ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…
କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବା ପାଇଁ ପଡ଼ିଆକୁ ଓହ୍ଲାଇବ। ତେବେ ଏହି ବହୁ…
ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ
ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍ ଶେରିନ୍ ଅବ୍ରାହମ କେରଳର ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ ହେବାର ଗୌରବ ଅର୍ଜନ…
ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ
ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ ମାତ୍ ଦେଇଛି। ‘ମହିଳା ଏସିଆ କପ୍ ରାଇଜିଂ ଷ୍ଟାର୍ସ’ର ଏକ ଗୁୁରୁତ୍ଵପୂର୍ଣ୍ଣ ମୁକାବିଲାରେ…
ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI
ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି। କୃଷି ଓ ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଋଣ ପ୍ରକ୍ରିୟାକୁ ଅଧିକ ସରଳ, ନମନୀୟ…
ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା
ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…
IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…
କଲମ୍ୱୋ,୧୫ା୨: ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା ୭ଟାରୁ ଖେଳାଯିବ। ଆଜି ଏଠାରେ ବର୍ଷା ହେବାର ସମ୍ଭାବନା ଅଛି, କିନ୍ତୁ ଭଲ…
ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ
ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର ପ୍ରଶାସନ ଏବଂ କମିଶନରେଟ ପୋଲିସର ପ୍ରସ୍ତୁତି ଶେଷ ହୋଇଛି। ଭୋର ପ୍ରାୟ ୩ଟାରୁ…
ଅଙ୍କରେ ସାରିଦେଲେ
ଭୁବନେଶ୍ୱର, ୧୫।୨(ସୁନିତ୍ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ ଦଳ ଭୂମିକା ଠିକ୍ ଭାବେ ତୁଲାଉଛି ନା ନାହିଁ ସେଭଳି ଅନେକ ପ୍ରସଙ୍ଗରେ…
ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ…
ଭାରତ-ପାକିସ୍ତାନ ମୁକାବିଲା ଆଜି
କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍ ଦିଆଯିବାକୁ ନେଇ କ୍ରିକେଟ ସହିତ ରାଜନୀତିର ସମ୍ମିଶ୍ରଣ ହୋଇଥିଲା ଏବଂ ଭାରତ ବିପକ୍ଷ ମ୍ୟାଚକୁ ପାକିସ୍ତାନ…
ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ ଏବଂ ଶୃଙ୍ଖଳା, ସଚ୍ଚୋଟତା, ସମ୍ମାନ ଓ ଦାୟିତ୍ୱ ଶିଖାଏ। ଏକ ଭଲ ସ୍କୁଲ…
ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ
ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ ବିମାନ, ପରିବହନ ବିମାନ ଏବଂ ହେଲିକପ୍ଟର ଦ୍ୱାରା ଏକ ଆକାଶ ମାର୍ଗ ପ୍ରଦର୍ଶନ…
Archives


