Home Middle

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଅନୁଯାୟୀ, ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ବ୍ୟବସାୟୀମାନଙ୍କୁ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ସରକାର ୦.୫ ପ୍ରତିଶତ ଟ୍ୟାକ୍ସ ନେବ ବୋଲି ହେଉଥିବା ଦାବିକୁ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪ ଜଣଙ୍କ ମୃତ୍ୟୁ ଘଟିଛି। କୁକି ସମ୍ପ୍ରଦାୟ ‘କଳା ଦିବସ’ ପାଳନ କରୁଥିବା ବେଳେ…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ ପକ୍ଷରୁ ମୋଟ ୨୫,୯୩୮.୧୫ କୋଟି ଟଙ୍କାର ୨୬,୩୮୫ଟି ବିନିଯୋଗ ପ୍ରମାଣପତ୍ର ଦାଖଲ ହୋଇନାହିଁ।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ, ଗତ ଦଶନ୍ଧି ତୁଳନାରେ ଏବେ ହିମାଳୟର ଗ୍ଲେସିୟର ବା ବରଫପାହାଡ଼ ଅତି ଦ୍ରୁତଗତିରେ…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର ପ୍ରକାଶ କରିଛନ୍ତି। ଏହାଦ୍ୱାରା ଏକ ପ୍ରମୁଖ ସାମୁଦ୍ରିକ ଜାହାଜ ଚଳାଚଳପଥ ଉପରେ ସେମାନଙ୍କର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସ୍ଥଳ ଭାଗ ଛୁଇଁଛି । ଏହାର ପ୍ରଭାବ ଓଡ଼ିଶା ଉପରେ କମ୍‌ ରହିଥିବାବେଳେ…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ ପାଳନ ଅବସରରେ ଏହି ଆଲୋକର ପର୍ବର ଆୟୋଜନ କରାଯାଇଥିଲା। ବ୍ରିଟେନ୍‌ର ଚିନ୍ମୟ ମିଶନ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ ପାଇଁ ଚନ୍ଦ୍ର ପଛରେ ଶୁକ୍ର ଗ୍ରହ ଅଦୃଶ୍ୟ ହୋଇଯାଇଥିଲା। ଏହାକୁ ଜ୍ୟୋତିର୍ବିଜ୍ଞାନ ଭାଷାରେ…

ଦୁର୍ଗାପୂଜା ପୂର୍ବରୁ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା ବସୁନିଆ ବଡ଼ ଦାବି କରିଛନ୍ତି। ଦୁର୍ଗାପୂଜା ପୂର୍ବରୁ NCPIର ୨୦ ଜଣ ସାଂସଦଙ୍କ…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’ ଦ୍ୱୀପକୁ ଅକ୍ତିଆର କରିଛନ୍ତି। ବାବ୍‌ ଏଲ୍‌-ମାଣ୍ଡେବ ଜଳପଥ ମଧ୍ୟରେ ସାମରିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?