Home Middle

ଇସ୍ତଫା ଦେଲେ ଜଷ୍ଟିନ ଟ୍ରୁଡୋ, ଭାରତ ବିରୋଧରେ ଅଭିଯୋଗ ହେଲା କାଳ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ। ନିଜ ସରକାର ଏବଂ ବ୍ୟକ୍ତିଗତ ସମାଲୋଚନା ମଧ୍ୟରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଦେଶକୁ ସମ୍ବୋଧିତ କରି ଟ୍ରୁଡୋ ନିଜର ଇସ୍ତଫା ଘୋଷଣା କରିଛନ୍ତି। ୫୩ ବର୍ଷୀୟ ଜଷ୍ଟିନ ଟ୍ରୁଡୋ…

ଏଚଏମପିଭି ଭୁତାଣୁ ନେଇ ପରାମର୍ଶ ଜାରି କଲେ ଓଡିଶା ସରକାର

ଭୁବନେଶ୍ୱର,୬।୧: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା…

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗ୍ରେସ୍ ମାର୍କ ଦେଲେ ପ୍ରଧାନମନ୍ତ୍ରୀ, କହିଲେ ବଡ଼ କଥା

ଭୁବନେଶ୍ୱର,୬ା୧: ଜାନୁଆରୀ ୬ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଏନେକ ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ନେତା ମୁଖ୍ୟମନ୍ତ୍ରୀଙ୍କ ଶୁଭକାମନା କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ମୋହନଙ୍କୁ…

ସେନା ଗାଡ଼ି ଉଡାଇଦେଲେ ମାଓବାଦୀ: ୯ ଯବାନ ଶହୀଦ

ରାୟପୁର/ମାଲକାନଗିର,୬।୧(ଦୁର୍ଯ୍ୟୋଧନ ପାତ୍ର): କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇ ଉଠିଛନ୍ତି। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର କୁଟ୍ରୁ-ବେଡ୍ରେ ରାସ୍ତାରେ ମାଓବାଦୀମାନେ ସୋମବାର ଏକ ଆଇଇଡି ବିସ୍ଫୋରଣ ଖଞ୍ଜି ଯବାନଙ୍କ ଏକ ଗାଡ଼ିକୁ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ…

ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…

ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର…

କୌଣସି ବାହାର ଦେଶ ଗସ୍ତ କରି ନାହାଁନ୍ତି ପରିବାର, କେମିତି HMPV ସଂକ୍ରମିତ ହେଲେ ୮ ମାସର ଶିଶୁ? ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୬।୧: କର୍ନାଟକରେ ୩ମାସ ଓ ୮ ମାସ ବୟସର ଦୁଇ ଶିଶୁ ହ୍ୟୁମାନ ମେଟାପ୍ନୁମୋଭାଇରସ (HMPV)ର ସଂକ୍ରମଣ ଥିବା ଦେଖିବାକୁ ମିଳିଛି। ଏହି ଜୀବାଣୁ ଚାଇନାରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତରେ ଦୁଇଟି ମାମଲା ସାମ୍ନାକୁ ଆସିବା…

ବଢିଲାଣି HMPV ସଂକ୍ରମଣ! ଭୟଭୀତ ହୋଇପଡୁଛନ୍ତି ଜନତା, କର୍ନାଟକ ପରେ ଏବେ ଗୁଜରାଟ

ନୂଆଦିଲ୍ଲୀ,୬।୧: ଚାଇନାରେ ବ୍ୟାପିଥିବା ମାନବ ମେଟାପ୍ନୁମୋଭାଇରସ (HMPV) ସଂକ୍ରମଣ ଏବେ ଭାରତରେ ପହଞ୍ଚିଛି। ସୂଚନା ଦେଇ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) କହିଛି ଯେ କର୍ନାଟକରେ ଦୁଇଟି ଏଚଏମପିଭି ଭେଇରସ ସଂକ୍ରମିତ ହୋଇଛି। ଏହା ବ୍ୟତୀତ ଗୁଜୁରାଟରେ ଏକ…

ପ୍ରଶାନ୍ତ କିଶୋରଙ୍କୁ ପାଟନା ସିଭଲ କୋର୍ଟରୁ ମିଳିଲା ଜାମିନ

ପାଟନା,୬।୧: ବିହାରରେ ବିପିଏସସି ପରୀକ୍ଷାରେ ଅନିୟମିତତା ବିରୋଧରେ ବିରୋଧ କରୁଥିବା ପ୍ରାର୍ଥୀଙ୍କୁ ସମର୍ଥନ କରି ପାଟଣାର ଗାନ୍ଧୀ ମଇଦାନରେ ଆମରଣ ଅନଶନ କରିଥିବା ଜନ ସୁରଜ ପାର୍ଟି (ଜେଏସୟୁପିଏ) ନେତା ପ୍ରଶାନ୍ତ କିଶୋର (ପି.କେ)ଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୋମବାର…

ଭାରତ ସହ ତୁତୁମେମେ ଭିତରେ ବାଂଲାଦେଶ ନେଲା ବଡ ନିଷ୍ପତ୍ତି! ଏହି କାର୍ଯ୍ୟକ୍ରମକୁ କଲା ରଦ୍ଦ

ଢାକା,୬।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ରବିବାର (ଜାନୁୟାରୀ ୫) ଭାରତରେ ଯୋଜନା କରାଯାଇଥିବା ନ୍ୟାୟିକ ତାଲିମ କାର୍ଯ୍ୟକ୍ରମ ବାତିଲ କରିବାକୁ ଘୋଷଣା କରିଛି। ଏହି କାର୍ଯ୍ୟକ୍ରମ ଅଧୀନରେ ଆସନ୍ତା ମାସ ୧୦ ଫେବୃଆରୀରେ ମଧ୍ୟପ୍ରଦେଶରେ ଅବସ୍ଥିତ ନ୍ୟାସନାଲ ଜୁଡିସିଆଲ ଏକାଡେମୀ ଅଫ…

କେବଳ ପୁରୁଷ ନୁହେଁ

ଗୋଟେ ଧାରଣା ରହିଆସିଛି ଯେ, ପୁରୁଷମାନେ ଆକ୍ରମଣକାରୀ ଓ କଠୋର ହୋଇଥିବା ବେଳେ ମହିଳାମାନେ ସର୍ବଦା ପୀଡ଼ିତା। ଯେତେବେଳେ କୌଣସି ମହିଳାଙ୍କୁ ନେଇ ଘରୋଇ ହିଂସା ଦେଖାଦେଇଥାଏ ସେତେବେଳେ କନ୍ୟା ପକ୍ଷ ବରପକ୍ଷ ଉପରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥାଆନ୍ତି। ଭାରତରେ…

ପୁଣି ଆଳୁ ଦେଲା ଟେନଶନ୍‌, କିଲୋ ପିଛା ୧୦ଟଙ୍କା ବଢିଲା

ଭୁବନେଶ୍ୱର, ୬।୧: ବଜାରରେ ପୁଣି ବଢିଛି ଆଳୁ ଦର। ମଝିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ ଆଳୁ ଅଟକାଇ ଦେଇଥିବାରୁ ଆଳୁ ଦର ୫୦ ଟଙ୍କା ଯାଏ ବଢିଥିଲା। ହେଲେ ଗତକାଲି ଠାରୁ ହଠାତ ଅତି ଦରକାରୀ ପରିବା ଆଳୁ କିଲୋ…

ରାସନ କାର୍ଡ e-KYC ଅବଧି ବଢାଇଲେ ସରକାର, ଜାଣନ୍ତୁ ଆଉ କେତେ ଦିନ ବାକି ରହିଲା

ଭୁବନେଶ୍ୱର, ୫।୧: ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ e-KYC ଅବଧି ବଢାଇଲେ ସରକାର। ପାଖ EPS କିମ୍ବା ରାସନ ଯୋଗାଣ କେନ୍ଦ୍ରରେ e-KYC କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପୂର୍ବରୁ ଜାନୁଆରୀ ୧୫ ତାରିଖ ଯାଏ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri