Home Middle

ଟ୍ରାକକୁ ଫେରିଲା ଭାରତ-ଆମେରିକା ଟ୍ରେଡ ଡିଲ, କିଛିଦିନ ଭିତରେ ଆମେରିକା ଗସ୍ତ କରିବେ ପୀୟୁଷ ଗୋୟଲ

ନୂଆଦିଲ୍ଲୀ,୨୦।୯: କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଖୁବ ଶୀଘ୍ର ଆମେରିକା ଗସ୍ତ କରିବେ ବୋଲି ଆଶା କରାଯାଉଛି। ଭାରତ-ଆମେରିକା ବାଣିଜ୍ୟ ଆଲୋଚନା ସଠିକ ଦିଗରେ ଅଗ୍ରସର ହେଉଥିବାରୁ ତାଙ୍କର ଏହି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ। ପ୍ରସ୍ତାବିତ ଦ୍ୱିପାକ୍ଷିକ…

ଟ୍ରମ୍ପ ନେଲେ ଆଉ ଏକ ବଡ଼ ନିଷ୍ପତ୍ତି, ବଦଳିଲା H-1B ଭିଜା ନିୟମ

ଓ୍ବାଶିଂଟନ,୨୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ସେପ୍ଟେମ୍ବର ୧୯, ୨୦୨୫)ରେ ଏକ ଘୋଷଣାପତ୍ରରେ ସ୍ବାକ୍ଷର କରିଛନ୍ତି ଯାହା ଦ୍ୱାରା ନୂଆ H-1B ଭିଜା ଆବେଦନ ଉପରେ ୧୦୦,୦୦୦ ଡଲାର ଶୁଳ୍କ ଲାଗୁ କରାଯିବ, ଯାହାର ଅର୍ଥ ହେଉଛି ଭାରତୀୟମାନଙ୍କୁ ଏବେ…

ମଣିପୁରରେ ସେନା ଗାଡ଼ି ଉପରକୁ ବଡ଼ ଆକ୍ରମଣ, ଆଖିବୁଜା ଗୁଳିମାଡ଼ କଲେ…

ଇମ୍ଫାଲ,୧୯।୯: ମଣିପୁରରୁ ବଡ଼ ଖବର । ମଣିପୁରରେ ସେନା ଗାଡ଼ି ଉପରକୁ ହୋଇଛି ବଡ଼ ଧରଣର ଆକ୍ରମଣ । ଗାଡ଼ି ଉପରକୁ ଆଖିବୁଜା ଗୁଳିମାଡ଼ କରିଛନ୍ତି ଅଜ୍ଞାତ ବନ୍ଧୁକଧାରୀ । ମଣିପୁରର ବିଷ୍ଣୁପୁର ଜିଲ୍ଲାରେ ଘଟିଛି ଏହି ଆକ୍ରମଣ ଘଟଣା ।…

ଏସବୁ ଜିଲା ପାଇଁ ଖୁସି ଖବର: ୨୫ ହଜାର ୨ ଶହ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୯: ରାଜ୍ୟରେ ୨୫ ନୂଆ ପ୍ରକଳ୍ପ ପାଇଁ ନିବେଶ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪୭୩୯ କୋଟିର ପ୍ରକଳ୍ପକୁ ସିଙ୍ଗିଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟିର ମଞ୍ଜୁରୀ ପ୍ରଦାନ କରାଯାଇଛି। ୯ଟି ଜିଲାରେ ନିବେଶ କରାଯିବ।୨୫ ହଜାର ୨ ଶହ ନିଯୁକ୍ତି ସୁଯୋଗ ରହିଛି।…

ନିଜ ଜିଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି: ଗୋଟିଏ ସ୍ଥାନରେ ଏତିକି ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ

ଭୁବନେଶ୍ୱର,୧୯।୯: ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଶିକ୍ଷକମାନେ ନିଜ ଜିଲାରେ ନିଯୁକ୍ତି ପାଇବେ ନାହିଁ, ଏବଂ ଯଦି…

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ପତ୍ନୀ ଟାନ୍ସଜେଣ୍ଡର? ଅଭିଯୋଗ ପରେ ରାଜନୀତିରେ ହଇଚଇ, ମାକ୍ରନ କହିଲେ…

ପ୍ୟାରିସ,୧୯।୯: ଫରାସୀ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ପତ୍ନୀ ବ୍ରିଜିଟଙ୍କୁ ନେଇ ବିବାଦ ଆହୁରି ଗଭୀର ହେବାରେ ଲାଗିଛି। ଆମେରିକୀୟ ଅତି-ଦକ୍ଷିଣପନ୍ଥୀ ଇନଫ୍ଲୁଏନ୍ସର ଏବଂ ରାଜନୈତିକ ସମାଲୋଚକ କାଣ୍ଡାସେ ଓୱେନ୍ସ ଅଭିଯୋଗ କରିଛନ୍ତି ଯେ ମାକ୍ରନଙ୍କ ପତ୍ନୀ ଜଣେ ମହିଳା ନୁହଁନ୍ତି, ବରଂ…

ମୁମ୍ବାଇ ଆପଲ୍ ଷ୍ଟୋରରେ iPhone 17 କିଣିବାକୁ ମାରପିଟ୍, ଭିଡିଓ ଭାଇରାଲ

ମୁମ୍ବାଇ,୧୯।୯: iPhone 17 ସିରିଜ୍ ଶୁକ୍ରବାର ବିକ୍ରି ଆରମ୍ଭ ହେବା ସହ ମୁମ୍ବାଇର ବଣ୍ଡା-କୁର୍ଲା କମ୍ପ୍ଲେକ୍ସ୍‌ (BKC) ସ୍ଥିତ ଆପଲ୍ ଷ୍ଟୋର ବାହାରେ କ୍ରେତାମାନଙ୍କ ମଧ୍ୟରେ ଝଗଡ଼ା ହୋଇଛି। ଏକ ଭିଡିଓରେ ଦେଖାଯାଇଛି, ଗ୍ଲାସ୍‌-ଫ୍ରଣ୍ଟେଡ୍ ଷ୍ଟୋର ବାହାରେ କିଛି ଲୋକ ମାରପିଟ୍…

ସକାଳୁ ସକାଳୁ ଫରେଷ୍ଟ ରେଞ୍ଜରଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡ଼ା,୧୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛୁ ଭିଜିଲାନ୍ସ ଟିମ। ଆୟର୍ବହିଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି। ରେଞ୍ଜର ସାହୁ ଦୁର୍ନୀତି କରିବା…

ଓଡ଼ିଶାରେ କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି, ନିଜ ବ୍ଲକରେ ଚାକିରି କରିପାରିବେନି

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଅଧିକାରୀମାନଙ୍କୁ…

ଆମେରିକା ପୋଲିସ ଗୁଳିରେ ଭାରତୀୟ ଆଇଟି କର୍ମଚାରୀ ମୃତ, ଜାତିଗତ ହିଂସା ଅଭିଯୋଗ ଆଣିଲେ ପରିବାର

କାଲିଫର୍ଣ୍ଣିଆ,୧୯/୯: ଆମେରିକାର କାଲିଫର୍ଣ୍ଣିଆରେ ୩୦ ବର୍ଷୀୟ ଭାରତୀୟ ଟେକି ମହମ୍ମଦ ନିଜାମୁଦ୍ଦିନଙ୍କୁ ପୋଲିସ ଗୁଳିକରି ହତ୍ୟା କରିଛି ବୋଲି ଅଭିଯୋଗ ହୋଇଛି। ତେଲେଙ୍ଗାନାର ମହବୁବନଗରର ନିଜାମୁଦ୍ଦିନ ନିଜ ରୁମମେଟଙ୍କୁ ଚାକୁରେ ଆକ୍ରମଣ କରିଥିବା ଅଭିଯୋଗ ପରେ ପୋଲିସ ତାଙ୍କୁ ଗୁଳି କରିଥିଲା।…

ମହାନଦୀରେ ଏକାଧିକ ବ୍ୟାରେଜ, ଚେକଡ୍ୟାମ କରିବେ ଓଡିଶା ସରକାର

ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ମହାନଦୀର ତଳମୁହାଁ ଅଞ୍ଚଳରେ ପାନୀୟ ଜଳ ଓ ଜଳସେଚନ ସୁବିଧା ଯୋଗାଇବା ପାଇଁ ୧୭ଟି ଚେକଡ୍ୟାମ, ୧୫ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଏବଂ ୪୪ଟି ବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଏସିଆ କପରେ ନିୟମ ଉଲ୍ଲଂଘନ ପାଇଁ ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇପାରେ ICC: ରିପୋର୍ଟ

ଦୁବାଇ,୧୮ା୯: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବିରୋଧରେ ଏସିଆ କପରେ ଏକାଧିକ ନିୟମ ଉଲ୍ଲଂଘନ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ବିଚାର କରୁଛି। ବୁଧବାର ପାକିସ୍ତାନ ଓ ୟୁଏଇ ମଧ୍ୟରେ ମ୍ୟାଚ ପୂର୍ବରୁ ପିସିବି ମ୍ୟାଚ ରେଫରୀ ଆଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?