ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ୨୬ ମୃତକଙ୍କ ମଧ୍ୟରୁ ୨୦ ଜଣଙ୍କ ଟ୍ରାଉଜର ଖୋଲିଥିଲେ ଆତଙ୍କବାଦୀ
ଶ୍ରୀନଗର,୨୬ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ୨୬ ଜଣ ମୃତକଙ୍କ ପ୍ରାରମ୍ଭିକ ଯାଞ୍ଚରୁ ଏକ ଚାଞ୍ଚଲ୍ୟକର ବା ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି, ଅଧିକାରୀମାନେ ଜାଣିବାକୁ ପାଇଛନ୍ତି ଯେ, ପ୍ରାୟ ୨୦ ଜଣ ପୁରୁଷଙ୍କ ଟ୍ରାଉଜର ଖୋଲାଯାଇଥିଲା। ଆତଙ୍କବାଦୀମାନେ ସେମାନଙ୍କୁ ମୃତ୍ୟୁଦଣ୍ଡ ଦେବା…
ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…
ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା ଆତଙ୍କବାଦ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି ସେ କହିଛନ୍ତି ଯେ, ପାକିସ୍ତାନ ସର୍ବଦା ଆତଙ୍କବାଦକୁ ନିନ୍ଦା…
ମୁଁ ଭାରତର ବୋହୂ, ମୋତେ ଏଠି ରଖ: ମୋଦି-ଯୋଗୀଙ୍କୁ ଏମିତି କହି ନିବେଦନ କଲେ ସୀମା ହାଇଦର
ଲକ୍ଷ୍ନୌ,୨୬।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର କଠୋର ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନୀ ନାଗରିକଙ୍କ ଭିଜା ବାତିଲ କରିଛନ୍ତି। ଭାରତରେ ରହୁଥିବା ପାକିସ୍ତାନୀମାନଙ୍କୁ ଏବେ ଦେଶ ଛାଡି ପାକିସ୍ତାନ ଫେରିବାକୁ ପଡିବ। ପ୍ରାୟତଃ ଚର୍ଚ୍ଚାରେ ରହୁଥିବା ସୀମା…
ଏହି ଦେଶରେ ହେବ ବିଶ୍ୱର ପ୍ରଥମ ଇଲେକ୍ଟ୍ରିକ ରାସ୍ତା, ଯାତାୟାତ ସମୟରେ ଗାଡ଼ି ହେବ ଚାର୍ଜ
ପ୍ରଯୁକ୍ତିବିଦ୍ୟାର ଆଗମନ ପରଠାରୁ, ବିଶ୍ୱରେ ଲୋକଙ୍କ ପାଇଁ ଅନେକ କାର୍ଯ୍ୟ ସହଜ ହୋଇଯାଇଛି। ଯେପରି AI ଜୀବନକୁ ସହଜ କରିଛି, ସେହିପରି ଅନ୍ୟ ପ୍ରଯୁକ୍ତିବିଦ୍ୟା ମଧ୍ୟ ଏବେ ବହୁତ ଉପଯୋଗୀ ହୋଇଗଲାଣି। ବଜାରରେ ଇଲେକ୍ଟ୍ରିକ କାର ଆସିବା ପରଠାରୁ, କାର ଚଳାଇବା…
ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍ ପୋଲିସର ସୂଚନା
ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ…
ବଡ଼ ଆକ୍ସନ: ମାଟିରେ ମିଶିଲା ଆଉ ଜଣେ ଆତଙ୍କବାଦୀଙ୍କ ଘର
ଶ୍ରୀନଗର,୨୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସୁରକ୍ଷା ବାହିନୀର ଅପରେଶନ ଜାରି ରହିଛି। ପୁଲୱାମାରେ ସକ୍ରିୟ ଆତଙ୍କବାଦୀଙ୍କ ଘର ସୁରକ୍ଷା ବାହିନୀ ଦ୍ୱାରା ଭାଙ୍ଗି ଦିଆଯାଇଛି। ଗତକାଲି ଉପତ୍ୟକାରେ ସକ୍ରିୟ ଥିବା ଆଉ ଦୁଇ ଆତଙ୍କବାଦୀଙ୍କ ଘର ମଧ୍ୟ…
Pahalgam Terror Attack: LoCରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମୁହଁତୋଡ ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଯୋଗୁ ସମଗ୍ର ଦେଶରେ କ୍ରୋଧର ପରିବେଶ ରହିଛି। ଏହି ଘଟଣା ପରଠାରୁ ପାକିସ୍ତାନୀ ସେନା ନିୟନ୍ତ୍ରଣ ରେଖା ଉପରେ ଗୁଳି ଚଳାଇଥିଲା, ଯାହାର ଭାରତୀୟ ସେନା କଡ଼ା ଜବାବ ଦେଇଥିଲା। ନିୟନ୍ତ୍ରଣ ରେଖାର ଅନେକ ପୋଷ୍ଟରୁ…
ସିନ୍ଧୁ ନଦୀରେ ବହିବ ଆମ ପାଣି, ନଚେତ୍ ଭାରତୀୟଙ୍କ ରକ୍ତ: ଭାରତକୁ ଧମକ ଦେଲେ ବିଲୱାଲ ଭୁଟ୍ଟୋ
ଇସଲାମାବାଦ୍,୨୬।୪:ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ବର୍ବର ଆକ୍ରମଣରେ ୨୭ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ…
ଏଲ୍ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର
ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ ଏଥିପାଇଁ ପ୍ରସ୍ତୁତ ହେଉଛି। ଏକ ସୂତ୍ରରୁ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ମିଳିଥିବା ସୂଚନା ଅନୁଯାୟୀ, ନିୟନ୍ତ୍ରଣ…
Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ
ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪ ଜଣ ଯବାନ ଶହୀଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ପୋଲିସ ସୂଚନା…
୧୯୭୧ରେ ପାକିସ୍ତାନ ସହ ଯୁଦ୍ଧ ସମୟରେ ହଜାର ହଜାର କଣ୍ଡୋମ ଅର୍ଡର କରିଥିଲା ଭାରତୀୟ ସେନା, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୫।୪: ଆମେ ସମସ୍ତେ ଭାରତୀୟ ସଶସ୍ତ୍ର ବାହିନୀକୁ ପରିଭାଷିତ କରୁଥିବା ସାହସିକତା ଏବଂ ସାହସର ଅନେକ କାହାଣୀ ଶୁଣିଛୁ। ଇତିହାସର ପେଡ଼ିରେ ସାଇତା ସେସବୁ କାହାଣୀ ଭିତରୁ କିଛି ବହୁତ ଆଶ୍ଚର୍ଯ୍ୟଜନକ ହେଲେ ଗୁରୁତ୍ୱପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ୧୯୭୧ ଭାରତ-ପାକିସ୍ତାନ…
ବଡ଼ ଖବର: ଓଡ଼ିଶାରେ ପାକିସ୍ତାନୀ, ଆକ୍ସନ ମୋଡରେ ସରକାର
ଭୁବନେଶ୍ୱର,୨୫।୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ…
Archives


