Home Middle

ହୋଲିରେ ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା, ଦେଇ ନ ପାରିଲେ ଆଉ ଏକ ସୁଯୋଗ: ସିବିଏସ୍‌ଇ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦ୍ୱାଦଶ ଶ୍ରେଣୀ ହିନ୍ଦୀ ପରୀକ୍ଷା ମାର୍ଚ୍ଚ ୧୫ ହୋଲି ଦିନ ଅନୁଷ୍ଠିତ ହେବ। ଯେଉଁମାନେ ହୋଲି ପାଳନ ଯୋଗୁ ସେଦିନ ପରୀକ୍ଷା ଦେଇ ନ ପାରିବେ ସେମାନଙ୍କ ପାଇଁ ସ୍ବତନ୍ତ୍ର ପରୀକ୍ଷା କରାଯିବ…

IRB Constable Sepoy ନିଯୁକ୍ତି ମାମଲା: ନିଯୁକ୍ତିରେ ହାଇକୋର୍ଟଙ୍କ ରୋକ୍‌

କଟକ,୧୪ା୩(କାର୍ତ୍ତିକ ସାହୁ): ଇଣ୍ଡିଆନ ରିଜର୍ଭ ବାଟାଲିଅନ୍‌ (ଆଇଆର୍‌ବି) କନ୍‌ଷ୍ଟେବଲ୍‌ ସିପାହି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା। ଅନ୍ୟାଦେଶ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରଖିବା ପାଇଁ ହାଇକୋର୍ଟ…

ଅସ୍ତ୍ରବିରତି ପାଇଁ ରୁଷିଆ ପ୍ରସ୍ତୁତ, ହେଲେ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଦେଲେ ପୁଟିନ୍‌, ବିଶ୍ୱରେ ହଇଚଇ

ମସ୍କୋ,୧୩।୩: ୟୁକ୍ରେନ ସହିତ ଶାନ୍ତି ଚୁକ୍ତିନାମା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରୟାସ ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭ୍ଲାଦିମିର ପୁଟିନ୍‌ କହିଛନ୍ତି ଯେ ରୁଷିଆ ଅସ୍ତ୍ରବିରତି ପାଇଁ ପ୍ରସ୍ତୁତ। ତଥାପି, ସେ ଅସ୍ତ୍ରବିରତି…

‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’

ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ବର୍ତ୍ତମାନ ଏହି ସର୍ଭେରେ ୧୯…

ମୋଦି ମରିସସ୍‌କୁ କାହିଁକି ନେଲେ ମହାକୁମ୍ଭ ଜଳ, ଜାଣନ୍ତୁ କାହା ଇଚ୍ଛା କଲେ ପୂରଣ…

ନୂଆଦିଲ୍ଲୀ,୧୩ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ମରିସସ୍‌ ଗସ୍ତର ଦ୍ୱିତୀୟ ଦିନରେ ପବିତ୍ର ଗଙ୍ଗା ପୁଷ୍କରିଣୀ ପରିଦର୍ଶନ କରିଥିଲେ ଏବଂ ମହାକୁମ୍ଭ ସମୟରେ ତ୍ରିବେଣୀ ସଙ୍ଗମରୁ ଅଣାଯାଇଥିବା ପବିତ୍ର ଜଳକୁ ମଧ୍ୟ ଏଠାରେ ଢାଳିଥିଲେ। ମରିସସ୍‌ର ସ୍ଥାନୀୟ ଲୋକମାନେ…

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ, ନୂତନ ITEP କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ ଲେଖାଇପାରିବେ…

ସରକାରୀ ଚାକିରି କରୁଥିବା ସ୍ୱାମୀ ସ୍ତ୍ରୀ, ପିଲାମାନଙ୍କର ଭରଣପୋଷଣ କରିବା ବାଧ୍ୟତାମୂଳକ: ଓଡ଼ିଶା ହାଇକୋର୍ଟ

କଟକ,୧୩।୩: ଓଡ଼ିଶା ହାଇକୋର୍ଟ ମନ୍ତବ୍ୟ ଦେଇଛନ୍ତି ଯେ ସରକାରୀ ଚାକିରି କରୁଥିବା ଜଣେ ସକ୍ଷମ ସ୍ୱାମୀଙ୍କୁ ତାଙ୍କ ସ୍ତ୍ରୀ ଏବଂ ପିଲାମାନଙ୍କର ଭରଣପୋଷଣ କରିବା ଆଇନଗତ ଭାବରେ ବାଧ୍ୟତାମୂଳକ। ଏପରିକି ସେମାନଙ୍କ ମଧ୍ୟରେ କୌଣସି ବୈବାହିକ କିମ୍ବା ଅନ୍ୟାନ୍ୟ ମତଭେଦ ଥିଲେ…

ବଜେଟରୁ ‘₹’ ର ପ୍ରତୀକ ହଟାଇଦେଲେ ଷ୍ଟାଲିନ ସରକାର, ଭାଷା ବିବାଦ ମଧ୍ୟରେ ବଡ଼ ପଦକ୍ଷେପ

ଚେନ୍ନାଇ,୧୩।୩: ତାମିଲନାଡ଼ୁରେ ଚାଲିଥିବା ଭାଷା ବିବାଦ ମଧ୍ୟରେ ଷ୍ଟାଲିନ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବଜେଟ ସମୟରେ ସରକାର ଟଙ୍କାର ପ୍ରତୀକକୁ ହଟାଇ ଦେଇ ‘ரூ’ ରଖିଛନ୍ତି। ସାରା ଦେଶରେ ଟଙ୍କାର ପ୍ରତୀକକୁ ଆଧିକାରୀକ ଭାବେ ଆପଣାଯାଇଛି। ହେଲେ ଷ୍ଟାଲିନ ସରକାର…

ପୁଣି ଥରେ ବାଲାଂଦେଶ ପ୍ରଧାନମନ୍ତ୍ରୀ ଭାବେ ଫେରିବେ ଶେଖ୍‌ ହସିନା, ଘନିଷ୍ଠ ବନ୍ଧୁ ଭାରତକୁ କହିଲେ ‘ଧନ୍ୟବାଦ’

ଢାକା,୧୩।୩: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନା ପ୍ରଧାନମନ୍ତ୍ରୀ ଭାବରେ ତାଙ୍କ ଦେଶକୁ ଫେରିବାକୁ ଯାଉଛନ୍ତି। ଏନେଇ ତାଙ୍କର ଘନିଷ୍ଠ ସହଯୋଗୀ ଏବଂ ଯୁକ୍ତରାଷ୍ଟ୍ର ଆୱାମୀ ଲିଗର ଉପାଧ୍ୟକ୍ଷ ରାବି ଆଲାମ ଦାବି କରିଛନ୍ତି। ANI ସହିତ ସାକ୍ଷାତକାର ସମୟରେ ବାଂଲାଦେଶର…

ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୩ା୩: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଗିରଫ ହୋଇଥିବା ଗୁରୁବାର ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ରାଜା…

Train Hijack: ୧୦୦ ଯବାନଙ୍କୁ ହତ୍ୟା, ଆହୁରି…

ଇସ୍‌ଲାମାବାଦ୍‌/କ୍ୱେଟା,୧୩ା୩: ପାକିସ୍ତାନ ଅନେକ ଦଶନ୍ଧି ଧରି ଦକ୍ଷିଣପଶ୍ଚିମ ବେଲୁଚିସ୍ତାନ ପ୍ରଦେଶକୁ ଉପେକ୍ଷା କରିଥିବାରୁ ଏହାର ପ୍ରତିଶୋଧ ସ୍ବରୂପ ବେଲୁଚିସ୍ତାନ ଲିବରେଶନ୍‌ ଆର୍ମି (ବିଏଲ୍‌ଏ) ବିଦ୍ରୋହୀ ମଙ୍ଗଳବାର ଜଫର ଏକ୍ସପ୍ରେସ୍‌କୁ ନାଟକୀୟ ଶୈଳୀରେ ହାଇଜାକ୍‌ କରିଥିବା ଜଣାପଡ଼ିଛି। ପାକିସ୍ତାନ ସେନାର ୧୦୦ ସୈନ୍ୟଙ୍କୁ…

ପାକିସ୍ତାନ ଟ୍ରେନ୍ ଅପହରଣ କାହାଣୀ ଶେଷ: ୩୪୬ ବନ୍ଧକ ମୁକ୍ତ, ୨୮ ସୈନିକ ନିହତ

ନୂଆଦିଲ୍ଲୀ, ୧୨ା୩: ପାକିସ୍ତାନ ସେନା ବୁଧବାର ବେଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦୀଙ୍କ ଦ୍ୱାରା ବନ୍ଧକ ରଖାଯାଇଥିବା ସମସ୍ତ ଟ୍ରେନ୍ ଯାତ୍ରୀଙ୍କୁ ସଫଳତାର ସହ ମୁକ୍ତ କରିଥିବା ସେନା ଅଧିକାରୀମାନେ ନିଶ୍ଚିତ କରିଛନ୍ତି। ଏହି ଅପରେଶନରେ ଅତି କମରେ ୩୩ ଆତଙ୍କବାଦୀ ନିହତ ହୋଇଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri