Home Middle

ପଛରେ ପଡ଼ିବ ଗୁଗଲ୍, ନିଜସ୍ୱ ସର୍ଚ୍ଚ ଇଞ୍ଜିନ୍ ପ୍ରସ୍ତୁତ କରୁଛନ୍ତି ଭାରତ ସରକାର

ନୂଆଦିଲ୍ଲୀ, ୨୧ା୩: ଭାରତ ଏକ ସ୍ୱଦେଶୀ ଭାବରେ ବିକଶିତ ବ୍ରାଉଜର(ସର୍ଚ୍ଚ ଇଞ୍ଜିନ୍) ଯୋଜନା କରୁଛି ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ। ଏଥିପାଇଁ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଗୁରୁବାର ତାହାର ଫଳାଫଳ ଘୋଷଣା କରାଯାଇଛି। କାର୍ଯ୍ୟକ୍ରମରେ…

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୨୧ା୩: କ୍ରୀଡା ମନ୍ତ୍ରଣାଳୟ ସୂତ୍ର ଅନୁଯାୟୀ, ଭାରତ ୨୦ ମାର୍ଚ୍ଚ, ଗୁରୁବାର ଅହମ୍ମଦାବାଦ ସହରରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତରେ ୨୦୩୬ ଗ୍ରୀଷ୍ମକାଳୀନ କ୍ରୀଡ଼ା ଆୟୋଜନ କରିବାକୁ ଚାହିଁଥିବାରୁ…

ସେବାରେ ନିଜର ସ୍ବତନ୍ତ୍ରତା ପ୍ରତିଫଳିତହେବା ଦରକାର

ଦେଶିଆ ଇକୋ ରିସୋର୍ଟର ଫାଉଣ୍ଡର ତଥା ସଫଳ ଉଦ୍ୟୋଗୀ ହେଉଛନ୍ତି ଯୁଗବ୍ରତ କର। ପୁରୀରେ ତାଙ୍କର ଜନ୍ମ, ସେଇଠି ସେ ଛୋଟରୁ ବଡ଼ ହୋଇଛନ୍ତି। ପୁରୀ ଆସୁଥିବା ବିଦେଶୀ ପର୍ଯ୍ୟଟକଙ୍କ କାହାଣୀ ଜାଣିବାକୁ ତାଙ୍କୁ ଭଲ ଲାଗେ। ସେମାନେ ଯେପରି ବୁଲିବାକୁ…

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ ୧୬୩ ଜଣ ଅସୁସ୍ଥ ହୋଇ ପଡିଛନ୍ତି। ଏଥିରେ ଚନ୍ଦନପୁର ପଞ୍ଚାୟତର ଚନ୍ଦନପୁର ଓ ଜଗନ୍ନାଥପୁର,…

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ହେବ ବୋଲି ବୁଧବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଥିଲେ। ହେଲେ ଶୁକ୍ରବାରଠାରୁ…

ଶୁକ୍ରବାରଠାରୁ ସକାଳୁଆ ସ୍କୁଲ: ଗଣଶିକ୍ଷା ପକ୍ଷରୁ ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୨୦।୧: ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଶୁକ୍ରବାରଠାରୁ ସକାଳୁଆ ସ୍କୁଲ ନେଇ ଗଣଶିକ୍ଷା ବିଭାଗ…

ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ: କହିଲେ,ପ୍ରକୃତରେ ଖୁବ ଶାନ୍ତିଦାୟକ

ଭୁବନେଶ୍ୱର,୨୦।୩: ଓଡ଼ିଆ ଜାତିର ଜୀବନଶୈଳୀରେ ଅଭିନ୍ନ ଅଂଶ ପଖାଳ। ଆଜି ଚାରିଆଡେ ‘ପଖାଳ ଦିବସ’ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଖାଳ ଖାଇଛନ୍ତି। ତାଙ୍କ ସହ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ବିଧାୟକ ପଖାଳର…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଓଡ଼ିଶାରେ ଖୋଲିବ ସେଣ୍ଟର ଅଫ ଏକ୍ସେଲେନ୍ସ

ଭୁବନେଶ୍ୱର,୨୦।୩:ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ଚୌଧରୀ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟରେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ଉପରେ ଆଲୋଚନା କରିଛନ୍ତି।…

ଯୋଗ୍ୟ ମହିଳାମାନେ ଭରଣପୋଷଣ ଆବେଦନ କରିବା ଉଚିତ୍ ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୦।୩: ସମ୍ପ୍ରତି ଏକ ରାୟରେ ଦିଲ୍ଲୀ ହାଇକୋର୍ଟ ଏକ ଭରଣପୋଷଣ ଆବେଦନକୁ ଖାରଜ କରିବା ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। କୋର୍ଟ କହିଛନ୍ତି ଉପଯୁକ୍ତ ଚାକିରି ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ…

୩ ବର୍ଷରେ ଚାଇନାକୁ ୪ କୋଟି ମେଟ୍ରିକ୍ ଟନ୍‌ରୁ ଅଧିକ ଲୁହାପଥର ରପ୍ତାନି କରିଛି ଓଡ଼ିଶା

ଭୁବନେଶ୍ୱର, ୨୦।୩: ଗତ ତିନି ବର୍ଷ ମଧ୍ୟରେ ଓଡ଼ିଶା ଚାଇନାକୁ ୪,୧୮,୭୯,୦୫୦ ମେଟ୍ରିକ୍ ଟନ୍‌ ଲୁହାପଥର ରପ୍ତାନି କରିଛି, ଯାହା ରାଜ୍ୟ ପାଇଁ ଯଥେଷ୍ଟ ରାଜସ୍ୱ ଆଣିଛି। ଗୁରୁବାର ଓଡ଼ିଶା ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ସୂଚନା…

B.Ed ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ତାରିଖରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୨୦।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି…

ଅମିତ ଶାହାଙ୍କ ଘୋଷଣା- ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀମୁକ୍ତ ହେବ ଭାରତ 

ନୂଆଦିଲ୍ଲୀ,୨୦।୩: ଛତିଶଗଡ଼ରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଗୁରୁବାର ବିଜାପୁର-ଦନ୍ତେୱାଡା ସୀମାରେ ସୁରକ୍ଷା ବାହିନୀ ୨୨ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ଅବସରରେ ଗୃହମନ୍ତ୍ରୀ ଅମିତ ଶାହା ଭାରତକୁ ମାଓବାଦୀମୁକ୍ତ କରିବା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri