Home Middle

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି ଏକ ସମ୍ବେଦନଶୀଳ ଖବର। କୁଣ୍ଢେଇଗୋଳା ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ବିଜ୍ଞାନ ଶିକ୍ଷକଙ୍କ…

ନାମ୍ବିୟାକୁ ଧୂଳି ଚଟାଇଲା ଭାରତ: ୯୩ ରନରେ ଐତିହାସିକ ବିଜୟ ସହ ରଚିଲା ନୂଆ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଭାରତୀୟ ଦଳ ନିଜର ଦବଦବା ବଜାୟ ରଖିଛି। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍-ଏ ମ୍ୟାଚରେ ଭାରତ ନାମ୍ବିୟାକୁ ୯୩ ରନର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଟି୨୦ ବିଶ୍ୱକପ ଇତିହାସରେ…

T20 World Cup: ୧୦ ୱିକେଟରେ ଇଟାଲୀର ଐତିହାସିକ ବିଜୟ, ଦୁଇଭାଇଙ୍କ ଝଡ଼ରେ ନେପାଳ ପରାସ୍ତ

ମୁମ୍ବାଇ,୧୨।୨: ଟି୨୦ ବିଶ୍ୱକପ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ପ୍ରଥମ ଥର ପାଇଁ ବିଶ୍ୱକପ ଖେଳୁଥିବା ଇଟାଲୀ, ନେପାଳ ଭଳି ଶକ୍ତିଶାଳୀ ଦଳକୁ ୧୦ ୱିକେଟରେ ପରାସ୍ତ କରି ନିଜ କ୍ରିକେଟ ଇତିହାସର ପ୍ରଥମ ବିଶ୍ୱକପ ବିଜୟ ହାସଲ…

ଇଶାନ-ହାର୍ଦ୍ଦିକଙ୍କ ବିସ୍ଫୋରଣ ପରେ ନାମ୍ବିୟାର ଜବରଦସ୍ତ ପ୍ରତ୍ୟାବର୍ତ୍ତନ, ଭାରତର ବିଶାଳ ସ୍କୋର

ନୂଆଦିଲ୍ଲୀ,୧୨।୨: ଭାରତ ଓ ନାମ୍ବିୟା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ବ୍ୟାଟିଂ ବିପର୍ଯ୍ୟୟ ଓ ବିସ୍ଫୋରକ ଅର୍ଦ୍ଧଶତକର ଏକ ରୋମାଞ୍ଚକର ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ ହରାଇ ୨୦୯ ରନ୍ ସଂଗ୍ରହ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ ଏକ ପ୍ରେମୀଯୁଗଳ ଗୋଟିଏ ଗଛର ଗୋଟିଏ ଡାଳରେ ଆତ୍ମହତ୍ୟା କରିଥିବା ଘଟଣା ସ୍ଥାନୀୟ…

ସଞ୍ଜୁ ସାମସନଙ୍କ ଧୂଆଁଧାର ବିଶ୍ୱକପ ପଦାର୍ପଣ, ଦ୍ୱିତୀୟ ବୟସ୍କ ଭାରତୀୟ ଭାବେ ରେକର୍ଡ

ନୂଆଦିଲ୍ଲୀ,୧୨।୨: ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଟି୨୦ ବିଶ୍ୱକପରେ ପଦାର୍ପଣ କରିଛନ୍ତି ୱିକେଟ କିପର ବ୍ୟାଟର ସଞ୍ଜୁ ସାମସନ। ଗୁରୁବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ନାମିବିଆ ବିପକ୍ଷ ମ୍ୟାଚରେ ସଞ୍ଜୁଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଛି। ପେଟରେ…

ଲେଜର ଲାଇଟ୍ ବ୍ୟାନ୍: ଡିଜେ ଶବ୍ଦ ଉପରେ କଟକଣା ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ,୧୨ା୨: ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ ସହରର ବିଭିନ୍ନ ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଲେଜର ଲାଇଟ୍ ଏବଂ ବିକଟାଳ ଶବ୍ଦ…

ଟି୨୦ ବିଶ୍ୱକପ: ଟସ୍ ଜିତି ଭାରତକୁ ବ୍ୟାଟିଂ ପାଇଁ ନିମନ୍ତ୍ରଣ କଲା ନାମ୍ବିୟା, ଖେଳିବେନି ଅଭିଷେକ

ନୂଆଦିଲ୍ଲୀ,୧୨।୨: ଟି୨୦ ବିଶ୍ୱକପ ୨୦୨୬ର ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରୁପ୍-ଏ ମ୍ୟାଚରେ ଗୁରୁବାର ଭାରତ ଓ ନାମ୍ବିୟା ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ନାମ୍ବିୟା ଅଧିନାୟକ ଗେରାର୍ଡ ଏରାସମସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିବ କି କେନ୍ଦ୍ରୀୟ ମାନ୍ୟତା ? ରାଜ୍ୟସଭାରେ ଉଠିଲା ଦାବି

ନୂଆଦିଲ୍ଲୀ,୧୨ା୨: ଓଡ଼ିଶାର ଶିକ୍ଷା ଦିଗରେ ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ବିରାଟ ଅବଦାନ ରହିଛି । ଏଠାରୁ ଅନେକ ବିଶିଷ୍ଟ ବ୍ୟକ୍ତିବିଶେଷ ଶିକ୍ଷା ଗ୍ରହଣ କରିଛନ୍ତି। ଏବେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ‘କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ’ ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ବିଜେଡି ସାଂସଦ…

ଜାନୁଆରୀରେ ଖୁଚୁରା ଦରଦାମ୍ ହାର ୨.୭୫%, ପ୍ରଥମ ଥର ହେଲା ଏପରି ପରିବର୍ତ୍ତନ

ମୁମ୍ବାଇ,୧୨।୨: ଭାରତର ଆର୍ଥିକ ପରିସଂଖ୍ୟାନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (CPI) ର ନୂଆ ବେସ୍ ଇୟର ୨୦୨୪ ଆଧାରରେ ପ୍ରଥମ ଥର ପାଇଁ ତଥ୍ୟ ପ୍ରକାଶ ପାଇଛି। ୨୦୨୬ ଜାନୁଆରୀ ମାସରେ ଦେଶର ଖୁଚୁରା…

ଯାହା ଭୟ କରୁଥିଲା ପାକିସ୍ତାନ, ତାହା କରିଦେଲା ଭାରତ: ୧୧୪ ରାଫାଲ ଜେଟ୍‌କୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୨:ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇବାକୁ ଯାଉଛି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ରାଫାଲ ଲଢ଼ୁଆ ବିମାନ ପାଇଁ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ହୋଇଥିବା ମେଗା ଡିଲ ସମ୍ପର୍କରେ ଏକ ଭଲ ଖବର ଆସିଛି। ଗୁରୁବାର…

ବିଦ୍ୟାଳୟକୁ ମଦ ପିଇ ଆସିଲେ ଛାତ୍ର, ନିଶାରେ ଚେତାଶୂନ୍ୟ ହୋଇ କଲେ……

ନୟାଗଡ଼,୧୨।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା ବେଳେ ଜଣେ ଛାତ୍ର ସ୍କୁଲରେ ମଦ ପିଇ ଶୋଇ ପଡ଼ିଥିବା ଖବର ସାମ୍ନାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri