ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରର ସୁରକ୍ଷାକୁ ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ଉପରେ ବୁଧବାର ସନ୍ଧ୍ୟାରେ ନୋ ଫ୍ଲାଇଙ୍ଗ ଜୋନ୍‌ରେ ଡ୍ରୋନ୍‌ ଉଡ଼ିଥିବା ଦେଖିବାକୁ ମିଳିଛି। ମାର୍କେଟ ଛକରୁ ଶ୍ରୀମନ୍ଦିର ନିକଟ, ପୁଣି ଶ୍ରୀମନ୍ଦିର ନିକଟରୁ ଡ୍ରୋନ୍‌ଟି…

‘ପ୍ରଥମେ ଦେଶ, ପରେ ବାଣିଜ୍ୟ’, ଟ୍ରମ୍ପଙ୍କ ଟାରିଫ ମାଡ଼ ପରେ ବି ନଇଁଲା ନାହିଁ ଭାରତ

ନୂଆଦିଲ୍ଲୀ,୨୭।୮: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟକୁ ନେଇ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଆମେରିକା ବୁଧବାରଠାରୁ ଭାରତ ଉପରେ ୨୫% ଅତିରିକ୍ତ ଶୁଳ୍କ ଲାଗୁ କରିଛି। ଏହାର କାରଣ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ ଭାରତ ରୁଷିଆରୁ ତେଲ…

ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା, ମନ୍ତ୍ରୀ କହିଲେ ଆଗାମୀ ୩ ବର୍ଷ ମଧ୍ୟରେ…

ଛତ୍ରପୁର,୨୭ା୮(ସନ୍ତୋଷ ପାଢ଼ୀ): ସିଏମ୍‌ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯…

ଟ୍ରମ୍ପଙ୍କ ସହ ସବୁଠୁ ବଡ଼ ଡିଲ୍‌ କଲେ ପୁଟିନ୍‌, ଭାରତକୁ ଜୋରଦାର ଝଟ୍‌କା

ମସ୍କୋ,୨୭।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦୋ ମୁହାଁ ନୀତି ପୁଣିଥରେ ଚର୍ଚ୍ଚାରେ ରହିଛି। ଗୋଟିଏ ପଟେ, ସେ ରୁଷରୁ ତେଲ କିଣିବା ପାଇଁ ଭାରତକୁ ଟାର୍ଗେଟ କରିଥିଲେ ଏବଂ ଆମେରିକା ବଜାରକୁ ପଠାଯାଉଥିବା ଭାରତୀୟ ସାମଗ୍ରୀ ଉପରେ 50% ଶୁଳ୍କ…

କମାଲ କରୁଛି ଟ୍ରାକିଂ କ୍ୟାମେରା : ଯିଏ ପଶୁଛି ସେ ଫସୁଛି

ନୀଳଗିରି,୨୭।୮(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଳଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଟ୍ରାପ କ୍ୟାମେରା । ଝରଣାଘାଟି ସେକ୍ସନ ଚେମଚଟା ବିଟ୍‌ କଙ୍କଡାବିଳ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଦୁଇଟି ଟ୍ରାପ କ୍ୟାମେରାରେ କୟଦ…

ପୁନର୍ବାର ଚିଲିକା

ଦକ୍ଷିଣ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଅବସ୍ଥିତ ଦି ନ୍ୟୁ କାଲିଡୋନିଆନ୍‌ ବାରିଅର ରିଫ୍‌ ପରେ ଚିଲିକା ହେଉଛି ବିଶ୍ୱର ଦ୍ୱିତୀୟ ବୃହତ୍‌ ଉପକୂଳ ହ୍ରଦ। କ୍ଷାରୀୟ ଜଳର ଏହି ହ୍ରଦ ଜୈବ ବିିବିଧତା ବଜାୟ ରଖିବାରେ ପ୍ରମୁଖ ଭୂମିକା ନିର୍ବାହ କରିଆସିଛି।…

ଗଣେଶ ମନ୍ଦିର ପାଖରେ ଭୁଶୁଡ଼ିଲା ୪ ମହଲା କୋଠା: ୨୦ ଜଣ ଫସି ରହିଥିବା ଆଶଙ୍କା

ପୁଣେ,୨୭।୮: ମହାରାଷ୍ଟ୍ରର ଭାସାଇ-ଭିରାରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବିଜୟ ନଗର ଭିରାର ପୂର୍ବରେ ଗଣପତି ମନ୍ଦିର ନିକଟରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଛି। ବିଳମ୍ବିତ ରାତି ପ୍ରାୟ ୧.୦୦ ଟା ସମୟରେ ଭୁଶୁଡ଼ି ପଡ଼ିଥିବା ଏହି କୋଠା…

ବନ୍ୟା-ବାତ୍ୟାରେ ନଷ୍ଟ ହେବନି ରାସ୍ତା: ଓଡ଼ିଶା ସରକାରଙ୍କ ୧୦୦୦ କୋଟି ଟଙ୍କାର ଯୋଜନା

ଭୁବନେଶ୍ୱର,୨୬।୮: ଓଡ଼ିଶା ସରକାର ବିପର୍ଯ୍ୟୟ-ପ୍ରତିରୋଧୀ ରାସ୍ତା ନିର୍ମାଣ ପାଇଁ “‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା–ବିପର୍ଯ୍ୟୟ ପ୍ରତିରୋଧକ ରାସ୍ତା’” ଘୋଷଣା କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଜାରି ରିଜୋଲ୍ୟୁସନ ଅନୁଯାୟୀ, ୨୦୨୫-୨୬ରୁ ୨୦୨୯-୩୦ ମଧ୍ୟରେ ୫ ବର୍ଷରେ ୫୦୦ କିଲୋମିଟର ଗ୍ରାମୀଣ ରାସ୍ତା…

RSS ସଂଘ ମୁଖ୍ୟ ମୋହନ ଭାଗବତ ଦେଲେ ବଡ଼ ବୟାନ, କହିଲେ ସରକାର ଦାୟୀ…

ନୂଆଦିଲ୍ଲୀ,୨୬।୮: ଦିଲ୍ଲୀରେ ଆୟୋଜିତ ‘ସଂଘ ଯାତ୍ରାର ୧୦୦ ବର୍ଷ: ନୟେ କ୍ଷିତିଜ’ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଆମେ ହିନ୍ଦୁ ରାଷ୍ଟ୍ର…

ଡିସେମ୍ବର ୩୧ ସୁଦ୍ଧା ନୂଆ ପଞ୍ଚାୟତ: ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର,୨୬ା୮: ଓଡ଼ିଶାରେ ନୂତନ ପଞ୍ଚାୟତ, ବ୍ଲକ ଓ ଜିଲା ଗଠନ ପାଇଁ ସୀମା ନିର୍ଧାରଣ କାର୍ଯ୍ୟ ଡିସେମ୍ବର ୩୧, ୨୦୨୫ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ରାଜସ୍ୱ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ନୂତନ ଜନଗଣନା ପୂର୍ବରୁ ଏହି ପ୍ରକ୍ରିୟା ସରିବ।…

୨୯ ତାରିଖ ସମସ୍ତ ସ୍କୁଲ୍‌ ଛୁଟି: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୬।୮: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍‌ ବନ୍ଦ୍‌ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି। ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

8th Pay Commission: ୨୦୨୮ ପୂର୍ବରୁ ବଢିବନି ଦରମା କି ପେନସନ୍ !

ନୂଆଦିଲ୍ଲୀ,୨୬।୮: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ରାଜ୍ୟ ସରକାର, ପ୍ରତିରକ୍ଷା ମନ୍ତ୍ରାଳୟ, ଗୃହ ମନ୍ତ୍ରାଳୟ ସହ ଆଲୋଚନା ଆରମ୍ଭ କରିଛନ୍ତି କେନ୍ଦ୍ର ସରକାର । କିନ୍ତୁ ୮ମ ବେତନ କମିଶନ ଲାଗୁ ହେବା ନେଇ ବଡ଼ ଅପଡେଟ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?