Home Middle

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ ଘଟିଥିଲା, ତା’ ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର…

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ ଶିମ୍‌ଲା ଚୁକ୍ତିକୁ ବାତିଲ କରିଦେଇଛି। ଶିମ୍‌ଲା ଚୁକ୍ତିର ସବୁଠୁ ଗୁରୁତ୍ୱପୂର୍ଣ୍ଣ ବୈଶିଷ୍ଟ୍ୟ ହେଉଛି କଶ୍ମୀରରେ…

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୫ ରନ କରିଥିଲା। ବିରାଟ କୋହଲି…

Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ

ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଥିବା ଭାରତୀୟ ଉଚ୍ଚାୟୋଗ ବାହାରେ ତୀବ୍ର ପ୍ରତିବାଦ ଦେଖାଦେଇଛି। ଏହି ଆକ୍ରମଣରେ…

ମୋ ସ୍ବାମୀଙ୍କୁ ଗୁଳି ମାରିବା ପରେ ହସୁଥିଲେ ଆତଙ୍କବାଦୀ: ସେଦିନର ହୃଦୟଥରା କାହାଣୀ ବଖାଣିଲେ ଶୀତଲବେନ

ଅହମଦାବାଦ,୨୪।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଗୁଜରାଟର ସୁରଟର ବାସିନ୍ଦା ଶୈଲେଶ କାଲଥିଆଙ୍କ ସମେତ ୨୬ ଜଣ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣରେ ଗୁଜରାଟର ଅନ୍ୟ ଦୁଇ ଜଣ ବାସିନ୍ଦା, ଭାବନଗରର ଯତୀଶ ପରମାର ଏବଂ ତାଙ୍କ…

ନ୍ୟାଶନାଲ ପାର୍କ ମାନ୍ୟତା ପାଇଲା ଶିମିଳିପାଳ ଜାତୀୟ ଉଦ୍ୟାନ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ…

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ମଧ୍ୟରେ ଭାରତୀୟ ନୌସେନା କଲା ‘INS ସୁରତ’ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ-ପାକିସ୍ତାନ ସମ୍ପର୍କ ଏକ ଉତ୍ତେଜନାପୂର୍ଣ୍ଣ ପର୍ଯ୍ୟାୟ ଦେଇ ଗତି କରୁଛି। ଏହି ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତ ଏକ କଠୋର ନିଷ୍ପତ୍ତି ନେଇ ପାକିସ୍ତାନ ବିରୋଧରେ ୫ଟି ବଡ଼ ନିଷ୍ପତ୍ତି ନେଇଛି।…

ପାକିସ୍ତାନ ବିଚଳିତ: ଆରବ ସାଗରରେ ଆରମ୍ଭ କଲା ଫାୟାରିଂ ଡ୍ରିଲ

ଇସଲାମାବାଦ୍‌,୨୪।୪: ପହଲଗାମ ଆକ୍ରମଣ ପରେ ଭାରତର କଠୋର କାର୍ଯ୍ୟାନୁଷ୍ଠାନରେ ବିଚଳିତ ପାକିସ୍ତାନ ଆରବ ସାଗରରେ ଫାୟାରିଂ ଡ୍ରିଲ୍‌ ଆରମ୍ଭ କରିଦେଇଛି। ପାକିସ୍ତାନର ଏହି କାର୍ଯ୍ୟାନୁଷ୍ଠାନର ଜବାବରେ, ଭାରତୀୟ ନୌସେନା ବିମାନ INS ବିକ୍ରାନ୍ତକୁ ସମୁଦ୍ରରେ ଅବତରଣ କରିଛି। INS ବିକ୍ରାନ୍ତରେ MiG-29K…

ଭାରତର ପ୍ରତିଶୋଧ ଭୟରେ ପାକିସ୍ତାନ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିର୍ଦ୍ଦୋଷ ଭାରତୀୟଙ୍କ ଜୀବନ ଯିବା ପରେ ଭାରତ ପାକିସ୍ତାନକୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଅନେକ ବଡ଼ ନିଷ୍ପତ୍ତି ଘୋଷଣା କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା…

କେଉଁଠି ଅଛ ଶୀଘ୍ର ଆସ, ନ ହେଲେ ବିଳମ୍ବ ହୋଇଯିବ: ଓଓ୍ବାଇସିଙ୍କୁ ଫୋନ୍‌ କରି କାହିଁକି ଡାକିଲେ ଅମିତ ଶାହା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, କେନ୍ଦ୍ର ସରକାର ଗୁରୁବାର ସମସ୍ତ ରାଜନୈତିକ ଦଳର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସରକାର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ବିଷୟରେ ସମସ୍ତ ପକ୍ଷଙ୍କୁ ଅବଗତ କରାଇବେ ଏବଂ ସେମାନଙ୍କର ମତାମତ ମଧ୍ୟ…

Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ…

ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ପହଲଗାମରେ…

କରାଚୀ ଉପକୂଳରେ କ୍ଷେପଣାସ୍ତ୍ର ପରୀକ୍ଷା କରିବ ପାକିସ୍ତାନ; ଭାରତର ତୀକ୍ଷ୍ଣ ନଜର

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ୨୪ ଓ ୨୫ ତାରିଖରେ କରାଚୀ ଉପକୂଳରେ ନିଜର ଏକ୍ସକ୍ଲୁସିଭ୍ ଇକୋନୋମିକ୍ ଜୋନ୍ (EEZ) ମଧ୍ୟରେ ଏକ ଭୁପୃଷ୍ଠରୁ ଭୁପୃଷ୍ଠ କ୍ଷେପଣାସ୍ତ୍ର ପରୀକ୍ଷଣ କରିବାକୁ ଯାଉଛି। ଏହି ପରୀକ୍ଷା ସମ୍ପର୍କରେ ପାକିସ୍ତାନ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri