ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ
ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ରବିବାର ଅନୁଷ୍ଠିତ ରୋମାଞ୍ଚକ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସକୁ…
ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ
ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ ଖୁସିବ୍ୟକ୍ତ କରାଯାଇଛି। ପିସିସିଏଫ୍(ବନ୍ୟପ୍ରାଣୀ)ଙ୍କ ତଥ୍ୟ…
ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ: କଥା ନ ମାନିଲେ ହେବ ବୋମାମାଡ଼
ନୂଆଦିଲ୍ଲୀ,୩୦।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚେତାବନୀ ଦେଇଛନ୍ତି ଯେ ଯଦି ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ଉପରେ ଏକ ଚୁକ୍ତିରେ ପହଞ୍ଚିବାକୁ ମନା କରେ, ତେବେ ସେ ଇରାନ ଉପରେ ବୋମା ପକାଇବା ବିଷୟରେ ବିଚାର କରିବେ। ଏକ ସାକ୍ଷାତକାରରେ…
ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆ…
ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ
ଭୁବନେଶ୍ୱର,୩୦।୩(ସତ୍ୟଜିତ୍ ରାଉତ): ଅନଲାଇନ୍ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି ୪୦ କୋଟି ଟଙ୍କା ଠକି ନେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ସାଇବର ୟୁନିଟ୍…
ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷରୁ ଅଛି କମ୍ ଟଙ୍କା, ଚେତାବନୀ ଦେଇ ଅର୍ଥ ବିଶେଷଜ୍ଞ କହିଲେ…
ନୂଆଦିଲ୍ଲୀ,୩୦ା୩: ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷ ଟଙ୍କାରୁ କମ୍ ରହିଛି। ଏନେଇ ଅର୍ଥ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ, ଭାରତର ପରବର୍ତ୍ତୀ ସଙ୍କଟ ବ୍ୟକ୍ତିଗତ ବ୍ୟକ୍ତିଗତ ହେବ। ଅର୍ଥାତ୍ ଭୟଙ୍କର ଆର୍ଥିକ ସଙ୍କଟର ସମ୍ମୁଖୀନ ହେବେ ଭାରତୀୟ। ବିଶ୍ୱ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ…
Big Breaking: ନିର୍ଗୁଣ୍ଡିରେ ଲାଇନ୍ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା…
RSS ପ୍ରତିଷ୍ଠାତା ହେଡ୍ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ
ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍ଏସ୍ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ ବି ହେଡ୍ଗେୱାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ଆରଏସ୍ଏସ୍ ମୁଖ୍ୟ ମୋହନ ଭାଗବତ…
ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ
ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ…
ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?
ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା…
VRS ନେଲେ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ…
Archives


