ଏଣିକି ଧର୍ମାନ୍ତରୀକରଣ କରୁଥିବା ଲୋକଙ୍କୁ ହେବ ଫାଶି, ମୁଖ୍ୟମନ୍ତ୍ରୀ ମୋହନଙ୍କ ବଡ଼ ଘୋଷଣା…
ଭୋପାଳ,୮।୩:ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ ନିର୍ଦ୍ଦୋଷ ଝିଅମାନଙ୍କୁ ବଳାତ୍କାର କରୁଥିବା ଲୋକଙ୍କ ପାଇଁ ମୃତ୍ୟୁଦଣ୍ଡର ବ୍ୟବସ୍ଥା ଅଛି। ଏବେ ଧର୍ମ ପରିବର୍ତ୍ତନ କରୁଥିବା ଲୋକଙ୍କ…
women’s day: ସାଇନାଇଡ କିଲର୍ରୁ କିଡନାପ୍ର ରାଣୀ ଯାଏ, ଜାଣନ୍ତୁ ଦେଶର ଲେଡି ଡନ୍ଙ୍କ ବିଷୟରେ…
ଆଜି ମହିଳାମାନେ କୌଣସି କ୍ଷେତ୍ରରେ ପଛରେ ନାହାନ୍ତି। ଇ-ରିକ୍ସା ଚଳାଇବା ଠାରୁ ଆରମ୍ଭ କରି ଯୁଦ୍ଧ ବିମାନ ଉଡ଼ାଣ ପର୍ଯ୍ୟନ୍ତ, ସେ ସବୁଥିରେ ପୁରୁଷମାନଙ୍କୁ ପଛରେ ପକାଇ ଦେଉଥିବାର ଦେଖାଯାଉଛି। ପ୍ରଶାସନଠାରୁ କ୍ଷମତାର କରିଡର ପର୍ଯ୍ୟନ୍ତ ସେମାନଙ୍କର ଦବଦବା ନିରନ୍ତର ବୃଦ୍ଧି…
କଂଗ୍ରେସର ଅଧା ନେତା ଭାଜପା ଯୋଗାଯୋଗରେ ଅଛନ୍ତି: ଚାଞ୍ଚଲ୍ୟକର ଖୁଲାସା କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୮।୩: ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁଜରାଟ ଗସ୍ତରେ ଅଛନ୍ତି। ରାହୁଲ ତାଙ୍କ ଗସ୍ତର ଦ୍ୱିତୀୟ ଦିନରେ ଅହମ୍ମଦାବାଦରେ କଂଗ୍ରେସ କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ, କଂଗ୍ରେସ ଗତ ୩୦ ବର୍ଷ ଧରି…
ପୂର୍ବ ସରକାରଙ୍କୁ ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ, କହିଲେ ବିରୋଧୀଙ୍କୁ ଟିକେ ହଜମ ଗୁଲି ଦରକାର
ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି,ପୂର୍ବ…
Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍…
ଛତ୍ରପୁର,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି…
ଆଜି ସୁଭଦ୍ରାର ଦ୍ୱିତୀୟ କିସ୍ତି: ୧କୋଟି ୬୪ ହଜାର ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
ଭୁବନେଶ୍ୱର, (ବନ୍ଦନା ସେଠୀ)/ ଛତ୍ରପୁର, ୮ା୩ (ସନ୍ତୋଷ ପାଢ଼ୀ):ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧କୋଟି ୬୪ ହଜାର ମହିଳା ପ୍ରଥମ କିସ୍ତି ପାଇଥିବାବେଳେ…
ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ହୋଇଗଲା ନିର୍ବନ୍ଧ, ଜାଗୃତିଙ୍କ ସହ ଆସିଲା ଫୋଟ
ଭୁବନେଶ୍ଵର, ୮/୩: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଶେଷରେ ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି। ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ…
Delimitation: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ, ଦିଲ୍ଲୀରେ ପଡିଲା ଚହଳ!
ନୂଆଦିଲ୍ଲୀ,୭।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶୁକ୍ରବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସୀମା ର୍ନିଦ୍ଧାରଣ ପ୍ରସଙ୍ଗରେ ଏକ ବୈଠକ ଡାକିଛନ୍ତି। ଷ୍ଟାଲିନ ଯେଉଁ ୭ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସେମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…
ସ୍ନାତକୋତ୍ତର ନାମଲେଖା ଶୀଘ୍ର ଆରମ୍ଭ କରିବା ଲାଗି ସରକାରଙ୍କ ନିଷ୍ପତ୍ତି, ମାର୍ଚ୍ଚ ୧୦ରୁ ଆବେଦନ
ଭୁବନେଶ୍ୱର,୭।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ରୁ Common Application Form (CAF)…
Women’s Day 2025: ଲୋକ ସଭାରେ କେଉଁ ରାଜ୍ୟ ଏବଂ ଦଳରୁ ସର୍ବାଧିକ ମହିଳା ଏମପି ଅଛନ୍ତି, ଜାଣନ୍ତୁ ଓଡ଼ିଶାରୁ କେତେ…
ସାରା ବିଶ୍ୱରେ ୮ ମାର୍ଚ୍ଚକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବରେ ପାଳନ କରାଯାଏ। ଏହି ବାହାନାରେ, ଭାରତ ସମେତ ସାରା ବିଶ୍ୱରେ ମହିଳାଙ୍କ ଭୂମିକା, ସେମାନଙ୍କର ସଫଳତା ଏବଂ ପ୍ରତିନିଧିତ୍ୱ ଉପରେ ଆଲୋଚନା ହୁଏ। ତେବେ ଏହି ପରିପ୍ରେକ୍ଷୀରେ, ଆଜି ଆମେ…
ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଭୁବନେଶ୍ୱର,୭ା୩: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିବାବେଳେ ଏହା ୭ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଅର୍ଥାତ୍ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ମରାମତି କାର୍ଯ୍ୟ ବନ୍ଦ ରହିବ। ଦୋଳାଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ମରାମତି ବନ୍ଦ ରହିବ…
ନୂଆ କରିବାକୁ ସ୍ବପ୍ନ ଦେଖାଇଥିଲେ ନବୀନ, ନବୀକରଣ ପାଇଁ ମନା କରିଦେଲେ ମୋହନ
ଭୁବନେଶ୍ୱର,୭ା୩: କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ନିୟମିତ କ୍ରିକେଟ ମ୍ୟାଚ୍ ପାଇଁ ଭିତ୍ତିଭୂମି ଉନ୍ନତ କରିବାର କୌଣସି ଯୋଜନା ଓଡ଼ିଶା ସରକାରଙ୍କର ନାହିଁ। କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ବିଧାନସଭାରେ କଂଗ୍ରେସ…
Archives


