ଲଞ୍ଚ ପ୍ୟାଡ ଚିହ୍ନଟ କଲା ଭାରତ, ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ: ରିପୋର୍ଟ
ନୂଆଦିଲ୍ଲୀ,୨୮।୪: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ଭାରତୀୟ ସୁରକ୍ଷା ବାହିନୀ ତୀକ୍ଷ୍ଣ ନଜର ରଖିଛି। ଗୋଇନ୍ଦା ରିପୋର୍ଟ ଅନୁଯାୟୀ, ପାକିସ୍ତାନ ନିୟନ୍ତ୍ରିତ ଅଞ୍ଚଳରେ ଆତଙ୍କବାଦୀମାନେ ବଙ୍କରରେ ଲୁଚି ଭାରତ ବିରୋଧରେ ଆକ୍ରମଣର ଯୋଜନା କରୁଛନ୍ତି।…
ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ଭାରତର ଶକ୍ତି ବୃଦ୍ଧି: ଫ୍ରାନ୍ସ ଦେଲା ୨୬ ଯୁଦ୍ଧ ବିମାନ
ନୂଆଦିଳ୍ଲୀ,୨୮।୪: ଗୋଟିଏ ପଟେ, ଭାରତ ପହଲଗାମ ଆକ୍ରମଣର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛି। ଏହା ସହିତ, ଭାରତ ଏହାର ପ୍ରତିରକ୍ଷା ଶକ୍ତି ବୃଦ୍ଧି କରିବାରେ ମଧ୍ୟ ବ୍ୟସ୍ତ। ଆଜି ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ସବୁଠାରୁ ବଡ଼ ପ୍ରତିରକ୍ଷା…
ଭାରତକୁ ସହଯୋଗର ହାତ ବଢାଇଲା ପାକିସ୍ତାନର ଖାସ୍ ବନ୍ଧୁ: ଶେହବାଜ୍ ସରକାରଙ୍କୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୮।୪: ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ଏହାର ଘନିଷ୍ଠ ବନ୍ଧୁ ଆଜରବାଇଜାନ ଅହମ୍ମଦାବାଦକୁ ସିଧାସଳଖ ବିମାନ ସେବା ଆରମ୍ଭ କରି ଭାରତ ସହିତ ସମ୍ପର୍କକୁ ଆହୁରି ଆଗକୁ ବଢାଇବାକୁ ନିଷ୍ପତ୍ତି ନେଇଛି। ଏହି ସେବା ଜୁଲାଇ ମାସରୁ ଆରମ୍ଭ ହେବ।…
ଭଡ଼ଭଡ଼
ଏପ୍ରିଲ ୨୨ରେ ଜମ୍ମୁ ଓ କଶ୍ମୀରର ପହଲଗାମ୍ ଅନ୍ତର୍ଗତ ବୈସରନ୍ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ବିଷୟକୁ ନେଇ ଭାରତରେ ତର୍ଜମା ଚାଲିଛି। ଏଥର ଅତଙ୍କବାଦୀ ଆକ୍ରମଣରେ ସାମରିକ ନୁହେଁ, ବିଶେଷକରି ବେସାମରିକ ବ୍ୟକ୍ତି ବା ୨୬ ସାଧାରଣ ପର୍ଯ୍ୟଟକଙ୍କ ଜୀବନ ଯାଇଛି।…
ଅଟ୍ଟାରୀ ଦେଇ ଫେରିଲେଣି ୫୩୭ ପାକିସ୍ତାନୀ
ନୂଆଦିଲ୍ଲୀ,୨୮ା୪: ପହଲଗାମ୍ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ ନାଗରିକ ଭାରତ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୯ ଜଣ କୂଟନୀତିଜ୍ଞ ରହିଛନ୍ତି। ମା’ଙ୍କୁ ଛାଡ଼ି…
Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍ କମାଣ୍ଡର, ଶେଷ ବେଳକୁ…
ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା ପରେ, ସେମାନଙ୍କ ଦେଶର ସରକାର ସେମାନଙ୍କୁ ଚିହ୍ନିବାକୁ ମନା କରିଦିଏ। କିନ୍ତୁ ତଥାପି ଏହି…
ଡେଡଲାଇନ୍ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍!
ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି ଶ୍ରେଣୀର ସ୍ବଳ୍ପକାଳୀନ ଭିସା ବାତିଲ କରି ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି।…
ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ପଡ଼ିପାରେ କୁଆପଥର
ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଟ୍କା ପବନ…
OCS ମେନ୍ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍
ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ…
ଭୁବନେଶ୍ୱର ଛାଡ଼ିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ୍
ଭୁବନେଶ୍ୱର,୨୭ା୪: ଭୁବନେଶ୍ବର ଛାଡ଼ିଛନ୍ତି ପାକିସ୍ତାନୀ ନାଗରିକ ନଗମା ୟୁସୁଫ୍। ୨୦୦୮ରେ ଜଣେ ବ୍ୟବସାୟୀଙ୍କୁ ବିବାହ କରି ଭୁବନେଶ୍ୱର ଭୁବନେଶ୍ୱର ବିଜେବି ନଗର ଅଞ୍ଚଳରେରହି ଆସୁଥିଲେ। ବିବାହ ପରେ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ କରି ନ ଥିଲେ। ମାତ୍ର ଦୀର୍ଘମିଆଦୀ ଭିଜା…
ଚିଲିକା କୂଳରେ ଅବସ୍ଥିତ ଓଡ଼ିଶାର ୨୦୦ ବର୍ଷର ଐତିହାସିକ ରାଜମହଲ, ସାଜିଛି ପର୍ଯ୍ୟଟକଙ୍କ ନୂଆ ଆକର୍ଷଣ
ଚିଲିକା ହ୍ରଦର ମନୋରମ କୂଳରେ ଅବସ୍ଥିତ ରମ୍ଭା ରାଜମହଲ ଓଡ଼ିଶାର ଐତିହାସିକ ଓ ସାଂସ୍କୃତିକ ଐତିହ୍ୟର ଏକ ଅନୁପମ ନିଦର୍ଶନ। ପ୍ରାୟ ୨୦୦ ବର୍ଷର ପୁରୁଣା ଏହି ରାଜମହଲ ତା’ର ସ୍ଥାପତ୍ୟ ସୌନ୍ଦର୍ଯ୍ୟ, ଐତିହାସିକ ଗୁରୁତ୍ୱ ଏବଂ ଚିଲିକାର ପ୍ରାକୃତିକ ସୌନ୍ଦର୍ଯ୍ୟ…
ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ରେ ‘Sachet App, ଜାଣନ୍ତୁ ଏହା କ’ଣ, କାହିଁକି ହୋଇଛି ଆରମ୍ଭ
ନୂଆଦିଲ୍ଲୀ,୨୭ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ୧୨୧ତମ ମନ୍ କି ବାତ୍ରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (NDMA) ଦ୍ୱାରା ସଚେତ ଆପ୍, ଏକ CAP ଆଧାରିତ ସମନ୍ବିତ ସତର୍କତା ପ୍ରଣାଳୀ ବିଷୟରେ କହିଛନ୍ତି। ଏହି ସିଷ୍ଟମ ସମଗ୍ର…
Archives


