Home Middle

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ…

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି। ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ…

ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା

ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ…

US-China Tariff War: ଟାରିଫ୍‌ ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଝଟ୍‌କା ଦେଲା ଚାଇନା

ବେଜିଂ,୧୫।୪: ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟାରିଫ୍‌ ଓ୍ବାର୍‌ କବଳରେ ବିମାନ ଚଳାଚଳ କ୍ଷେତ୍ର ମଧ୍ୟ ପଡ଼ିଯାଇଛି। ଆମେରିକୀୟ କମ୍ପାନୀ ବୋଇଂଠାରୁ ଜେଟ ଡେଲିଭରି ନ ନେବାକୁ ଚାଇନା ତାର ବିମାନ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଚାଇନା…

ଟ୍ରମ୍ପଙ୍କ ଟାରିଫ୍ ଭୟ: ରାତିଦିନ ଏକ କରି ଚାର୍ଟାର୍ଡ ବିମାନରେ ଭାରତରୁ ୬୦୦ ଟନ୍ iPhone ନେଇଗଲା Apple

ନୂଆଦିଲ୍ଲୀ,୧୫।୪: ଟେକ୍ ଜାଏଣ୍ଟ ଆପଲ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ମାଡ଼ରୁ ବର୍ତ୍ତିବା ପାଇଁ ରାତିଦିନ ଏକ କରି ଭାରତରୁ ୬ ଚାଟାର୍ଡ କାର୍ଗୋ ବିମାନରେ ୬୦୦ ଟନ୍ କିମ୍ବା ପ୍ରାୟ ୧.୫ ନିୟୁତ ଆଇଫୋନ୍ ଆମେରିକାକୁ ନେଇଯାଇଛି। ଏହି ପଦକ୍ଷେପ…

ପିଲା ଚୋରି ଓ ପୋଲିସ

ଭୁବନେଶ୍ୱର ରାମମନ୍ଦିର ନିକଟରେ ଭିକ୍ଷା ମାଗି ଚଳୁଥିବା ଜୟନ୍ତୀ ମଲ୍ଲିକ ନାମ୍ନୀ ଦୃଷ୍ଟିବାଧିତ ମହିଳାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଚୋରି ହେବା ରାଜଧାନୀରେ ପିଲା ଚୋର ର଼୍ୟାକେଟ୍‌ର ସକ୍ରିୟତାକୁ ଦର୍ଶାଇଛି। ଏପ୍ରିଲ ୧୨ ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିଲା । ଜୟନ୍ତୀ…

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮ ଘଣ୍ଟା ଆବଶ୍ୟକ। ତଟରକ୍ଷା ବାହିନୀ, ୩ ସାମୁଦ୍ରିକ ଥାନା ସତ୍ତ୍ୱେ ଅନୁପ୍ରବେଶ ରୋକି ହେଉନାହିଁ।…

ଏନ୍‌ଡିଏରୁ ଓହରିଲେ ପଶୁପତି ପାରସ:ଆଣିଲେ ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୧୫।୪:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (ଆର୍‌ଏଲ୍‌ଜେପି) ଓହରିଯାଇଥିବା ଏହାର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର ପାରସ ଘୋଷଣା କରିଛନ୍ତି। ଦଳିତ ପାର୍ଟି ହୋଇଥିବାରୁ ଆର୍‌ଏଲ୍‌ଜେପି ଅନ୍ୟାୟର ସମ୍ମୁଖୀନ ହୋଇଥିଲା। ବିହାରରେ…

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର ସ୍ପେସ୍‌କ୍ରାଫ୍ଟ ସୋମବାର ମହାକାଶକୁ ଯାଇଛି। ସେଲିବ୍ରିଟଙ୍କ ସହ ବେଜୋସ୍‌ଙ୍କ ପ୍ରେମିକା ଲୌରେନ୍‌ ସାଞ୍ଚେଜ୍‌ ମଧ୍ୟ…

NIA ଅଧିକାରୀଙ୍କୁ ଏହି ୩ ଜିନିଷ ମାଗିଲେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣା

ମୁମ୍ବାଇ,୧୪।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ହୁସେନ ରାଣାକୁ ଜାତୀୟ ତଦନ୍ତ ସଂସ୍ଥା (NIA) ଅଧିକାରୀମାନେ ପ୍ରତିଦିନ ୮ରୁ ୧୦ ଘଣ୍ଟା ପଚରାଉଚରା କରି ଏହି ଭୟଙ୍କର ଆକ୍ରମଣ ପଛର ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ କରିବାକୁ ଚେଷ୍ଟା କରୁଛନ୍ତି। ସୋମବାର…

ନାସା ଆଣିଲା ଜବରଦସ୍ତ ଅଫର୍‌:ଟଏଲେଟ୍‌ ସଫା କଲେ ମିଳିବ ୨୫ କୋଟି ଟଙ୍କା

ଓ୍ବାଶିଂଟନ,୧୪।୪:ନାସା ସାରା ବିଶ୍ୱର ସୃଜନଶୀଳ ଲୋକଙ୍କ ପାଇଁ ଏକ ବିଶେଷ ଚ୍ୟାଲେଞ୍ଜ ଉପସ୍ଥାପନ କରିଛି। ଏହି ଚ୍ୟାଲେଞ୍ଜର ଲକ୍ଷ୍ୟ ହେଉଛି ଏପରି ପ୍ରଯୁକ୍ତିବିଦ୍ୟା ବିକଶିତ କରିବା ଯାହା ମହାକାଶରେ ମାନବ ମଳ ଏବଂ ମୂତ୍ରକୁ ରି-ସାଇକେଲ୍‌ ବା ପୁନଃଚକ୍ରିତ କରିବାରେ ସାହାଯ୍ୟ…

ଚୋକସିଙ୍କ ପ୍ରତ୍ୟର୍ପଣ ଅନୁରୋଧ ଦାଖଲ କରିଛି ଭାରତ: ବେଲଜିୟମ କର୍ତ୍ତୃପକ୍ଷ

ବ୍ରସେଲସ,୧୪।୪: ଭାରତର ପଳାତକ ବ୍ୟବସାୟୀ ମେହୁଲ ଚୋକସିଙ୍କୁ ସୋବାର ବେଲଜିୟମରୁ ଗିରଫ କରାଯାଇଛି। ଚୋକସିଙ୍କ ଗିରଫଦାରୀ ପରେ, ଆଲୋଚନା ହେଉଛି ଯେ ୨୬,୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣା ପରେ ଚୋକସିଙ୍କୁ ମଧ୍ୟ ପ୍ରତ୍ୟର୍ପଣ କରାଯିବ। ଏସବୁ ଭିତରେ ବେଲଜିୟମ ଫେଡେରାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri