Home Middle

ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୩ ମୃତ

ଗାଜାଷ୍ଟ୍ରିପ୍‌,୧୭।୪:ଗାଜା ଉପରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ ଯୋଗୁ ଗୋଟିଏ ପରିବାରର ୧୦ ଜଣଙ୍କ ସମେତ ୨୩ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରୁ ଏହି ଆକ୍ରମଣ ଜାରି ରହିଥିଲା। ଗାଜାକୁ ୬ ସପ୍ତାହ ପର୍ଯ୍ୟନ୍ତ ଖାଦ୍ୟ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଯୋଗାଣ…

ଦ୍ରୁତ ଗତିରେ ଆଗେଇ ଚାଲିଛି ଭାରତର ଅର୍ଥନୀତି, ୩ ବର୍ଷରେ ପଛରେ ପଡିବେ ଜର୍ମାନୀ, ଜାପାନ

ନୂଆଦିଲ୍ଲୀ, ୧୬।୪: ଭାରତର ଅର୍ଥନୀତି ଆଗାମୀ ତିନି ବର୍ଷ ମଧ୍ୟରେ ଜର୍ମାନୀ ଓ ଜାପାନକୁ ପଛରେ ପକାଇ ଦେବ ଏବଂ ୨୦୪୭ ସୁଦ୍ଧା ଏହା ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥନୀତି ହେବାର ସମ୍ଭାବନା ରହିଛି। ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ…

୪ ହଜାର କୋଟିର ପ୍ରକଳ୍ପ ଶିଳାନ୍ୟାସ-ଲୋକାର୍ପଣ କଲେ ଗଡକରୀ

ଭୁବନେଶ୍ୱର,୧୭।୪: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ୪ ହଜାର କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏଥିରେ…

ଟ୍ରାଫିକ୍ ଚାଲାଣ ଧରା ପକାଇଦେଲା ଚୋରି ହୋଇଥିବା ବାଇକ୍, ଘଣ୍ଟାଏ ଭିତରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୭।୪: ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ଜଣେ ଯୁବକ ଓଡ଼ିଶା ମୋଟର ଯାନ ବିଭାଗ ଦ୍ୱାରା ଜାରି ହୋଇଥିବା ଏକ ଟ୍ରାଫିକ ଚାଲାଣ ଯୋଗୁଁ ମାତ୍ର କେଇ ଘଣ୍ଟା ଭିତରେ ତାଙ୍କର ଚୋରି ହୋଇଥିବା ବାଇକ୍ ଫେରି ପାଇବାରେ ସଫଳ ହୋଇଛନ୍ତି। କମିଶନରେଟ…

କମିବ ବର୍ଷାର ପ୍ରଭାବ, ରାଜ୍ୟରେ ୨୦ ତାରିଖରୁ ତାତି ବଢିବା ସମ୍ଭାବନା

ନୂଆଦିଲ୍ଲୀ,୧୭।୪: ବର୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ସର୍ବୋଚ୍ଚ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରେକର୍ଡ ହେଉଛି। ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ପୁଣି ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିବା ସମ୍ଭାବନା…

ୱକ୍‌ଫ ସଂଶୋଧନ: ନୂଆ ନିଯୁକ୍ତି ଉପରେ ରୋକ୍‌, ୭ ଦିନ ଭିତରେ କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫: ସୁପ୍ରିମକୋର୍ଟ ଓ୍ୱକ୍‌ଫ ଆଇନ ସଂଶୋଧନ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଓ୍ୱାକ୍‌ଫ ବୋର୍ଡରେ ନୂଆ ନିଯୁକ୍ତି ଉପରେ ରୋକ୍‌ ଲଗାଯାଇଛି। ଏହି ନିଷ୍ପତ୍ତି ଅନୁସାରେ, ଓ୍ୱାକ୍‌ଫ ସଂଶୋଧନ ସମ୍ପର୍କିତ…

Top 5 Biodiverse Places in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ, ଏବଂ ଉପକୂଳବର୍ତ୍ତୀ ଅଞ୍ଚଳ ବିଶ୍ୱରେ ଜୈବ ବିବିଧତାର ଏକ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ର ଭାବେ ପରିଗଣିତ।…

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ…

ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପୂର୍ବରୁ +୩ ନାମଲେଖା ପାଇଁ ଆବେଦନ, ଜାଣନ୍ତୁ ଓଡ଼ିଶା ସରକାରଙ୍କ ଯୋଜନା

ଭୁବନେଶ୍ୱର,୧୭।୫: ପୂର୍ବ ସ୍ନାତକ ପ୍ରବେଶ ପ୍ରକ୍ରିୟାରୁ ଏକ ପ୍ରମୁଖ ପରିବର୍ତ୍ତନ ଆଣି, ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏକ ନୂତନ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ଯାହା ଛାତ୍ରଛାତ୍ରୀମାନଙ୍କୁ ଯୁକ୍ତ ଦୁଇ ପରୀକ୍ଷା ଫଳ ଘୋଷଣା ପୂର୍ବରୁ ମଧ୍ୟ UG(+୩) ପାଠ୍ୟକ୍ରମ ପାଇଁ ଆବେଦନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ଟ୍ରାଫିକ ଓ ସଡକ ସୁରକ୍ଷା ବିଭାଗରେ ୨ ହଜାର ନୂତନ ପଦବୀ ସୃଷ୍ଟି

ଭୁବନେଶ୍ୱର,୧୭।୫: ରାଜ୍ୟରେ ଟ୍ରାଫିକ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ…

ହୃଦୟବିଦାରକ ଘଟଣା: ୧୧ ବର୍ଷର ମୁକ, ବଧିର ନାବାଳିକାଙ୍କୁ ବଳାତ୍କାର, ନିର୍ଯାତନା

ନୂଆଦିଲ୍ଲୀ,୧୭ା୪: ଉତ୍ତରପ୍ରଦେଶର ରାମପୁରରେ ଜଣେ ୧୧ ବର୍ଷୀୟ ମୁକ ଏବଂ ବଧିର ନାବାଳିକାଙ୍କ ସହ ବଳାତ୍କାର ଓ ନିର୍ଯ୍ୟାତନର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଖବର ଅନୁଯାୟୀ, ସମାନ ଗ୍ରାମର ଅଭିଯୁକ୍ତଙ୍କ ଦ୍ୱାରା ଏହି ନାବାଳିକାଙ୍କ ଉପରେ ନିର୍ମମ ଅତ୍ୟାଚାର…

କଂଗ୍ରେସରେ ମିଶିଲେ ବହୁ ବିଜେଡି-ଭାଜପା ନେତା, ରାଜନୀତିରେ ହଲଚଲ

ଭୁବନେଶ୍ୱର,୧୭ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ବିଜେଡି, ଭାଜପା ନେତା ଓ କର୍ମୀ ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ ନବାଗତଙ୍କୁ ଟୋପି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri