ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
କାମାକ୍ଷାନଗର, ୩୦।୫: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା…
ଏଣିକି ମୋବାଇଲରେ ଚାଷୀ ପାଇବେ ପାଣିପାଗ ସୂଚନା: ଆଇଏମ୍ଡି ଆଣୁଛି ଏଆଇ ସର୍ଭିସ୍ ‘ମୌସମ୍ ଜିପିଟି’
ନୂଆଦିଲ୍ଲୀ,୩୦ା୫:ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଖୁବ୍ଶୀଘ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଚାଳିତ ଏକ ଆପ୍ ଲଞ୍ଚ କରାଯିବ। ‘ମୌସମ୍ ଜିପିଟି’ ନାମକ ଏହି ଆପ୍ ଜରିଆରେ ସ୍ଥାନୀୟ ପାଣିପାଗ ସମ୍ପର୍କିତ ସୂଚନା ଆଞ୍ଚଳିକ ଭାଷାରେ ଯୋଗାଇ ଦିଆଯିବ। ଉକ୍ତ ସୂଚନା…
୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା…
IPL 2025: ପ୍ରଥମ କ୍ୱାଲିଫାୟାରରେ ପଞ୍ଜାବକୁ ହରାଇ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ
ଚଣ୍ଡୀଗଡ଼,୨୯।୫: ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଇଥିବା IPL 2025ର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପଞ୍ଜାବ କିଙ୍ଗ୍ସ (PBKS) ବିପକ୍ଷରେ ୮ ଉଇକେଟରେ ବିଜୟୀ ହୋଇ ଚତୁର୍ଥ ଥର ପାଇଁ IPL ଫାଇନାଲରେ ପ୍ରବେଶ କରିଛି। ୨୦୧୬ ପରେ…
ପୁଣି ବଦଳିପାରେ ରାଜ୍ୟସଭା ଗଣିତ: ୮ ଆସନ ପାଇଁ ହେବ ଭୋଟିଂ
ନୂଆଦିଲ୍ଲୀ,୨୯।୫: ରାଜ୍ୟସଭାର ଆଠଟି ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛି ନିର୍ବାଚନ କମିଶନ। ତାମିଲନାଡୁର ଛଅଟି ଏବଂ ଆସାମର ଦୁଇଟି ରାଜ୍ୟସଭା ଆସନ ଜୁନ ଓ ଜୁଲାଇ ମାସରେ ଖାଲି ହେବାକୁ ଯାଉଛି, ଯାହା ପାଇଁ ୧୯ ଜୁନରେ ଭୋଟିଂ…
IPL 2025 ପ୍ରଥମ କ୍ୱାଲିଫାୟାର: ପଞ୍ଜାବ କିଙ୍ଗ୍ସର ବ୍ୟାଟିଂ ବିପର୍ଯ୍ୟୟ, ବାଙ୍ଗାଲୋର ଆଗରେ ୧୦୨ ରନର ଟାର୍ଗେଟ
ନୂଆଦିଲ୍ଲୀ,୨୯।୫: ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଉଥିବା IPL 2025 ର ପ୍ରଥମ କ୍ୱାଲିଫାୟାର ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (PBKS) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ବିପକ୍ଷରେ ମାତ୍ର ୧୪.୧ ଓଭରରେ ୧୦୧ ରନରେ ଅଲଆଉଟ ହୋଇଛି। ଫଳରେ, RCB କୁ ଫାଇନାଲରେ ପ୍ରବେଶ…
ଆର୍ଥିକ ବର୍ଷ ୨୫ରେ ବ୍ୟାଙ୍କ ଠକେଇ ତିନି ଗୁଣା ବୃଦ୍ଧି ପାଇ ୩୬,୦୧୪ କୋଟି ଟଙ୍କା: RBI
ମୁମ୍ବାଇ,୨୯।୫: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ବାର୍ଷିକ ରିପୋର୍ଟରେ ଜଣାଇଛି ଯେ, ୨୦୨୪-୨୫ ଆର୍ଥିକ ବର୍ଷରେ ବ୍ୟାଙ୍କ ଠକେଇର ପରିମାଣ ୧୯୪% ବୃଦ୍ଧି ପାଇ ପ୍ରାୟ ତିନି ଗୁଣ ହୋଇ ୩୬,୦୧୪ କୋଟି ଟଙ୍କାକୁ ପହଞ୍ଚିଛି। ଗତ ଆର୍ଥିକ ବର୍ଷ…
ମୋଦିଙ୍କୁ ଏମିତି ଚ୍ୟାଲେଞ୍ଜ ଦେଲେ ମମତା ବାନାର୍ଜୀ: କହିଲେ, ଯଦି ସାହସ ଅଛି…
କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିଏମସି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହା ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗଳା ବିରୋଧରେ ବୟାନବାଜି ଠିକ ନୁହେଁ। ପ୍ରଧାନମନ୍ତ୍ରୀ ମୋଦି ଆଜି…
ଦିଦିଙ୍କ ଉପରେ ରାଗିକି ନିଆଁବାଣ ମୋଦି: ଜାଣନ୍ତୁ କାହିଁକି
କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମମତା ବାନାର୍ଜୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆଲିପୁରଦୁଆରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟର ଟିଏମସି ସରକାରଙ୍କ ନିଷ୍ଠୁରତାର ଏକ ଉଦାହରଣ ବୋଲି କହିଛନ୍ତି। ମମତା ସରକାରଙ୍କୁ…
ଗିରଫ ହେଲେ ହାର୍ଡକୋର ମାଓବାଦୀ ହିଡ୍ମା
କୋରାପୁଟ,୨୯ା୫(ଅମିତାଭ ବେହେରା): ଗୁରୁବାର ଭୋର୍ରୁ ବୈପାରୀଗୁଡ଼ା ଥାନାର ପେଟିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରୁ ଜଣେ ହାର୍ଡକୋର୍ ଏସିଏମ୍ ର଼୍ୟାଙ୍କର ମାଓବାଦୀ ମୋହନ ତଥା କୁଞ୍ଜମ ହିଡ୍ମାକୁ କୋରାପୁଟ ଡିଭିଏଫ୍ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ଅପରାହ୍ନରେ ସ୍ଥାନୀୟ ଏସ୍ପି କାର୍ଯ୍ୟାଳୟ…
ସାବଧାନ! ସିସିଟିଭି ଜରିଆରେ ଚାଇନା କରୁଛି ଗୁପ୍ତଚରଗିରି, ସରକାରଙ୍କ ନିଷ୍ପତ୍ତିକୁ ନେଇ ହଇଚଇ!
ନୂଆଦିଲ୍ଲୀ,୨୯।୫: ସିକ୍ୟୁରିଟି କ୍ୟାମେରା ନିର୍ମାତାଙ୍କ ପାଇଁ ଅପରିହାର୍ଯ୍ୟ ଆବଶ୍ୟକତା (ଇଆର୍) ନିୟମକୁ ବାଧ୍ୟତାମୂଳକ କରାଯାଇଥିବା ବିଷୟ ସରକାରୀ ଦସ୍ତାବିଜ ଓ କମ୍ପାନୀ ଇମେଲ୍ଗୁଡ଼ିକରୁ ଜଣାପଡ଼ିଛି। ଦେଶରେ ଚାଇନା ସର୍ଭିଲାନ୍ସ କ୍ଷମତା ସମ୍ପର୍କିତ ଚିନ୍ତା ବଢ଼ିଥିବାବେଳେ ଏହି ସିକ୍ୟୁରିଟି ଟେଷ୍ଟିଂ ନୀତି ଯୋଗୁ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ଘନୀଭୂତ ହୋଇ ଅପରାହ୍ନରେ…
ଭୁବନେଶ୍ୱର,୨୯ା୫: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟି ହୋଇଛି ଗଭୀର ଅବପାତ। ଏହି ଅବପାତ ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଦୀଘାଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇ…
Archives


