ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ
ଗୋପାଳପୁର/ବ୍ରହ୍ମପୁର, ୨/୮(ନବୀନ ରାଜ ଆଚାରୀ/ସୁବାସ ଚନ୍ଦ୍ର ପାଢ଼ୀ): କିଛି ବର୍ଷ ବ୍ୟବଧାନରେ ୍ରହ୍ମପୁର ପୋଲିସ ଜିଲାରେ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଓରଫ ମାଲ ନାହାକ(୨୯) ଆହତ ହୋଇଛି। ଘଟଣାଟି ପିତାତଳି-ସୋର୍ଲା ରୋଡ ନିକଟରେ ଶନିବାର ଭୋର ପ୍ରାୟ ସାଢେ ୫ଟା’ବେଳେ…
ଚାଲି ଶିଖୁଛନ୍ତି ଶୁଭାଂଶୁ ଶୁକ୍ଳା, ଫୋନ ବି ହାତକୁ ଲାଗୁଛି ଓଜନିଆ
ନୂଆଦିଲ୍ଲୀ,୨।୮: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଆନ୍ତର୍ଜାତୀୟ ମହାକାଶ ଷ୍ଟେଶନରୁ ଫେରିଛନ୍ତି। ଫେରିବା ପରେ ସେ ତାଙ୍କର ଅଭିଜ୍ଞତା ବାଣ୍ଟିଛନ୍ତି। ସେ କହିଥିଲେ ଯେ ମୁଁ ୨୦ ଦିନ ପାଇଁ ମାଇକ୍ରୋଗ୍ରାଭିଟି କ୍ଷେତ୍ରରେ ରହିଲି। ଏବେ ମୁଁ ଗୁରୁତ୍ୱାକର୍ଷଣରେ ବଞ୍ଚିବାକୁ ଚେଷ୍ଟା…
ଆଉ ରୁଷିଆରୁ ତେଲ କିଣିବ ନାହିଁ ଭାରତ: ବଡ଼ ଦାବି କଲେ ଟ୍ରମ୍ପ
ଓ୍ବାଶିଂଟନ୍, ୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆରୁ ତେଲ କିଣିବା ଉପରେ ଭାରତର ସମ୍ଭାବ୍ୟ ପ୍ରତିବନ୍ଧକ ରିପୋର୍ଟ ଉପରେ ପ୍ରତିକ୍ରିୟା ଦେଇ ଏହାକୁ ଏକ ଭଲ ପଦକ୍ଷେପ ବୋଲି କହିଥିଲେ। ସେ ଏହା ମଧ୍ୟ ସ୍ବୀକାର କରିଛନ୍ତି ଯେ, ସେ…
ଟ୍ରକ୍କୁ ପଛରୁ ପିଟିଲା ଭ୍ୟାନ୍: ୧୩ ଯବାନ ଆହତ
ଅନୁଗୋଳ,୨।୮: ଅନୁଗୋଳ ଜିଲା ଏନଏଚ ୫୫ ଜରପଡ଼ା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଯବାନଙ୍କୁ ନେଇ ଯାଉଥିବା ଭ୍ୟାନ୍ ଟ୍ରକ୍କୁ ପଛରୁ ଧକ୍କା ଦେଇଛି। ଦୁର୍ଘଟଣାରେ ୧୩ ଯବାନ ଆହତ ହୋଇଛନ୍ତି। OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ଭ୍ୟାନଟି…
‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଖୁସିରେ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨। ୮ (ସୌମ୍ୟରଞ୍ଜନ ରାଉତ):୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା ହୋଇଛି। ଏଥିରେ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ କରାଯାଇଛି। ତରଙ୍ଗ ସିନେ ପ୍ରଡକ୍ସନ୍ସ ପ୍ରସ୍ତୁତ ଏବଂ ସବ୍ୟସାଚୀ…
ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ: ଦୋଛକିରେ ବିଜେଡି
ଭୁବନେଶ୍ୱର,୨ା୮(ରବିନାରାୟଣ ଜେନା):ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନକରଙ୍କ ଇସ୍ତଫା ପରେ ଜାତୀୟ ଓ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ସ୍ଥିର ହୋଇଛି। ଧନକରଙ୍କ ଇସ୍ତଫାକୁ ନେଇ ଜାତୀୟସ୍ତରରେ…
71st National Film Award: ବିଜେତାଙ୍କ ନାମ ଘୋଷଣା, ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର, ୩୩ ବର୍ଷ ପରେ…
ନୂଆଦିଲ୍ଲୀ,୧।୮: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ନେଇ ଶୁକ୍ରବାର ଘୋଷଣା କରାଯାଇଛି। ୨୦୨୩ରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ରଗୁଡ଼ିକୁ ନେଇ ଏହି ପୁରସ୍କାର ଘୋଷଣା କରାଯାଇଛି। ବିକ୍ରାନ୍ତ ମେସି ଓ ରାଣୀ ମୁଖାର୍ଜୀଙ୍କ ନାମ ବେଶ ଚର୍ଚ୍ଚାରେ ଥିଲା, କିନ୍ତୁ ଏବେ ସମସ୍ତ…
ଲିଓନେଲ ମେସି ଖେଳିବେ କ୍ରିକେଟ! ଡିସେମ୍ବରରେ ଧୋନି-କୋହଲିଙ୍କ ବିପକ୍ଷେ ମୁମ୍ବାଇରେ ମ୍ୟାଚ
ମୁମ୍ବାଇ,୧।୮: ଆର୍ଜେଣ୍ଟିନାର ଫୁଟବଲ ତାରକା ଲିଓନେଲ ମେସି ଡିସେମ୍ବର ୧୪ରେ ମୁମ୍ବାଇର ଓ୍ୱାଙ୍ଖେଡେ ଷ୍ଟାଡିୟମରେ ଏକ ସାତ-ଜଣିଆ କ୍ରିକେଟ ମ୍ୟାଚରେ ଏମଏସ ଧୋନି ଓ ବିରାଟ କୋହଲିଙ୍କ ବିପକ୍ଷେ ଖେଳିବେ ବୋଲି ସୂଚନା ମିଳିଛି। ଏହି ମ୍ୟାଚରେ ସଚିନ ତେନ୍ଦୁଲକର ଓ…
ସେକ୍ସ ଟେପ୍ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଦୋଷୀ ସାବ୍ୟସ୍ତ: କୋର୍ଟରେ ଭୋ ଭୋ ହୋଇ କାନ୍ଦିଲେ
ବେଙ୍ଗାଲୁରୁ,୧।୮: କର୍ନାଟକ ହାଇକୋର୍ଟ ବଳାତ୍କାର ଏବଂ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ଜନତା ଦଳ (ଏସ) ଏମ୍ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। କୋର୍ଟ ଏହି ମାମଲାରେ ରେଭାନ୍ନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ…
ପୂର୍ବତନ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି, ମାସିକ ଦରମା ୧୫,୦୦୦ ଟଙ୍କା
ଭୁବନେଶ୍ୱର,୧।୮: ସାଧାରଣ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି। ମାସକୁ ୧୫,୦୦୦ ଟଙ୍କା ଦରମା ପାଉଥିବା କିରାଣିଙ୍କ ଏତେ ସମ୍ପତ୍ତି କେମିତି ହେଲା ତାହାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କର୍ଣ୍ଣାଟକର କୋପ୍ପାଲ ଜିଲାରେ କର୍ଣ୍ଣାଟକ ଗ୍ରାମୀଣ ଭିତ୍ତିଭୂମି ଉନ୍ନୟନ ଲିମିଟେଡ…
ମୁଁ ଅତୁଲ ସୁବାଷ ନୁହେଁ… ସ୍ତ୍ରୀଙ୍କ ସଙ୍ଗୀନ ଅଭିଯୋଗ ପରେ ମୁହଁ ଖୋଲିଲେ ଓଏଏସ ଅଧିକାରୀ
ଭୁବନେଶ୍ୱର,୧।୮: ଓଏଏସ ଅଧିକାରୀ ତଥା OSDMAରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସ। ଛୁଆ ଜନ୍ମ ପରଠୁ ମେଡିକାଲରୁ ସାର୍ଥକ କୁଆଡେ ପଳାଇଥିବା ତାଙ୍କ ସ୍ତ୍ରୀ କହିଛନ୍ତି। ସେପଟେ ଶୁକ୍ରବାର…
ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ, ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଖାଲି ପଡିଛି ପଦବୀ
ନୂଆଦିଲ୍ଲୀ,୧।୮: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଅଚାନକ ଇସ୍ତଫା ଦେଶର ରାଜନୀତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କ ଇସ୍ତଫା ପରେ ପରବର୍ତ୍ତୀ ଉପରାଷ୍ଟ୍ରପତି ଚୟନ ପାଇଁ ନିର୍ବାଚନ ଆଗାମୀ ସେପ୍ଟେମ୍ବର ୯ରେ ଅନୁଷ୍ଠିତ ହେବ ବୋଲି ଭାରତ ନିର୍ବାଚନ କମିଶନ…

