ବିଧାନସଭାରେ ବିରୋଧୀଙ୍କ ଜୋରଦାର ହଟ୍ଟଗୋଳ: ଧାରଣାରେ ବସିଲେ ବିଜେଡି, କଂଗ୍ରେସ
ଭୁବନେଶ୍ୱର, ୭।୩: ଗୁରୁବାର ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ପୃଥକ ପୃଥକ ପ୍ରସଙ୍ଗ ଉପରେ ଗୃହ ଭିତରେ ହଟ୍ଟଗୋଳ କରିଥିଲେ। ପଞ୍ଚାୟତିରାଜ ଦିବସ ପାଳନର…
ଆଜିଠୁ ସପ୍ତଦଶ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ
ଭୁବନେଶ୍ୱର,୭ା୩(ସୁନିତ୍ ମିଶ୍ର):ସପ୍ତଦଶ ବିଧାନସଭାର ୩ୟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପ୍ରିଲ ୫ ପର୍ଯ୍ୟନ୍ତ ସପ୍ତଦଶ ଅଧିବେଶନ ଚାଲିବାକୁ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଟାର୍ଗେଟ କରିବା ଲାଗି ବିରୋଧୀ ସଜବାଜ…
Hindu Marriage Act: ପତ୍ନୀଙ୍କ ଦ୍ୱାରା ଦାବି କରାଯାଇଥିବା ପରିମାଣଠାରୁ ଅଧିକ ଭରଣପୋଷଣ ପ୍ରଦାନ କରିପାରିବେ କୋର୍ଟ
କଟକ, ୭ା୩: ଓଡିଶା ହାଇକୋର୍ଟ ରାୟ ଦେଇଛନ୍ତି ଯେ ଏକ ମାମଲାର ତଥ୍ୟ ଏବଂ ପରିସ୍ଥିତିକୁ ବିଚାର କରି ଏବଂ ନ୍ୟାୟପୂର୍ଣ୍ଣ ଏବଂ ନିରପେକ୍ଷ ଉପାୟ ଯୋଗାଇବା ପାଇଁ, ହିନ୍ଦୁ ବିବାହ ଆଇନ, ୧୯୫୫(‘ଆଇନ’) ଅନୁଯାୟୀ କୋର୍ଟ ଆବେଦନକାରୀ ଦାବି କରିଥିବା…
ଏଲନ ମସ୍କଙ୍କୁ ଜୋରଦାର ଝଟ୍କା: SpaceX Starship ରକେଟ୍ ଫେଲ୍
ଓ୍ବାଶିଂଟନ୍,୭।୩: ସ୍ପେସଏକ୍ସର ମାଲିକ ଏଲନ ମସ୍କଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ଲଞ୍ଚ ହେବାର କିଛି ମିନିଟ ପରେ ତାଙ୍କ କମ୍ପାନୀ ସ୍ପେସଏକ୍ସର ଷ୍ଟାରସିପ ରକେଟ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି ଯାହା ଫଳରେ ଏହା ଖଣ୍ଡ ଖଣ୍ଡ ହୋଇ ଦକ୍ଷିଣ ଫ୍ଲୋରିଡା…
କିଏ ସେହି ହରିଶ ଟଣ୍ଡନ, ଯିଏ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ,୭ା୩:କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ। ସୁପ୍ରିମକୋର୍ଟ କଲେଜିୟମ୍ ଗୁରୁବାର ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ପୂର୍ବରୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ…
ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
ଭୁବନେଶ୍ବର,୬।୩: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି। ସୁଚନାଯୋଗ୍ୟ,୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା…
ପାରାଦୀପ ମାଛଧରା ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୩ ବୋଟ
ପାରାଦୀପ,୬୩(ଶରତ ରାଉତ): ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ୩ଟି ବୋଟ ଜଳିଯାଇଛି। ପ୍ରଥମେ ଗୋଟିଏ ବୋଟ୍ରେ ନିଆଁ ଲାଗିବା ଫଳରେ ତା’ ସଂସ୍ପର୍ଶରେ ଆସି ଆଉ ୨ଟି ବୋଟ୍ ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳକୁ ଗଲା ଅଗ୍ନିଶମ…
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୬ା୩: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।…
Matric Result: ୧୯ରୁ ମାଟ୍ରିକ ଖାତାଦେଖା, ମେ’ରେ ରେଜଲ୍ଟ
କଟକ,୬ା୩: ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା। …
ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ, ୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ
ଭୁବନେଶ୍ୱର,୬।୩: ବଦଳିଲା ମୋହନଙ୍କ ଠିକଣା। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ…
Pakistan hits Gold mine: ଧନୀ ହୋଇଗଲା କାଙ୍ଗାଳ ପାକିସ୍ତାନ! ମିଳିଲା ୮୦ହଜାର କୋଟି ଟଙ୍କାର ସୁନା ଖଣି, ଭାରତ ସହ ଅଛି ବଡ଼ ଲିଙ୍କ୍
ଇସଲାମବାଦ,୬।୩: କାଙ୍ଗାଳରୁ ଧନୀ ହୋଇଯିବ ପାକିସ୍ତାନ। ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନକୁ ମିଳି ଯାଇଛି ସୁନାର ଭଣ୍ଡାର। ସିନ୍ଧୁ ନଦୀରେ ବିରାଟ ସୁନାର ଭଣ୍ଡାର ଥିବା ନେଇ ଖବର ଏବେ ସାମ୍ନାକୁ ଆସିଛି। ଏହି ଭଣ୍ଡାର ପାଖାପାଖି…
ଲଣ୍ଡନରେ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ଉପରେ ଆକ୍ରମଣ ଉଦ୍ୟମ, ତ୍ରିରଙ୍ଗା ଚିରିଲେ ଖଲିସ୍ତାନୀ ସମର୍ଥକ-Video
ଲଣ୍ଡନ,୬।୩: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ତାଙ୍କର ୬ ଦିନିଆ ୟୁକେ ଏବଂ ଆୟର୍ଲାଣ୍ଡ ଗସ୍ତରେ ଅଛନ୍ତି। ବୈଦେଶିକ ମନ୍ତ୍ରୀ ଚାଥାମ ହାଉସରେ ପହଞ୍ଚିବା ପୂର୍ବରୁ କିଛି ଖଲିସ୍ତାନୀ ସମର୍ଥକ ସେଠାରେ ଉପସ୍ଥିତ ଥିଲେ। ସେମାନେ ଭାରତ ବିରୋଧୀ ସ୍ଲୋଗାନ ଦେଉଥିଲେ।…
Archives


