Home Middle

USAID Controversy: ଆମେରିକାରୁ ମିଳିଛି ୭୫୦ ମିଲିୟନ ଡଲାର ପାଣ୍ଠି, ମାନିଲେ ଭାରତ ସରକାର, ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୨: ଆମେରିକୀୟ USAID ପାଣ୍ଠିକୁ ନେଇ ଭାରତରେ ରାଜନୀତି ସରଗରମ ରହିଛି। ଏନେଇ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରୁ ଜଣାପଡିଛି ଯେ USAID 2023-24 ରେ 750 ମିଲିୟନ ଆମେରିକୀୟ ଡଲାର ପାଣ୍ଠି ମିଳିଛି। ୭ଟି…

IND vs PAK: ୧୪,୦୦୦ ରନ୍‌ ପୂରଣ କଲେ କୋହଲି

ଦୁବାଇ,୨୩।୨: ପାକିସ୍ତାନ ବିପକ୍ଷ ଆଇସିସି ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍‌ରେ ଭାରତୀୟ ଦଳର ତାରକା ବ୍ୟାଟର ବିରାଟ କୋହଲି ଏକାଧିକ ବ୍ୟକ୍ତିଗତ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଦିନିକିଆ କ୍ରିକେଟରେ ୧୪,୦୦୦ ରନ୍‌ ପୂରଣ କରିଛନ୍ତି। ୧୨.୨ ଓଭରରେ ପାକିସ୍ତାନ ବୋଲର ହାରିସ୍‌…

ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ

ଦୁବାଇ,୨୩।୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍‌ ଦୁବାଇ ଆନ୍ତର୍ଜାତିକ କ୍ରିକେଟ ଷ୍ଟାଡିୟମରେ ରବିବାର ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ…

IND vs PAK: ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଲା ପାକିସ୍ତାନ

ଦୁବାଇ,୨୩।୨: ଦୁବାଇରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଉଛି। ଏହା ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଏକ ହାଇଭୋଲଟେଜ ମ୍ୟାଚ ହେବ। ଭାରତ ଏବଂ ପାକିସ୍ତାନ ସହିତ ଅନ୍ୟ ଅନେକ ଦେଶର ପ୍ରଶଂସକମାନେ ଏହି ମ୍ୟାଚ ପାଇଁ ଅପେକ୍ଷା କରିଛନ୍ତି। ମ୍ୟାଚରେ…

‘ମନ କି ବାତ୍‌’ରେ ମୋଟାପଣ କମାଇବାକୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୨: ‘ମନ କି ବାତ୍‌’ରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା ଏଆଇରେ ମଧ୍ୟ ସଫଳତା ମିଳିଛି। ପ୍ୟାରିସରେ ଏଆଇକୁ ନେଇ ଭାରତକୁ ଅନେକ ପ୍ରଶଂସା ମିଳୁଛି। ‘ମନ କି…

ଗୋଟିଏ ଦିନ ପାଇଁ ସୋସିଆଲ ମିଡିଆ ଆକାଉଣ୍ଟ ମହିଳାମାନଙ୍କୁ ହସ୍ତାନ୍ତର କରିବେ PM ମୋଦି

ନୂଆଦିଲ୍ଲୀ,୨୩।୨: ରବିବାର ‘ମନ କି ବାତ୍’ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ମାର୍ଚ୍ଚ ୮ ରେ ଜାତୀୟ ମହିଳା ଦିବସ ଅବସରରେ ମହିଳାମାନଙ୍କୁ ପ୍ରେରଣା ଦେବାକୁ ଗୋଟିଏ ଦିନ ପାଇଁ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ-ପାକିସ୍ତାନ ମୁକାବିଲା ଆଜି

ଦୁବାଇ, ୨୩।୧ (ପି.ଟି.): ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ସବୁଠାରୁ ହେଭିଓ୍ବେଟ ଲଢ଼େଇ ଭାରତ-ପାକିସ୍ତାନ ମୁକାବିଲା ରବିବାର ଅନୁଷ୍ଠିତ ହେବ। ଏଥିପାଇଁ ଦୁବାଇ କ୍ରିକେଟ ଷ୍ଟାଡିୟମ ପ୍ରସ୍ତୁତ। ଉଭୟ ଦେଶର କ୍ରିକେଟ ପ୍ରେମୀଙ୍କ ମନରେ ନାହିଁ ନ ଥିବା ଉତ୍ସାହ। ଏଥିରେ…

ବଡ଼ ଭଉଣୀ ପ୍ରତି ହେଉଥିବା ଅସଦାଚରଣ ଦେଖିଦେବାରୁ ସାନଭାଇଙ୍କୁ ହତ୍ୟା

ରାଜକନିକା,୨୩।୧(ସଞ୍ଜୟ କୁମାର ଦାଶ): ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯିବା ଦେଖିଦେବାରୁ ତାଙ୍କ ସାନଭାଇଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ଏହାପରେ ଏହାକୁ ଆତ୍ମହତ୍ୟାର ରୂପ ଦିଆଯାଇଛି ା ଏଭଳି ଅଭିଯୋଗ ଆଣିଛନ୍ତି ପୀଡିତା ବଡଭଉଣୀ। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା…

ଏନ୍‌ଇପିର ଭାଷା ନୀତିକୁ ନେଇ ବିବାଦ

କେନ୍ଦ୍ର ସରକାରଙ୍କ ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୦ରେ ବିଦ୍ୟାଳୟଗୁଡ଼ିକରେ ୩ ଭାଷା ନୀତି ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ରାଜ୍ୟରେ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାକୁ ପ୍ରଥମ ଭାଷା ଭାବେ ପରିଗଣିତ କରାଯାଉଥିବାବେଳେ ୨ୟ ଭାଷା ଭାବେ ହିନ୍ଦୀଭାଷୀ ରାଜ୍ୟରେ ଇଂଲିଶ କିମ୍ବା…

ଏସ୍‌ଏଚ୍‌ଜି ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଋଣର ସୁଧ ଫେରାଇବେ ସରକାର

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ): ଓଡ଼ିଶାରେ ଭାଜପା କ୍ଷମତାସୀନ ହେବା ପରଠୁ ମହିଳା ସଶକ୍ତୀକରଣ ଦିଗରେ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ନେଇଚାଲିଛନ୍ତି। ଏହି କ୍ରମରେ ୨୦୨୪-୨୫ ଆର୍ଥିକବର୍ଷ ପାଇଁ ସ୍ବୟଂସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଗୁଡ଼ିକର ଋଣ ଉପରେ ସୁଧ ଫେରସ୍ତ…

ପିକେ ମିଶ୍ରଙ୍କଠାରୁ ଅଜିତ ଡୋଭାଲଙ୍କ ପର୍ଯ୍ୟନ୍ତ…; ଜାଣନ୍ତୁ PMOରେ ଅଛନ୍ତି କେଉଁ କେଉଁ ବଡ଼ ଅଫିସର? କାହା ପରାମର୍ଶରେ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ପୂର୍ବତନ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପ୍ରମୁଖ ସଚିବ ଭାବରେ ନିଯୁକ୍ତ କରାଯାଇଛି। କ୍ୟାବିନେଟର ନିଯୁକ୍ତି କମିଟି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ଭାବରେ ଆଇଏଏସ୍‌ (ଅବସରପ୍ରାପ୍ତ) ଶକ୍ତିକାନ୍ତ ଦାସଙ୍କ…

Shaktikanta Das: ପିଏମଓ କାର୍ଯ୍ୟାଳୟରେ ୨ ଓଡ଼ିଆ ଅଫିସର, ଓଡ଼ିଶା ପାଇଁ କ’ଣ ହେବ ଫାଇଦା

ଭୁବନେଶ୍ୱର,୨୨।୨:ଶକ୍ତିକାନ୍ତ ଦାସଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ। ଏନେଇ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ପକ୍ଷରୁ ମଞ୍ଜୁରୀ ମିଳିଛି। ପୂର୍ବତନ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର Shaktikanta Das ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri