ସିନ୍ଧୁ ଜଳ ଚୁକ୍ତିନାମା କ’ଣ? ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ କାହିଁକି ଏହାକୁ ସ୍ଥଗିତ କଲା
ନୂଆଦିଲ୍ଲୀ,୨୪।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକ ଓ ଜଣେ ସ୍ଥାନୀୟ ଘୋଡ଼ା ଚାଳକ ନିହତ ହୋଇଥିଲେ, ତା’ ପରେ ଭାରତ ସରକାର ପାକିସ୍ତାନ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ…
ପ୍ରଧାନମନ୍ତ୍ରୀ ମୋଦି ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଦେଶକୁ ସମ୍ବୋଧନ କରିବେ
ନୂଆଦିଲ୍ଲୀ,୨୪।୪: ବିହାରରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୀଘ୍ର କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ନୃଶଂସ ଆତଙ୍କବାଦୀ ଆକ୍ରମଣ ଘଟଣା ଉପରେ ଦେଶକୁ ସମ୍ବୋଧନ କରିବେ। ଏହି ଆକ୍ରମଣରେ ୨୬ ଜଣଙ୍କର ଜୀବନ ଯାଇଛି। ପ୍ରଧାନମନ୍ତ୍ରୀ ମୋଦି ବିହାରର ମଧୁବାନୀରେ…
Jammu Kashmir Encounter: ପହଲଗାମ ଆଟାକ୍ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ
ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ବଡ଼ ଏନକାଉଣ୍ଟର ହୋଇଛି। ଯେଉଁଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ଖବର ମିଳିଛି…
ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ…
Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ
ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦିନେଶ…
ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଆସନ୍ତାକାଲି, ୨୪ ଏପ୍ରିଲ ୨୦୨୫ରେ, ସନ୍ଧ୍ୟା ୬ଟାରେ ଏକ ସର୍ବଦଳୀୟ ବୈଠକ…
OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରେଭେନ୍ୟୁ ଇନ୍ସପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର…
ଭାରତର କଡ଼ା ପଦକ୍ଷେପ: ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍ରେ ମଙ୍ଗଳବାର ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ଜୀବନ ହାନି ହୋଇଥିଲା, ତା’ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଐତିହାସିକ ଓ କଡ଼ା ନିଷ୍ପତ୍ତି…
ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ଐତିହାସିକ ନିଷ୍ପତ୍ତି: ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ
ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ ଭାରତ ୧୯୬୦ରେ ସ୍ୱାକ୍ଷରିତ ସିନ୍ଧୁ ଜଳ ଚୁକ୍ତିନାମାକୁ…
ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି: ଅଟାରୀ-ୱାଘା ସୀମା ବନ୍ଦ
ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ ଭାରତ ଅଟାରୀ-ୱାଘା ସୀମା ବନ୍ଦ କରିବାକୁ ଘୋଷଣା କରିଛି।…
ରାଜ୍ୟରେ ୩ ନୂଆ ସିଭିଲ ଜଜ୍ କୋର୍ଟ ଗଠିତ
ଭୁବନେଶ୍ୱର,୨୩ା୪(ସୁନିତ୍ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା, ସମ୍ବଲପୁର ଜିଲାର ରେଙ୍ଗାଲିଠାରେ ସ୍ଥାପନ କରାଯାଇଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପରାମର୍ଶ ଅନୁଯାୟୀ…
ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ
ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ…
Archives


