ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର: ୨୦୨୫ ଜନଗଣନାରେ ହେବ କାର୍ଯ୍ୟକାରୀ
ନୂଆଦିଲ୍ଲୀ, ୩୦।୪: କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇ ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ ୨୦୨୬ ମଧ୍ୟରେ ଆରମ୍ଭ ହେବାକୁ…
ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ ବାତିଲ
ନୂଆଦିଲ୍ଲୀ,୩୦ା୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। ଏହା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷିଆ ଗସ୍ତ ବାତିଲ କରାଯାଇଛି। ପ୍ରଧାନମନ୍ତ୍ରୀ ମେ’ ୯ରେ ରୁଷିଆର ବିଜୟ ଦିବସ ପରେଡ୍ରେ ଯୋଗଦେବାର ଥିଲା।…
ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି…
ସମାପ୍ତି ହେଉନାହିଁ
ଦକ୍ଷିଣ ବମ୍ବେର ବାଲାର୍ଡ ଇଷ୍ଟେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବିଲ୍ଡିଂ ଗତ ଦଶନ୍ଧିରେ ଚର୍ଚ୍ଚାର କେନ୍ଦ୍ରରେ ରହି ଆସିଛି। ଅନେକ ଗୁରୁତ୍ୱପୂର୍ଣ୍ଣ ବା ହାଇ ପ୍ରୋଫାଇଲ ବ୍ୟକ୍ତିଙ୍କୁ ସମ୍ପୃକ୍ତ କରି ହୋଇଥିବା ମାମଲାଗୁଡ଼ିକର ତଦନ୍ତକୁ ନେଇ ବହୁ ସମୟରେ ଏହା ବିବାଦୀୟ…
ପୁଣି ପରମାଣୁ ବୋମା ଧମକ ଦେଲା ପାକିସ୍ତାନ: ମରିୟମ କହିଲେ, ଭୟ କରନି, ଆମ ପାଖରେ ବଡ଼ ଅସ୍ତ୍ର ଅଛି
ଇସଲାମାବାଦ୍,୩୦।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏବେ ବି ଉତ୍ତେଜନା ରହିଛି। ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ଜବାବରେ, ପାକିସ୍ତାନ ଅନେକ ଥର ପରମାଣୁ ବୋମା ମାଡ଼ ଧମକ ଦେଇଛି।…
ସୁରକ୍ଷା ଦୃଷ୍ଟିରୁ ସ୍ପାଏଓ୍ବେର ବ୍ୟବହାର ଭୁଲ୍ ନୁହେଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦ା୪:ଦେଶର ସୁରକ୍ଷା ଉଦ୍ଦେଶ୍ୟରେ ସ୍ପାଏଓ୍ବେର ବ୍ୟବହାର କରାଗଲେ କିଛି ଭୁଲ୍ ନାହିଁ, ତେବେ ସିଭିଲ୍ ସୋସାଇଟି ସଦସ୍ୟମାନଙ୍କର ପ୍ରିଭେସି ଅଧିକାର ରହିଛି, ଯାହା ସମ୍ବିଧାନ ଦ୍ୱାରା ସୁରକ୍ଷିତ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଆତଙ୍କବାଦୀମାନଙ୍କ ବିରୋଧରେ ସ୍ବାଏଓ୍ବେର ବ୍ୟବହାରରେ ଭୁଲ୍ କେଉଁଠି…
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ଚାଲିଗଲା ୧୪ ଜୀବନ
କୋଲକାତା, ୩୦।୪: କୋଲକାତାର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ କୋଲକାତାର ବାରା ବଜାର ଅଞ୍ଚଳର ମାଛୁଆ ଫାଲ ମଣ୍ଡି ନିକଟରେ ଥିବା ଋତୁରାଜ ହୋଟେଲରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ…
ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ
ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ ପ୍ଲାଣ୍ଟ ଆସନ୍ତା ମାସରୁ ଶିପମେଣ୍ଟ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି। ଏହି ଘଟଣା ଆପଲର…
ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ
ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି। କମ୍ପାନୀ ଘୋଷଣା କରିଛି ଯେ, ଗତ ୧୫ ମାସରେ ଉତ୍ପାଦନ ଖରଚ ବୃଦ୍ଧି ହେତୁ…
ସେନାକୁ ସବୁଜ ସଙ୍କେତ ଦେଲେ ପ୍ରଧାନମନ୍ତ୍ରୀ, ହେବ ବଡ଼ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ, ୨୯।୪: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ଏବଂ ସିଡିଏସ ଅନିଲ ଚୌହ୍ୱାନ ଏବଂ ତିନି…
Pahalgam attack: ଅପରେଟରଙ୍କ ବିଷୟରେ ସାଂଘାତିକ ଖୁଲାସା!
ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ବାପା ଏକ ବୟାନ ଦେଇଛନ୍ତି। ଅନନ୍ତନାଗ…
ଏହି ୧୫ଟି ଦେଶର ଅର୍ଥନୀତି ଭାରତଠାରୁ ତୀବ୍ର ଗତିରେ ବୃଦ୍ଧି ପାଉଛି, ଶୀର୍ଷରେ ଥିବା ଦେଶ ହେଉଛି…
ନୂଆଦିଲ୍ଲୀ, ୨୯।୪: ଭାରତ ହେଉଛି ବିଶ୍ୱର ବୃହତ ଦେଶଗୁଡ଼ିକ ମଧ୍ୟରେ ସବୁଠାରୁ ଦ୍ରୁତ ବୃଦ୍ଧି ପାଉଥିବା ଅର୍ଥନୀତି। କିନ୍ତୁ ଯଦି ଆମେ ଛୋଟ ଦେଶଗୁଡ଼ିକୁ ମଧ୍ୟ ଅନ୍ତର୍ଭୁକ୍ତ କରୁ, ତେବେ ଚଳିତ ବର୍ଷ ୧୫ଟି ଦେଶର ଅର୍ଥନୀତି ଭାରତଠାରୁ ତୀବ୍ରତର ଗତିରେ…
Archives


