ଗୋଟିଏ ଘଣ୍ଟାରେ ୨ଥର ଥରିଲା ତାଜିକିସ୍ତାନ, ରିକ୍ଟର ସ୍କେଲ୍ରେ ତୀବ୍ରତା ରହିଛି…
ତାଜିକିସ୍ତାନ,୧୩ା୪: ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରେକର୍ଡ କରାଯାଇଥିଲା, ଯାହାକୁ ବହୁତ ଶକ୍ତିଶାଳୀ ବୋଲି କୁହାଯାଉଛି।…
ଜଳୁଛି ପଶ୍ଚିମବଙ୍ଗ; ଆଜି ସକାଳେ ମୁର୍ଶିଦାବାଦର ଧୂଲିଆନରେ ପୁଣି ଗୁଳିକାଣ୍ଡ, ୨ ଶିଶୁ…
କୋଲକାତା,୧୩।୪: ଓ୍ବକ୍ଫ ସଂଶୋଧନ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁସଲମାନ ବହୁଳ ମୁର୍ଶିଦାବାଦ ଜିଲାରେ ଆରମ୍ଭ ହୋଇଥିବା ବିକ୍ଷୋଭ ଉଗ୍ରରୂପ ନେଇଛି। ରବିବାର ପୁଣି ଥରେ ଧୂଲିଆନରେ ଗୁଳିକାଣ୍ଡ ଘଟିଥିବା ବେଳେ ୨ ଜଣ ଶିଶୁ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ବିଏସ୍ଏଫ୍…
୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର
ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା…
ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ
ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) ଆକ୍ଟ-୨୦୨୨, ତାମିଲନାଡୁ ଡ. ଆମ୍ବେଡକର ଲ’…
Modi Cabinet Reshuffle : ଖୁବଶୀଘ୍ର ମୋଦିଙ୍କ କ୍ୟାବିନେଟ ସମ୍ପ୍ରସାରଣ: ମୁସଲିମ ଚେହେରାକୁ ନେଇ ବଢୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୨।୪: ବର୍ତ୍ତମାନ, ଭାରତରେ ୱକଫ ସଂଶୋଧନ ଆଇନ 2025 ଏବଂ ମୁସଲିମ ସମ୍ପ୍ରଦାୟ ସହିତ ଜଡିତ ବିଭିନ୍ନ ଆଲୋଚନାକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୁସଲିମ ଚେହେରା ନ ଥିବା ପ୍ରସଙ୍ଗ ପୁଣି ଥରେ ଉଠିବା…
ପ୍ରଥମଥର ରାଷ୍ଟ୍ରପତିଙ୍କୁ ଏମିତି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ: ୩ ମାସରେ ନିର୍ଣ୍ଣୟ ନିଅ
ନୂଆଦିଲ୍ଲୀ,୧୨।୪: ରାଜ୍ୟପାଳମାନଙ୍କ ଦ୍ୱାରା ପଠାଯାଇଥିବା ବିଲ ଉପରେ ତିନି ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବା ଉଚିତ ବୋଲି ପ୍ରଥମଥର ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ତାମିଲନାଡୁ ରାଜ୍ୟପାଳଙ୍କ ଦ୍ୱାରା ବିଚାରାଧୀନ ବିଲ୍ଗୁଡ଼ିକୁ ଅନୁମୋଦନ ନ ଦେବାର ନିଷ୍ପତ୍ତିକୁ…
୯୯% ସମ୍ପତ୍ତି ଦାନ କରିବାକୁ ଘୋଷଣା କଲେ ବିଲ ଗେଟ୍ସ: ଜାଣନ୍ତୁ ବାକି ୧% କରିବେ କ’ଣ
ଓ୍ବାଶିଂଟନ୍,୧୨।୪: ଦୀର୍ଘ ସମୟ ଧରି ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଥିବା ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ବିଲ ଗେଟ୍ସ ତାଙ୍କ ସମ୍ପତ୍ତିର ୯୯ ପ୍ରତିଶତ ଦାନ କରିବାକୁ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ…
ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…
ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ ରହିଥାଏ। ବାବା ବିଜେଡିରେ ଥିବାବେଳେ ଦଣ୍ଡଧରି ଦଳର ଦଉଡ଼ିକୁ ସମ୍ଭାଳି ଥିଲେ। ଯୁଆଡ଼େ ଗଲେ…
ଲଗାତର ୫ ମ୍ୟାଚ୍ ହାରି ବି ପ୍ଲେ-ଅଫ୍ରେ ପହଞ୍ଚିପାରିବ CSK: ଜାଣନ୍ତୁ କ’ଣ ଅଛି ସମୀକରଣ
ଚେନ୍ନାଇ,୧୨।୪: ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସକୁ IPL 2025ର ୨୫ତମ ମ୍ୟାଚ୍ରେ ପରାଜୟର ସାମ୍ନା କରିବାକୁ ପଡିଛି। ଏହା କୋଲକାତା ନାଇଟ ରାଇଡର୍ସଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଏହି ସିଜନରେ ଏହା ସିଏସକେର ଲଗାତାର ପଞ୍ଚମ…
ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା ଟାଙ୍ଗିଆରେ ହାଣି ସମ୍ପର୍କୀୟ ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଇଛନ୍ତି। ମୃତକ ଜଣକ ହେଲେ…
ବଢ଼ୁଛି କନ୍ୟାଭ୍ରୂଣ ହତ୍ୟା: ୩୦୦ ଗର୍ଭପାତ କେନ୍ଦ୍ରର ଲାଇସେନ୍ସ ରଦ୍ଦ
ଚଣ୍ଡୀଗଡ଼,୧୨।୪:ହରିୟାଣାରେ ପୁଅଙ୍କ ତୁଳନାରେ ଝିଅ ସଂଖ୍ୟା ଉଦ୍ବେଗଜନକ ଭାବେ ହ୍ରାସ ପାଇଚାଲିଛି। ୨୦୨୪ର ତଥ୍ୟ ଅନୁଯାୟୀ ପ୍ରତି ୧୦୦୦ ପୁଅରେ ଝିଅ ସଂଖ୍ୟା ୯୧୦କୁ ହ୍ରାସ ପାଇଛି। ରାଜ୍ୟରେ କନ୍ୟାଭ୍ରୂଣ ହତ୍ୟା ର଼୍ୟାକେଟ ବଢ଼ିଚାଲିଥିବା ଏକ ତଦନ୍ତରୁ ଜଣାପଡ଼ିବା ପରେ ବେଆଇନ…
କାହିଁକି ସସ୍ମିତ ନେଲେ ଏତେ ବଡ଼ ନିଷ୍ପତ୍ତି: ଗୁମର ଖୋଲିଦେଲେ ସପ୍ତଗିରି
ଭୁବନେଶ୍ୱର,୧୨।୪(ରବିନାରାୟଣ ଜେନା):ରାଜ୍ୟ ସଭାରେ ଓ୍ବକ୍ଫ ବିଲ୍ ପାରିତ ବେଳେ ବିଜେଡି ସଦସ୍ୟ ଡ. ସସ୍ମିତ ପାତ୍ରଙ୍କ ଉପରେ ଦ୍ୱିତୀୟ କ୍ଷମତା କେନ୍ଦ୍ରର ଚାପ ଥିଲା ବୋଲି କଂଗ୍ରେସ ଏମ୍ପି ସପ୍ତଗିରି ଉଲାକା ଶୁକ୍ରବାର ଭି. କେ ପାଣ୍ଡିଆନଙ୍କୁ ଆକ୍ଷେପ କରି କହିଛନ୍ତି।…
Archives


