ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି
ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ ସ୍ଥଳରୁ ବିଦା କରିଦିଆଯାଇଥିଲା। ଚାପୁଡ଼ା ମାରୁଥିବାର ଭିଡିଓ ଭାଇରାଲ ହେବା ପରେ ଅତିରିକ୍ତ…
ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର
ପାଟନା,୨୭।୭: NEET ପେପର୍ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର ସନ୍ଧ୍ୟାରେ ବିହାର ସରକାରଙ୍କ ଗୃହ ବିଭାଗର ସଚିବ ଛତ୍ରନିଲ ସିଂହ ଏହି ନିର୍ଦ୍ଦେଶ…
CJP ଅଲ୍ଟିମେଟମ୍ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ
ନୂଆଦିଲ୍ଲୀ,୨୭।୭: ନିଟ୍ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି ରାଜ୍ୟଗୁଡ଼ିକ ବିଷୟରେ ସୂଚନା ସଂଗ୍ରହ କରୁଛନ୍ତି ଯେଉଁଠାରେ ପ୍ରତିବାଦକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।…
ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…
ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…
ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ
ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…
ପ୍ରତିବାଦରେ ଉପହାସ
ବିଶ୍ୱବିଖ୍ୟାତ ଔପନ୍ୟାସିକ ଚେକୋସ୍ଲୋଭାକିଆର ମିଲାନ କୁଣ୍ଡେରା ଅନେକ ବର୍ଷ ପୂର୍ବେ କହିଥିଲେ- ଯେତେବେଳେ କ୍ଷମତାରେ ଥିବା ଶକ୍ତିଶାଳୀ ଲୋକଙ୍କୁ ଦେଖି ସାଧାରଣ ନାଗରିକ ଉପହାସ କରିଥାନ୍ତି, ସେତେବେଳେ ବୁଝିବାକୁ ହେବ ଯେ ସେହି ଶାସନର ଅନ୍ତ ଆସିଯାଇଛି। ଭାରତରେ ଦେଖାଯାଉଛି କୌଣସି…
‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା
ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି ପଦ ଗ୍ରହଣ କରିଛନ୍ତି। ଏହି ପ୍ରତିବାଦରେ ‘କକ୍ରୋଚ ଜନତା ପାର୍ଟି’ (CJP) ଗୁରୁତ୍ୱପୂର୍ଣ୍ଣ…
ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ
ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…
ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…
ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଧ୍ୟ ଗ୍ରହଣ କରି ନିଆଯାଇଛି। ବର୍ତ୍ତମାନ ଏହି ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ
ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ। ସେ ତାଙ୍କର ବିଦ୍ୟମାନ ମନ୍ତ୍ରଣାଳୟର ଦାୟିତ୍ୱ ନିର୍ବାହ କରିବା ସହିତ ଶିକ୍ଷା ମନ୍ତ୍ରୀର…
ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍’ର ସନ୍ଧାନ
ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ ଏହା ଜଣାପଡ଼ିଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏକ ନକ୍ଷତ୍ରକୁ ପରିକ୍ରମଣ କରୁଥିବା ଏକ…
ଇସ୍ତଫା ଦେଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍ ୨୦ରୁ ଆନ୍ଦୋଳନ ଜାରି…

