Home Middle

ପ୍ରତିରୋଧି ଚାଇନା ଉପରେ ପୁଣି ଟାରିଫ୍ ବଢାଇଲେ ଟ୍ରମ୍ପ, ଛୁଇଁଲା ୧୪୫%

ନୂଆଦିଲ୍ଲୀ,୧୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚାଇନା ଉତ୍ପାଦ ଉପରେ ଶୁଳ୍କ ବୃଦ୍ଧି ଯୋଗୁଁ ଅଧିକାଂଶ ଉତ୍ପାଦ ଉପରେ ୱାଶିଂଟନର ଅତିରିକ୍ତ ଶୁଳ୍କ ୧୪୫%କୁ ପହଞ୍ଚିଛି। ଟ୍ରମ୍ପ ବୁଧବାର କେତେ ଗୁଡ଼ିଏ ଦେଶ ଉପରେ ନୂତନ ଶୁଳ୍କ ବୃଦ୍ଧିକୁ ୯୦ ଦିନ…

AI ସହାୟତାରେ ଜନ୍ମନେଲା ବିଶ୍ୱର ପ୍ରଥମ ଶିଶୁ: ଜାଣନ୍ତୁ କ’ଣ ଏହି ନୂଆ IVF ଚିକିତ୍ସା

ନୂଆଦିଲ୍ଲୀ,୧୧।୪: ଆଜିର ସମୟରେ ପ୍ରଯୁକ୍ତିବିଦ୍ୟାର ପ୍ରଭାବ ଅଧିକ। ଏହା ପ୍ରତ୍ୟେକ କ୍ଷେତ୍ରରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ। ତାହା ପାଠପଢ଼ା ହେଉ, କାମ ହେଉ, ଚାଷ ହେଉ କିମ୍ବା ଘର କାମ ହେଉ। ସବୁଠି ପ୍ରଯୁକ୍ତିବିଦ୍ୟା ଜୀବନକୁ ଦ୍ରୁତ, ସହଜ ଏବଂ ସ୍ମାର୍ଟ…

ଇତିହାସ ରଚିଲେ ବିରାଟ କୋହଲି: ଏପରି କାରନାମା କରିବାରେ IPLର ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୧୦।୪: ବିରାଟ କୋହଲି IPL 2025 ରେ ଇତିହାସ ରଚିଛନ୍ତି। ସେ ଗୁରୁବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୨୨ ରନର ଏକ ଇନିଂସ ଖେଳିଥିଲେ। ଏହି ସମୟ ମଧ୍ୟରେ, କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ବ୍ୟାଟିଂ କରୁଥିବା ସମୟରେ ଦୁଇଟି…

ବାରାକ ଓବାମାଙ୍କ ସହ ଛାଡ଼ପତ୍ର ଚର୍ଚ୍ଚା ମଧ୍ୟରେ ମୁହଁ ଖୋଲିଲେ ମିଶେଲ ଓବାମା: କହିଲେ ଏମିତି କଥା…

ଓ୍ବାଶିଂସନ୍‌,୧୦।୪: ପୂର୍ବତନ ଆମେରିକାର ପ୍ରଥମ ମହିଳା ମିଶେଲ ଓବାମା ତାଙ୍କ ଏବଂ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ମଧ୍ୟରେ ଛାଡପତ୍ରକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅନେକ ସାର୍ବଜନୀନ କାର୍ଯ୍ୟକ୍ରମରେ ମିଶେଲଙ୍କ ଅନୁପସ୍ଥିତି ଏବଂ ବାରାକ ଓବାମାଙ୍କୁ ଏକା ଦେଖାଯିବା…

ଦାନ୍ତ ବିପଜ୍ଜନକ ଅସ୍ତ୍ର ନୁହେଁ…ରୋଚକ ରାୟ ଦେଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ,୧୦।୪: ବମ୍ବେ ହାଇକୋର୍ଟ ଜଣେ ମହିଳାଙ୍କ ଦ୍ୱାରା ତାଙ୍କ ଶ୍ୱଶୁର ଘର ଲୋକଙ୍କ ବିରୋଧରେ ଦାୟର କରାଯାଇଥିବା FIRକୁ ଖାରଜ କରିଦେଇଛନ୍ତି। କୋର୍ଟ ତାଙ୍କୁ କହିଛନ୍ତି, ମଣିଷ ଦାନ୍ତକୁ ଏକ ବିପଜ୍ଜନକ ଅସ୍ତ୍ର ଭାବରେ ବିବେଚନା କରାଯାଇପାରିବ ନାହିଁ,ଯାହା ଗୁରୁତର କ୍ଷତି…

ଖୁସିଖବର! ୧୨୮ ବର୍ଷ ପରେ ଟି20 କ୍ରିକେଟକୁ ମିଳିଲା ଅଲିମ୍ପିକ୍ସରେ ଏଣ୍ଟ୍ରି, ଜାଣନ୍ତୁ କେତେ ଟିମ୍‌…

ନୂଆଦିଲ୍ଲୀ,୧୦।୪: ଶେଷରେ କ୍ରିକେଟକୁ ଅଲିମ୍ପିକ୍ସରେ ଏଣ୍ଟ୍ରି ମିଳିଛି। ୧୯୦୦ ମସିହାରେ ଅଲିମ୍ପିକ୍ସରେ କ୍ରିକେଟକୁ ଶେଷ ଥର ପାଇଁ ସାମିଲ କରାଯାଇଥିଲା। ଏବେ ୧୨୮ ବର୍ଷ ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରିବାକୁ ଯାଉଛି। ଆୟୋଜକମାନେ ନିଶ୍ଚିତ କରିଛନ୍ତି…

ଆମେ ମୁଣ୍ଡ ନୁଆଁଇବୁ ନାହିଁ..ଆମେରିକାକୁ ଧମକ ଦେଲା ଚାଇନା

ବେଜିଂ,୧୦।୪: ଆମେରିକା ଚାଇନା ଉପରେ ୧୦୪ ପ୍ରତିଶତ ଟାରିଫ୍‌ ଲଗାଇବା ପରେ, ଏବେ ଚାଇନା ମଧ୍ୟ ଆମେରିକା ଉପରେ ୮୪ ପ୍ରତିଶତ ଟାରିଫ୍‌ ଲଗାଇବା ଘୋଷଣା କରି ପ୍ରତିଶୋଧ ନେଇଛି। ଟାରିଫ୍‌ ପ୍ରସଙ୍ଗରେ ଉଭୟ ଦେଶ ପରସ୍ପର ସହିତ ମୁହାଁମୁହିଁ ଅଛନ୍ତି।…

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର ଜଣାଶୁଣା ୧୩ଜଣ କଳାକାରଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ,ଅଙ୍ଗ ବସ୍ତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଛି। ଆୟୋଜିତ ସଭା…

ଦିଲ୍ଲୀରେ ପହଞ୍ଚିଲା ୨୬/୧୧ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ୍‌ ତହଉର ରାଣା

ନୂଆଦିଲ୍ଲୀ, ୧୦।୪: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହଉର ହୁସେନ ରାଣା ରାଣାକୁ ଭାରତ ଅଣାଯାଇଛି। ତାଙ୍କୁ ନେଇ ଆସୁଥିବା ସ୍ୱତନ୍ତ୍ର ଗାଡ଼ିଟି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଖୁବ୍‌ଶୀଘ୍ର, ତାଙ୍କୁ ବିମାନବନ୍ଦରରୁ ଜାତୀୟ ତଦନ୍ତ ସଂସ୍ଥା (NIA) ମୁଖ୍ୟାଳୟକୁ…

ନବୀନଙ୍କ ବୟାନ, ପୁଣି ପାଣ୍ଡିଆନଙ୍କ ବଢାଇଲା ଚର୍ଚ୍ଚା, ଏବେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦।୪: ଓ୍ବକଫ୍‌ ପ୍ରସଙ୍ଗ ପରେ ଏବେ ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡି ଏମପିଙ୍କ ମଧ୍ୟରେ ଯେଉଁ ମତଭେଦ ଦେଖାଦେଇଥିଲା ତାହା ଏବେ ଉଗ୍ରରୂପ ନେଇଛି। ପ୍ରଥମେ ସସ୍ମିତଙ୍କୁ ନେଇ ଯେତିକି ଜୋର୍‌ରେ ଚର୍ଚ୍ଚା…

ଭୁବନେଶ୍ୱରରେ ହେବ ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ୍ ସେଣ୍ଟର, ଏହି ଅଞ୍ଚଳରେ ନିର୍ମାଣ କରିବ OBCC

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରକୁ ଖୁବଶୀଘ୍ର ୧୦,୦୦୦ ଆସନ ବିଶିଷ୍ଟ ମେଗା କନଭେନସନ ସେଣ୍ଟର ମିଳିବ। ଓଡ଼ିଶା ସେତୁ ନିର୍ମାଣ ନିଗମ(OBCC) ଏହାକୁ ECoR ମୁଖ୍ୟାଳୟ ନିକଟରେ ନିର୍ମାଣ କରିବ। ଭୁବନେଶ୍ୱର ସହରକୁ ବିଶ୍ୱ ବ୍ୟବସାୟ ଏବଂ ପର୍ଯ୍ୟଟନର ଏକ କେନ୍ଦ୍ର ଭାବରେ…

ପାଣ୍ଡିଆନଙ୍କ ଗୁମର ଖୋଲିଦେଲେ ପ୍ରଭାତ, କହିଲେ ଭୟଙ୍କର ଷଡଯନ୍ତ୍ର

ଭୁବନେଶ୍ୱର,୧୦।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ପରେ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଓ୍ବକଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ଆକ୍ଷେପ କରିବା ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ମହଙ୍ଗା ପଡ଼ିଛି। ବିଜେଡି ସୁପ୍ରିମୋ ନବୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri